ମହିଳା ଟି୨୦ରେ ଇତିହାସ ରଚିଲେ ନ୍ୟୁଜିଲାଣ୍ଡ କ୍ରିକେଟର ସୋଫି ଡିଭାଇନ
ଅକଲାଣ୍ଡ:ମହିଳା ଟି୨୦ କ୍ରିକେଟରେ ନ୍ୟୁଜିଲାଣ୍ଡର ଷ୍ଟାର ଖେଳାଳି ସୋଫି ଡିଭାଇନ ଦ୍ରୁତତମ ଶତକ ହାସଲ କରି ଇତିହାସ ରଚିଛନ୍ତି । ନ୍ୟୁଜିଲାଣ୍ଡର ସୁପରସ୍ମାଶ ପ୍ରତିଯୋଗିତାରେ ସୋଫି ମାତ୍ର ୩୬ ବଲରେ ୯ ଛକା ଓ ୯ଚୌକା ସହାୟତାରେ ଶତକ ହାସଲ କରିବା ସହ ୩୮ ବଲରେ ୧୦୮ ରନ କରି ଅପରାଜିତ ରହିଥିଲେ ।…