Latest Odisha News

BREAKING NEWS

ବଣଭୋଜି କରିବାକୁ ଯିବା ବେଳେ ଦୁର୍ଘଟଣା, ଜଣେ ମୃତ ଓ ୭ ଆହତ

ସୁନ୍ଦରଗଡ଼: ବଣଭୋଜି କରିବାକୁ ଯାଉଥିଲେ । ବାଟରେ ଛକି ବସିଥିଲା ମୃତ୍ୟୁ । ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେଲା । ଜଣଙ୍କର ଜୀବନ ଯାଇଥିବା ବେଳେ ଆହତ ହୋଇଛନ୍ତି ସାତ ଜଣ । ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ ସବଡେଗାରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ବୋଲେରୋଟି ଗଛରେ ପିଟି…

ଆବୁଧାବିରେ ନିର୍ମିତ ହେବ ପ୍ରଥମ ହିନ୍ଦୁ ମନ୍ଦିର, ଖର୍ଚ୍ଚ ହେବ ୯୦୦ କୋଟି

ଆବୁଧାବି: ଆବୁଧାବିରେ ନିର୍ମିତ ହେବ ପ୍ରଥମ ହିନ୍ଦୁ ମନ୍ଦିର । ୧୬.୭ ଏକର ଜମିରେ ୯୦୦ କୋଟି ବଜେଟରେ ଏହାକୁ ତିଆରି କରାଯାଉଛି । ପ୍ରାରମ୍ଭିକ ଅଟକଳ ଅନୁସାରେ ଏହା ୨୦୨୩ ଭିତରେ ସମ୍ପୂର୍ଣ୍ଣ ହୋଇଯିବ । ୟୁଏଇରେ ପ୍ରାୟ ୩୩ ଲକ୍ଷ ଭାରତୀୟ ରହୁଛନ୍ତି । ଏହି ମନ୍ଦିର ସେମାନଙ୍କ ଆସ୍ଥାର କେନ୍ଦ୍ର…

ଟ୍ୱିଟ୍‌ର ଉପରେ ପୁଣି ବର୍ଷିଲେ କଙ୍ଗନା

ନୂଆଦିଲ୍ଲୀ: କଙ୍ଗନା ତାଙ୍କ ଚଳଚ୍ଚିତ୍ର ବ୍ୟତୀତ ସାମାଜିକ ତଥା ରାଜନୈତିକ ପ୍ରସଙ୍ଗରେ ନିରବଚ୍ଛିନ୍ନତା ପାଇଁ ବେଶ୍‌ ଜଣାଶୁଣା। ଅନେକ ଥର କଙ୍ଗନା ମଧ୍ୟ ତାଙ୍କ ବିବୃତ୍ତି ହେତୁ ବିବାଦ ଘେରକୁ ଆସିଛନ୍ତି। ଅନେକ ଥର ବିବାଦୀୟ ମନ୍ତବ୍ୟ ହେତୁ ଟ୍ୱିଟର କଙ୍ଗନାଙ୍କ ଆକାଉଣ୍ଟକୁ ମଧ୍ୟ ସ୍ଥଗିତ…

ଦୈନିକ ସଂକ୍ରମଣରେ ସାମାନ୍ୟ ବୃଦ୍ଧି: ୨୪ ଘଣ୍ଟାରେ ରାଜ୍ୟରୁ ୨୬୦ କରୋନା ପଜିଟିଭ୍

ଭୁବନେଶ୍ୱର: ଗତକାଲି ଅପେକ୍ଷା ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ବଢ଼ିଛି । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୬୦ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୯ଟି । ଆଜି ୨୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ସୁପର୍‌ଷ୍ଟାର୍‌ ରଜନୀକାନ୍ତଙ୍କୁ ମନେଇବା ପାଇଁ ଚେନ୍ନାଇରେ ପ୍ରଶଂସକଙ୍କ ପ୍ରଦର୍ଶନ ଜାରି

ଚେନ୍ନାଇ: ନିକଟରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ସୁପରଷ୍ଟାର ରଜନୀକାନ୍ତ ରାଜନୀତିରେ ପ୍ରବେଶ କରିବାକୁ ମନା କରିଦେଇଥିଲେ। ଯାହା ଫଳରେ ତାଙ୍କ ଫ୍ୟାନ୍ସ ଏହି ଖବର ଶୁଣିବା ପରଠାରୁ ଦୁଃଖରେ ଅଛନ୍ତି। ଚେନ୍ନାଇ ପୋଲିସ ରବିବାର ଦିନ ରଜନୀକାନ୍ତ ଫ୍ୟାନ୍ କ୍ଲବର ସଦସ୍ୟମାନଙ୍କୁ ବଲୁଭର୍ କୋଟାମରେ…

ଚନ୍ଦକା ବନଖଣ୍ଡକୁ ଏବର୍ଷ ଆସିଛନ୍ତି ଅଧିକ ପକ୍ଷୀ

ଭୁବନେଶ୍ୱର: ଚନ୍ଦକା-ଡମପଡ଼ା ବନଖଣ୍ଡରେ ଶେଷ ହୋଇଛି ପକ୍ଷୀ ଗଣନା । ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଆସିଛନ୍ତି । ମୋଟ୍ ୨୧ ହଜାର ୯୪୮ଟି ପକ୍ଷା ଆସିଥିବା ଜଣାପଡ଼ିଛି । ଗତବର୍ଷ ଅପେକ୍ଷା ପ୍ରାୟ ୬ହଜାର ଅଧିକ ପକ୍ଷୀ ଏବର୍ଷ ଆସିଛନ୍ତି । ୨୦୨୦ରେ ଏହି ସମୟରେ ଚନ୍ଦକା-ଡମପଡ଼ା ବନଖଣ୍ଡକୁ ୧୬…

ପୁନର୍ବାର ସିରାଜଙ୍କୁ ଟାର୍ଗେଟ କଲେ ଅଷ୍ଟ୍ରେଲୀୟ ଦର୍ଶକ, ପୋଲିସର କାର୍ଯ୍ୟାନୁଷ୍ଠାନ

ସିଡନୀ: ଚଳିତ ଟେଷ୍ଟ ସିରିଜର ତୃତୀୟ ମୁକାବିଲାରେ ଅଷ୍ଟ୍ରେଲିଆର କେତେକ ଦର୍ଶକ ଉଦ୍ଦେଶ୍ୟମୂଳକ ଭାବେ ମହମ୍ମଦ ସିରାଜଙ୍କୁ ଟାର୍ଗେଟ କରିଛନ୍ତି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ସିରାଜଙ୍କ ପ୍ରତି ବର୍ଣ୍ଣବୈଷମ୍ୟ ଟିପ୍ପଣୀ କରିଛନ୍ତି କେତେକ ଦର୍ଶକ । ଅଧିନାୟକ ଅଜିଙ୍କ୍ୟ ରାହାଣେଙ୍କୁ ସିରାଜ ଏ…

ଚର୍ଚ୍ଚାରେ ସାରାଙ୍କ ନୂଆ ବନ୍ଧୁ

ନୂଆଦିଲ୍ଲୀ: ଆଜିକାଲି ସୋସିଆଲ ମିଡିଆରେ ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ବହୁତ ସକ୍ରିୟ ରହୁଛନ୍ତି। ନିକଟରେ ସାରା ତାଙ୍କ ଫିଲ୍ମ 'କୁଲି ନଂ ୧' ରିଲିଜ୍ ଏବଂ ଫିଲ୍ମ 'ଅତ୍‌ରଙ୍ଗୀ ରେ' ସୁଟିଂ ବିଷୟରେ ଆଲୋଚନାରେ ଥିଲେ। ଆଜିକାଲି ସେ ତାଙ୍କ ଭାଇଙ୍କ ସହ ଛୁଟିଦିନ କରୁଛନ୍ତି। ଯାହାଙ୍କ ସହ ସେ…

ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ, ତିନି ଜଣଙ୍କୁ ବାନ୍ଧିଲା ପୋଲିସ

ମାଲକାନଗିରି: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ପୋଲିସ ଆଖିରେ ଧୂଳି ଦେବାକୁ ନୂଆ ନୂଆ କୌଶଳ ଆପଣଉଛନ୍ତି ବେପାରୀ । ଗାଡ଼ିରେ ନୀଳବତି ଲଗାଇ ଗଞ୍ଜେଇ ଚାଲାଣ କରୁଥିଲେ । ଏଭଳି ଚୋରା ଚାଲାଣ ରାକେଟର ପର୍ଦ୍ଦାଫାସ କରିଛି ମାଲକାନଗିରି ଥାନା ପୋଲିସ । ଦୁର୍ବୃତ୍ତ ନୀଳବତି ଲାଗିଥିବା ଗାଡ଼ି…

କଟକରେ ବାଲିଘାଟରେ ଚଢ଼ାଉ: ୧୧ ଅଟକ, ୭ଟି ଟ୍ରାକ୍ଟର ଜବତ

କଟକ: ବାଲିଘାଟ ଉପରେ କମିଶନରେଟ ପୋଲିସର ଚଢ଼ାଉ । କଟକ ଗୋପାଳପୁର ଅଞ୍ଚଳରେ ଏକ ବାଲିଘାଟରେ ଚଢ଼ାଉ ହୋଇଛି । ଏତିକିବେଳେ ଜବତ ହୋଇଛି ୭ଟି ଟ୍ରାକ୍ଟର । ୧୧ ଜଣଙ୍କୁ ଅଟକ ରଖିଛି ପୋଲିସ । ଏମାନଙ୍କ ମଧ୍ୟରେ ଗାଡ଼ିମାଲିକ, ଗାଡି ଚାଳକ ଓ ଘାଟ ଚଳାଉଥିବା କିଛି ବ୍ୟକ୍ତି ରହିଛନ୍ତି । ଏହି…