Latest Odisha News

BREAKING NEWS

ବନ୍ଧୁକ ତିଆରି କାରଖାନା ଉପରେ ସମ୍ବଲପୁର ପୋଲିସର ଚଢ଼ାଉ, ୭ ଗିରଫ

ସମ୍ବଲପୁର : ସମ୍ବଲପୁର ପୋଲିସକୁ ବଡ଼ ସଫଳତା । ଯୁଯୁମୁରା ଥାନା ଅଞ୍ଚଳରୁ ଜବତ ହୋଇଛି ୨ଟି ବନ୍ଧୁକ ତିଆରି କାରଖାନା । ମାମଲାରେ ପୋଲିସ ଜଣେ ଦମ୍ପତିଙ୍କ ସହ ମୋଟ ୭ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦୀର୍ଘ ବର୍ଷ ଧରି ଏମାନେ ଦେଶୀ ବନ୍ଧୁକ ତିଆରି କରୁଥିଲେ । ବିଶେଷ କରି…

ବାଇକ୍ ଧକ୍କାରେ ଗଳିପଡିଲା ବନ୍ଧୁକ ଓ ଗୁଳି, ଚମ୍ପଟ୍ ମାରିଲେ ୨ ଅଭିଯୁକ୍ତ

ଭଦ୍ରକ: ନିଶା କାରବାର ପରେ ଏବେ ବେଆଇନ ବନ୍ଧୁକ ଜବତ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ଭଦ୍ରକ ଜିଲ୍ଲା । ଆଜି ଏକ ବାଇକ ଧକ୍କା ଭଳି ସାଧାରଣ ମାମଲା ଭଦ୍ରକ ଗ୍ରାମାଂଚଳ ପୋଲିସକୁ ଚିନ୍ତାରେ ପକାଇଛି । ତେବେ ବାଇକ୍ ଧକ୍କା ପରେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଥିଲା ତାହା ଅନେକଙ୍କୁ ଚକିତ କରିଛି ।…

ପିପିଲି ଉପନିର୍ବାଚନ : ପୋଷ୍ଟାଲ ବାଲାଟ ଗାଡିର ଶୁଭାରମ୍ଭ

ପିପିଲି : ପିପିଲି ଉପନିର୍ବାଚନ ପାଇଁ ପୋଷ୍ଟାଲ ବାଲାଟ ଗାଡି ଶୁଭାରମ୍ଭ ହୋଇଛି । ନିର୍ବାଚନ କମିଶନଙ୍କ ଅନୁଯାୟୀ ପିପିଲି ଉପନିର୍ବାଚନ ପାଇଁ ୮୦ ବୟସରୁ ଉର୍ଦ୍ଧ୍ବ  ବରିଷ୍ଠ ନାଗରିକ ଏବଂ ଦିବ୍ୟାଙ୍ଗ ଭୋଟର ମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା…

ରାଗିଗଲେ ଟଲିଉଡ ଷ୍ଟାର ନାଗା ଚୈତନ୍ୟ

ହାଇଦ୍ରାବାଦ: ଦକ୍ଷିଣ ଭାରତ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ନାଗା ଚୈତନ୍ୟ ତାଙ୍କ ବିବାହ ବିଚ୍ଛେଦ ଖବର ନେଇ ମୁହଁ ଖୋଲିଛନ୍ତି । ସେ ଏବଂ ତାଙ୍କ ପତ୍ନୀ ସମନ୍ଥା ପରସ୍ପରଠାରୁ ଅଲଗା ହେବାକୁ ଯାଉଛନ୍ତି ବୋଲି ଗୁଜବ ଉଠିଥିଲା । ଏହା ଏକ ମିଛ କଥା ଆମ ଭିତରେ ଉତମ ବୁଝାମଣା ରହିଛି ବୋଲି…

କଟକରେ ପଡି ରହିଥିଲା ମୃତଦେହ, ସହାୟତାର ହାତ ବଢାଇଲେ ମାଲକାନଗିରି ଯୁବ ନେତା

ମାଲକାନଗିରି: ପ୍ରକୃତିର ସର୍ବଶ୍ର୍ରେଷ୍ଠ ଜୀବ ମଣିଷ ଆଜି ଖୋଦ ନିଜ ଜାତିକୁ ତୁଚ୍ଛ ମନେ କରୁଛି । କଟକରେ ଚିକିତ୍ସାଧୀନ ଅବସ୍ଥାରେ ମାଲକାନଗିରିର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ପଡି ରହିଥିଲା ତାଙ୍କ ମୃତଦେହ । ଏହି ଘଟଣାକୁ ନେଇ ସଂପୃକ୍ତ ହସ୍ପିଟାଲ ଅଣଦେଖା କରିବା ପରେ ମାଲକାନଗିରିର ଜଣେ…

ପୁରୀ ବଗଲା ଧର୍ମଶାଳା ବିବାଦ ମାମଲାରେ ହାଇକୋର୍ଟରେ ଶୁଣାଣି

କଟକ : ପୁରୀ ବଗଲା ଧର୍ମଶାଳା ବିବାଦ ମାମଲାରେ ହାଇକୋର୍ଟରେ ହୋଇଛି ଶୁଣାଣି । ଅମୃତ ମଣୋହି ଜମିର ବିକ୍ରି ଓ ନିର୍ମାଣ କାର୍ଯ୍ୟ ଅଦାଲତଙ୍କ ଚୂଡାନ୍ତ ରାୟ ଉପରେ ନିର୍ଭର କରିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଜେପି ନେତା ସମ୍ବିତ ପାତ୍ରଙ୍କ ପକ୍ଷରୁ ରୁଜ୍ଜୁ ହୋଇଥିବା ମାମଲାର…

ଆସନ୍ତୁ ଜାଣିବା କାହିଁକି ୪୦୦ କୋଟିର ଅଫର ପ୍ରତ୍ୟାଖ୍ୟାନ କଲେ ଆଦିତ୍ୟ ଚୋପ୍ରା !

ମୁମ୍ବାଇ: ଓଟିଟି ପ୍ଲାଟଫର୍ମରେ ଫିଲ୍ମ ରିଲିଜ ନ କରିବା ଜିଦରେ ରହିଛନ୍ତି ୟଶରାଜ ଫିଲ୍ମର ମୂଖ୍ୟ ଆଦିତ୍ୟ ଚୋପ୍ରା । ଏପରିକି ଓଟିଟି ପ୍ଲାଟଫର୍ମରେ ତାଙ୍କ ଫିଲ୍ମ ରିଲିଜ କରିବା ପାଇଁ ୪୦୦ କୋଟି ଟଙ୍କାର ଅଫରକୁ ସେ ପ୍ରତ୍ୟାଖାନ କରି ଦେଇଛନ୍ତି । ଫିଲ୍ମ ଏକଜିଭିଟର୍ସଙ୍କୁ ମୁଁ କୌଣସି…

ଶାରଦୀୟ ପୂଜା ପାଇଁ ଗାଇଡଲାଇନ ଜାରି କଲା ବିଏମସି

ଭୁବନେଶ୍ବର : ଆଗକୁ ଆସୁଛି ଶାରଦୀୟ ଦୁର୍ଗାପୂଜା । ଏଥିପାଇଁ ଗାଇଡ ଲାଇନ ଜାରି କରିଛି ଭୁବନେଶ୍ବର ମହାନଗର ନିଗମ । କଟକଣା ଭିତରେ ଦଶହରା କରିବାକୁ ଗାଇଡଲାଇନ ଜାରି କରିଛି ବିଏମସି । ଅକ୍ଟୋବର ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ କଟକଣା ଲାଗୁ ହେବ । ସେହିପରି ମୃଣ୍ମୟୀ ମୂର୍ତ୍ତିର…

ଉରୀରେ ସେନାଙ୍କ ଗୁଳିରେ ଟଳିଲେ ୩ ପାକ୍ ଆତଙ୍କୀ

ଉରି: ଭାରତୀୟ ସେନାକୁ ଗୁରୁବାର ବଡ ସଫଳତା ହାତ ଲାଗିଛି । ରାମପୁର ଅଂଚଳରେ ୩ ଆତଙ୍କବାଦୀ ସେମାନଙ୍କୁ ଗୁଳିରେ ଟଳିଛନ୍ତି । ପିଓକେ ଦେଇ ସେମାନେ ଭାରତ ମଧ୍ୟକୁ ପ୍ରବେଶ କରିଥିଲେ । ମୃତ ଆତଙ୍କୀଙ୍କ ନିକଟରୁ ୫ଟି ଏକେ-୪୭ ରାଇଫଲ, ୮ ପିସ୍ତଲ ଓ ୭୦ଟି ଗ୍ରେନେଡ ଜବତ ହୋଇଛି । ହଥଲଙ୍ଗା ଜଙ୍ଗଲ…