Maoists Surrender: ଅସ୍ତ୍ରଶସ୍ତ୍ର ସହ ୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ଆଜି ୨୨ ଜଣ ହାଡକୋର ମାଓବାଦୀମାନେ ନିଜର ବିପୁଳ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ୧୦ ଜଣ ମହିଳା ମାଓବାଦୀ ରହିଥିବା ସୂଚନା ମିଳିଛି ।
ଛତିଶଗଡ ସରକାରଙ୍କ ପୁନର୍ବାସ ନୀତିରେ…