Latest Odisha News

BREAKING NEWS

ବୁ୍‌ମ୍‌ରା ମଧ୍ୟ ଆହତ ହେବା ପରେ ବଢିଲା ଟିମ୍ ଇଣ୍ଡିଆର ସମସ୍ୟା

ସିଡ୍‌ନି: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ କ୍ରିକେଟ ଟିମରେ ଆହତ ସମସ୍ୟା ବଢିବାରେ ଲାଗିଛି । ଫାଷ୍ଟ ବୋଲର୍ ଜସପ୍ରୀତ ବୁମରା ମଧ୍ୟ ଆହତ ହେବାରୁ ଟିମ୍‌ର ଚିନ୍ତା ବଢି ଯାଇଛି । ତଳିପେଟର ମାଂସପେଶୀରେ ସମସ୍ୟା ହୋଇଥିବା ଜଣାପଡିଛି । ଏଥିପାଇଁ ସେ ବ୍ରିସବେନରେ ହେବାକୁ ଥିବା ଟେଷ୍ଟ ସିରିଜର…

କରୋନା ଟିକା ଆସିବା ପରେ ବି ହର୍ଡ ଇମ୍ୟୁନିଟିର କୌଣସି ସମ୍ଭାବନା ନାହିଁ; ‘ହୁ’

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ପାଇଁ ପୃଥିବୀର ଅନେକ ଦେଶରେ ଟୀକାକରଣ ଆରମ୍ଭ ହୋଇଛି ଏବଂ ଅନେକ ଦେଶରେ ଏହା ଶୁଭାରମ୍ଭ ହେବାକୁ ଯାଉଛି। ଏହି ସମୟରେ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଜଣେ ଅଗ୍ରଣୀ ବୈଜ୍ଞାନିକଙ୍କ କଥା ଲୋକଙ୍କୁ ନିରାଶ କରିପାରେ। ବୈଜ୍ଞାନିକ ଚେତାବନୀ ଦେଇଛନ୍ତି ଯେ…

ଭୁବନେଶ୍ୱର-ପୁନେ ମଧ୍ୟରେ ଖୁବଶୀଘ୍ର ଏୟାର ଏସିଆ ବିମାନ ସେବା

ଭୁବନଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ଭୁବନେଶ୍ୱରରୁ ପୁନେକୁ ସିଧାସଳଖ ଉଡ଼ିବ ବିମାନ । ଭୁବନେଶ୍ୱର-ପୁଣେ ମଧ୍ୟରେ ଆରମ୍ଭ ହେବ ବିମାନସେବା । ଏୟାର ଏସିଆର ସ୍ୱତନ୍ତ୍ର ବିମାନ ଚଳାଚଳ କରିବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ…

ଗ୍ୟାସ ଲିକରେ ୪ କର୍ମୀଙ୍କ ମୃତ୍ୟୁ ଘଟଣା, RSPକୁ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ନୋଟିସ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଗ୍ୟାସ ଲିକ ହୋଇ ୪ ଜଣ ଠିକା କର୍ମଚାରୀ ମୃତ୍ୟୁବରଣ କରିବା ଘଟଣାରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ପକ୍ଷରୁ ନୋଟିସ ଜାରି କରାଯାଇଛି। ଗ୍ୟାସ ଲିକ ଘଟଣାରେ ପରିବେଶରେ କ'ଣ କ୍ଷତି ହୋଇଛି ସେନେଇ ରିପୋର୍ଟ ଦେବାକୁ ରାଉରକେଲା ଇସ୍ପାତ…

୭୦,୦୦୦ ରୁ ଅଧିକ ଆକାଉଣ୍ଟ ସସ୍‌ପେଣ୍ଡ୍‌ କଲା ଟ୍ୱିଟର୍‌

ୱାଶିଂଟନ୍: ଆମେରିକାର ରାଜଧାନୀ ୱାଶିଂଟନ୍‌ର କ୍ୟାପିଟଲ ହିଲରେ ହୋଇଥିବା ହିଂସାକୁ ନେଇ ଟ୍ୱିଟର ୭୦,୦୦୦ ରୁ ଅଧିକ ଆକାଉଣ୍ଟକୁ ସ୍ଥଗିତ ରଖିଛି। ଏହି ଆକାଉଣ୍ଟ୍ ସୋସିଆଲ୍ ମିଡିଆରେ QAnon ସହିତ ଜଡିତ ବିଷୟବସ୍ତୁ ସେୟାର୍‌ କରୁଥିଲା। ଟ୍ୱିଟର ଅଫିସିଆଲ୍ ଆକାଉଣ୍ଟରୁ ଏହି ସୂଚନା ଦିଆଯାଇଛି।…

ଆଜି ରାଷ୍ଟ୍ରୀୟ ଯୁବ ସଂସଦ ସମାରୋହ ସମ୍ବୋଧିତ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୦.୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦ୍ୱିତୀୟ ଜାତୀୟ ଯୁବ ସଂସଦ ମହୋତ୍ସବକୁ ସମ୍ବୋଧିତ କରିବେ। ଜାତୀୟ ଯୁବ ସଂସଦ ପାଇଁ ଜିଲ୍ଲା ତଥା ରାଜ୍ୟ ସ୍ତରରେ ନିର୍ବାଚିତ…

ଗଞ୍ଜା ଲଢ଼େଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ

ମାଲକାନଗିରି: ଗଞ୍ଜା ଲଢେଇ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ । ପୋଲିସ ଉପରକୁ ଆକ୍ରମଣ କଲେ ଗ୍ରାମବାସୀ । ଆକ୍ରମଣରେ ଜଣେ ଏସଡିପିଓଙ୍କ ସମେତ ୪ ପୋଲିସ କର୍ମୀ ଆହତ ହୋଇଛନ୍ତି । ୩୦ରୁ ଅଧିକ ଗ୍ରାମବାସୀଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ । ୧୬ଜଣଙ୍କୁ ଗିରଫ କରାଯାଇଥିବା ସୂଚନା…

କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୋଆର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀପଦ ନାୟକଙ୍କ ଦାୟିତ୍ୱ ଗ୍ରହଣ କରିବାକୁ ମଙ୍ଗଳବାର ଗୋଆ ଗସ୍ତ କରିବେ। ଗତକାଲି ଏକ ଦୁର୍ଘଟଣାରେ ସେ ଆହତ ହୋଇଛନ୍ତି ଏବଂ ଏହି ଦୁର୍ଘଟଣାରେ ତାଙ୍କ ପତ୍ନୀଙ୍କ ମୃତ୍ୟୁ ହୋଇଛି। ସେ ଟ୍ୱିଟ୍ କରି କହିଛନ୍ତି,…

ଦେଶରେ ୧୨ ହଜାରକୁ ଖସିଲା ଦୈନିକ କରୋନା ପଜିଟିଭ୍ କେସ୍

ନୂଆଦିଲ୍ଲୀ: ଦେଶରେ କ୍ରମାଗତ ଖସୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରେ ୮ ଲକ୍ଷରୁ ଅଧିକ କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୧୨ହଜାର ୫୮୪ ନୂଆ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୪ଲକ୍ଷ ୭୯ହଜାର ୧୭୯କୁ ବୃଦ୍ଧି ପାଇଛି ।…

ପାରାଦୀପରେ ୨ ଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ ଆରମ୍ଭ

ପାରାଦୀପ: ପାରାଦୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’ । ଭାରତୀୟ ନୌସେନା, କୋଷ୍ଟଗାର୍ଡ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ଏଥିରେ ସାମିଲ ହୋଇଛନ୍ତି। ସମୁଦ୍ର ଉପକୂଳରେ ସୁରକ୍ଷା କଡାକଡି ବାହ୍ୟଶତ୍ରୁ ମୁକାବିଲାରେ ସବୁ ବିଭାଗରେ ସମନ୍ୱୟ…