ଓଲଟିଲା ହାତୀ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟ୍ , ଭାସିଗଲେ ୨ ଗଣମାଧ୍ୟମ ପ୍ରତିନିଧି
କଟକ: ନଦୀ ଭିତରୁ ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍ । ମହାନଦୀ ମୁଣ୍ଡଳି ବ୍ୟାରେଜ ନିକଟରେ ବୋଟ୍ ଓଲଟି ପଡ଼ିଛି । ହାତୀକୁ କୂଳକୁ ଘଉଡ଼ାଇବା ବେଳେ ପାଣି ସ୍ରୋତରେ ବୋଟ୍ ଓଲଟି ପଡ଼ିଥିଲା। ରବର ବୋଟ୍ରେ ଅପରେସନରେ ସାମିଲ ଥିଲେ ଓଡ୍ରାଫ୍ ଟିମ୍ । ନଦୀ ସ୍ରୋତରେ ଫସିଥିବା…