ଜାତୀୟ ଜୁନିୟର ଖୋ ଖୋ: ବାଳିକା ବିଭାଗର କ୍ୱାର୍ଟରରେ ଓଡିଶା
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ଚାଲିଥିବା ଜାତୀୟ ଜୁନିୟର ଖୋ ଖୋ ଚାମ୍ପିୟନଶିପରେ ଓଡିଶା ଦଳ ପ୍ରଭାବୀ ପ୍ରଦର୍ଶନ ଜାରୀ ରଖିଛନ୍ତି । ଶୁକ୍ରବାର ଓଡିଶା ବାଳିକା ଟିମ୍ ହିମାଚଳ ପ୍ରଦେଶକୁ ୨୬-୫ ପଂଏଟରେ ପରାସ୍ତ କରିଥିଲା । ପୂର୍ବରୁ ଆନ୍ଧ୍ରପ୍ରଦେଶକୁ ମଧ୍ୟ ଓଡିଶା ଦଳ…