ଏହି ରାଜ୍ୟରେ ଆଉ ସପ୍ତାହେ ବଢିଲା କରୋନା କର୍ଫ୍ୟୁ
ଡେରାଡୁନ୍: ଉତ୍ତରାଖଣ୍ଡରେ ପୁଣି ବଢିଲା କରୋନା କଟକଣା। ଏ ନେଇ କ୍ୟାବିନେଟ ମନ୍ତ୍ରୀ ସୁବୋଧ ୟୁନିୟାଲ ସୋମବାର ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଉତ୍ତରାଖଣ୍ଡରେ ପୂର୍ବରୁ ଲାଗୁ ହୋଇଥିବା କରୋନା କର୍ଫ୍ୟୁକୁ ଆଉ ଏକ ସପ୍ତାହ ପାଇଁ ବୃଦ୍ଧି କରାଯାଇଛି।
ମନ୍ତ୍ରୀ କହିଛନ୍ତି ଯେ…