ପିପିଲି ଉପନିର୍ବାଚନ ପାଇଁ ସଜବାଜ ,ବୁଥ୍ କୁ ଗଲେ ପୋଲିଂ ପାର୍ଟି
ପିପିଲି : ଆଉ ଦିନକ ପରେ ପିପିଲି ଭୋଟ୍ । ଆଜି ପୁଲିଂ ପାର୍ଟିମାନେ ନିଜ ନିଜ ବୁଥ୍ କୁ ଯାଇଛନ୍ତି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ସମୁଦାୟ ୩୪୮ ଟି ବୁଥ୍ ମଧ୍ୟରୁ ୧୦୨ ଟି ଅତିସମ୍ବେଦନଶିଳ ବୁଥ୍ ହୋଇଥିବାବେଳେ । ଏଠାରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ମୁତୟନ…