Latest Odisha News

BREAKING NEWS

ଓଡିଶାର ପ୍ରଥମ କଥାକୁହା ସିନେମା ଓ ମୋହନ ସୁନ୍ଦର ଦେବ ଗୋସ୍ଵାମୀ

ଏପ୍ରିଲ ମାସ ୧୯୩୬ ମସିହା, ଓଡିଶା ଇତିହାସର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦିନ। ଏପ୍ରିଲ ୧ ତାରିଖ ଦିନ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠିତ ହୋଇଥିବା ବେଳେ ୨୮ ଏପ୍ରିଲରେ ଓଡିଶାର ପ୍ରଥମ କଥାକୁହା ସିନେମା “ସୀତା ବିବାହ” ମୁକ୍ତିଲାଭ କରିଥିଲା। ରାଜନୈତିକ ଇତିହାସରେ ରାଜ୍ୟ ଗଠନ ଯେମିତି ଏକ…

ବିଶ୍ୱବ୍ୟାପୀ ପ୍ରଦୂଷଣ କମାଇବାରେ ସ୍ଲରି ପାଇପ୍‌ଲାଇନ୍ ସହାୟକ ହେଉଛି: ସୋଆ କର୍ମଶାଳା

ଭୁବନେଶ୍ୱର: ସ୍ଲରି ପାଇପ୍‌ଲାଇନ୍ ମାଧ୍ୟମରେ ଖଣିଜ ପଦାର୍ଥ ପରିବହନ ଦ୍ୱାରା ୯୭ ପ୍ରତିଶତ ପ୍ରଦୂଷଣ କମୁଛି ଏବଂ ୯୩ ପ୍ରତିଶତ ଶକ୍ତି ସଂରକ୍ଷଣ ହୋଇପାରୁଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ କୁହାଯାଇଛି। ସୋଆର ପରିକଳ୍ପନା, ନିର୍ମାଣ ଏବଂ ପରିଚାଳନା ଦୃଷ୍ଟିରୁ ଦୂରଗାମୀ…

ସଡ଼କ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଆହତ, ପତ୍ନୀ ମୃତ

ନୂଆଦିଲ୍ଲୀ: କର୍ଣ୍ଣାଟକରେ ସୋମବାର ସନ୍ଧ୍ୟାରେ ଘଟିଥିବା ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାୟକ ଆହତ ହୋଇଥିବା ବେଳେ ତାଙ୍କ ପତ୍ନୀ ବିଜୟାଙ୍କ ମୃତ୍ୟୁ ଘଟିଛି। ଏନଡିଟିଭିର ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାରେ ତାଙ୍କ ପତ୍ନୀ ଏବଂ ବ୍ୟକ୍ତିଗତ ସଚିବ ଦୀପକଙ୍କର…

ନୂଆ କୃଷି ଆଇନ ବାତିଲ ଦାବିରେ ପଦଯାତ୍ରା

ଭୁବନେଶ୍ୱର: ଦିଲ୍ଲୀ କୃଷକ ଆନ୍ଦୋଳନ ସମର୍ଥନରେ ଏବଂ ୩ କଳା କୃଷି ଆଇନ ବାତିଲ ଦାବିରେ ସିପିଆଇ(ଏମ୍-ଏଲ) ରେଡ଼ ଷ୍ଟାର କେନ୍ଦ୍ରୀୟ କମିଟି ପକ୍ଷରୁ ୨୬ ଡ଼ିସେମ୍ବରରୁ ୧୧ ଜାନୁଆରୀ ଦେଶବ୍ୟାପୀ ଅଭିଯାନ ଡ଼ାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ପାର୍ଟିର ଖୋର୍ଦ୍ଧା ଜିଲ୍ଲା କମିଟି ଆନୁକୂଲ୍ୟରେ…

ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ୍ ଗାଡ଼ି

ନୂଆଦିଲ୍ଲୀ: ଟିକାକରଣ ଦିଗରେ ଆଉ ପାଦେ ଆଗେଇଛି ଭାରତ। ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ୟାକସିନ ଗାଡ଼ି। ଆଜି କେନ୍ଦ୍ର ସରକାର ପରଚେଜ୍ ଅର୍ଡର କରିଥିଲେ। ଏହାର କିଛି ସମୟ ପରେ ସେରମ ଇନଷ୍ଟିଚ୍ୟୁଟରୁ ବାହାରିଥିଲା ଭ୍ୟାକସିନ ଗାଡ଼ି। ସେଣ୍ଟ୍ରାଲ ହବରୁ ସବ୍ ସେଣ୍ଟ୍ରାଲ ହବ୍ ଓ ସେଠାରୁ ସବୁ…

ନୂଆଦିଲ୍ଲୀ ସ୍ଥିତ ଇଣ୍ଡୋନେସିଆ ଦୂତାବାସରେ ବିଜୁବାବୁଙ୍କ ନାଁରେ ସ୍ୱତନ୍ତ୍ର କକ୍ଷ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ସ୍ବତନ୍ତ୍ର କକ୍ଷ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡୋନେସିଆ ଦୂତାବାସ କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ ନାଁରେ ଏକ ସ୍ୱତନ୍ତ୍ର କକ୍ଷକୁ ଉତ୍ସର୍ଗ କରାଯାଇଛି। ଆଜି ଏହାକୁ ଉଦଘାଟନ କରିଥିଲେ ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆ ରାଷ୍ଟ୍ରଦୂତ…

ଓଡ଼ିଶାରୁ ୨୨୮ କରୋନା ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗୋଟିଏ ଦିନରେ ପ୍ରାୟ ୨୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ୩ ଲକ୍ଷ ୨୮ ହଜାର ୨୭୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଷ୍ଟେଟ୍ ପୁଲ ସମେତ ୨୪ ଜିଲ୍ଲାରୁ କରୋନା ରୋଗୀ ସୁସ୍ଥ…

ମାଗଣାରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମିଳିବ ଟିକା, ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର : ମୋଦି

ନୂଆଦିଲ୍ଲୀ : ପ୍ରଥମ ପର‌୍ୟାୟରେ ୩ କୋଟି କୋଭିଡ ଯୋଦ୍ଧାଙ୍କୁ ମାଗଣାରେ କରୋନା ଟିକା ବାଣ୍ଟିବେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନସିଂରେ ଟିକାକରଣ ନେଇ ଆଲୋଚନା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ।…

ରାଜଧାନୀରୁ ଜବତ ହେଲା ୨ ଟନରୁ ଅଧିକ ଓଜନର ପଲିଥିନ୍

ଭୁବନେଶ୍ୱର: ବେଆଇନ ପଲିଥିନ୍ ତିଆରି ଫ୍ୟାକ୍ଟ୍ରି ଉପରେ ବିଏମସିର ଚଢଉ । ଆଜି ରାଜଧାନୀର ଆଇଗିଣିଆ ଅଂଚଳରେ ଥିବା ବିଏମସି ଏକ ସ୍କ୍ୱାର୍ଡ ଚଢଉ କରି ୨ଟନରୁ ଅଧିକ ପଲିଥିନ୍ ଜବତ କରିଛି । ନିଷିଦ୍ଧ ହୋଇଥିବା ସାମଗ୍ରୀ ଗଚ୍ଛିତ ଓ ବିକ୍ରି କରୁଥିବା ଅଭିଯୋଗରେ କାରଖାନାର ମାଲିକଙ୍କୁ ୫୦ ହଜାର…

ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ

ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ଓ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ଦାୟିତ୍ୱ ନେଲେ ଅସିତ ତ୍ରିପାଠୀ । ଦାୟିତ୍ୱ ଗ୍ରହଣ କରିବା ପରେ ସେ ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର କାମର ସମୀକ୍ଷା କରିଛନ୍ତି । ଗତ ୩୧ ତାରିଖରେ ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ…