Latest Odisha News

BREAKING NEWS

Red Fort blast:NIAର ଚାର୍ଜସିଟ୍‌ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ…

ନୂଆଦିଲ୍ଲୀ:ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ମାମଲାର ଚାର୍ଜସିଟ୍‌ରୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। NIA (ଜାତୀୟ ଅନୁସନ୍ଧାନକାରୀ ସଂସ୍ଥା) ୧୩ ଜଣ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିଥିଲା। ଚାର୍ଜସିଟରେ ଉଲ୍ଲେଖ ଥିବା ତଥ୍ୟ ଅନୁଯାୟୀ, ଲାଲକିଲ୍ଲା ବିସ୍ଫୋରଣର ମୁଖ୍ୟ…

MMDR ଆଇନ ଓଡ଼ିଶା ସ୍ୱାର୍ଥ ବିରୋଧୀ କହି ଗର୍ଜିଲା ବିଜେଡି, ବିଜେପି କହିଲା ବିଜେଡି ଭୟ ସୃଷ୍ଟି କରୁଛି

ଭୁବନେଶ୍ୱର:MMDR ପ୍ରସଙ୍ଗରେ ସିରିଜ୍ ପ୍ରେସମିଟ୍ ପରେ ଶେଷରେ ଆନ୍ଦୋଳନକୁ ଓହ୍ଲାଇଲା ବିଜେଡି। ଆଜି ଲୋକଭବନ ଆଗରେ ଦଳ ବଡ଼ ବିକ୍ଷୋଭ କରି ଏହି ଆଇନ ପ୍ରତ୍ୟାହାର ଦାବିରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଇଛି। ଦଳର ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି…

ରୁଟ ସୃଷ୍ଟି କଲେ ନୂଆ ଇତିହାସ: ପଛରେ ପଡ଼ିଲେ ପଣ୍ଟିଂ, ୱ

ଲଣ୍ଡନ : ପାକିସ୍ତାନ ବିପକ୍ଷରେ ତୃତୀୟ ଟେଷ୍ଟ  ମ୍ୟାଚ୍‌ରେ  ଇଂଲଣ୍ଡର ତାରକା ବ୍ୟାଟର୍ ଜୋ ରୁଟ୍ ଟେଷ୍ଟ କ୍ରିକେଟ୍ ଇତିହାସରେ ଏକ ନୂଆ ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି । ସେ ସବୁଠାରୁ ଅଧିକ ଟେଷ୍ଟ ମ୍ୟାଚ୍ ଖେଳିଥିବା ବିଶ୍ୱର ତୃତୀୟ ଖେଳାଳି ହେବାର ଗୌରବ ହାସଲ କରିଛନ୍ତି । ସଚିନ ତେନ୍ଦୁଲକର…

ଭୂତଳ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ କାରବାର; ୮୧୩ ବୋତଲ ଜବତ, ମହିଳା ଗିରଫ

ଭଟଲି: ବୁଧବାର ଭଟଲି ଥାନା ପୋଲିସ ବଡ଼ମାଳ ଗ୍ରାମରେ ଚଢ଼ାଉ କରିଛି । ବଡ଼ମାଳ ଗ୍ରାମର ଜଣଙ୍କ ଘରେ ଚଢ଼ାଉ କରି ପୋଲିସ ଏକ ଭୂତଳ ଚାମ୍ବରରୁ ୮୧୩ ବୋତଲ କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ପୋଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ଏହି ବେଆଇନ କାରବାର ଘଟଣାରେ ପୋଲିସ୍‌ ପାର୍ବତୀ ସାହୁ…

ଓଡ଼ିଶାର ଆର୍ଥିକ ସ୍ୱାଧୀନତା ଉପରେ କୁଠାରଘାତ: ଏମଏମଡିଆର୍ ଆଇନ ବିରୋଧରେ ରାଜଭବନରେ ଫେରାଦ ହେଲା ବିଜେଡି

ଏମଏମଡିଆର୍ ସଂଶୋଧନ ଆଇନ, ୨୦୨୬କୁ ନେଇ ରାଜନୈତିକ ତାତି ବୃଦ୍ଧି ପାଇଛି । ରାଜ୍ୟର ଆର୍ଥିକ ଅଧିକାର ଏବଂ ସାମଗ୍ରିକ ସ୍ୱାର୍ଥର ସୁରକ୍ଷା ଦାବିରେ ବିଜୁ ଜନତା ଦଳ (ବିଜେଡି)ର ଏକ ବରିଷ୍ଠ ପ୍ରତିନିଧି ଦଳ ବୁଧବାର ଦିନ ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି । ଏହି ସମୟରେ ଦଳ…

ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅକ୍ଟୋବର ୧ ମଧ୍ୟରେ ବିଦ୍ୟାଭାରତୀଙ୍କୁ ତଳ କୋର୍ଟରେ ହାଜର ହେବାକୁ…

କଟକ: ରାଜ୍ୟର ବହୁଚର୍ଚ୍ଚିତ ତଥା ସମ୍ବେଦନଶୀଳ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ସନ୍ଦେହଜନକ ମୃତ୍ୟୁ ମାମଲାରେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ମୃତ ଅଧିକାରୀଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟଙ୍କ…

ଭୁବନେଶ୍ୱରରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ଉ: କାର୍‌ରୁ ୫୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବେଆଇନ ମଦ କାରବାର ବିରୋଧରେ ଅବକାରୀ ବିଭାଗ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ବୁଧବାର ଦିନ ସହରର ସମାପୁର ଛକ ଅଞ୍ଚଳରେ ଏକ ହୁଣ୍ଡାଇ ଅରା କାର୍‌ ଉପରେ ଚଢ଼ଉ କରାଯାଇ ୫୨୦ ଲିଟର ଦେଶୀ ମଦ ଜବତ କରାଯାଇଛି । ଏହି ମାମଲାରେ ସଂପୃକ୍ତ ଥିବା ଜଣେ…

ହର୍ଷିତଙ୍କ ଚୟନକୁ ନେଇ ପ୍ରଶ୍ନ ଉଠାଇଲେ ରମେଶ

ନୂଆଦିଲ୍ଲୀ:ପୂର୍ବତନ ଭାରତୀୟ ଓପନର ସଦଗୋପନ ରମେଶ ଟିମ୍ ଇଣ୍ଡିଆର ଚୟନ ପ୍ରକ୍ରିୟା ଏବଂ ନିୟମକୁ ନେଇ କଡ଼ା ଅସନ୍ତୋଷ ପ୍ରକାଶ କରିଛନ୍ତି । ହର୍ଷିତ ରାଣା ଆଘାତରୁ ଫେରିବା ପରେ ସିଧାସଳଖ ଆଫଗାନିସ୍ତାନ ବିପକ୍ଷ ଟି୨୦ ସିରିଜ୍ ପାଇଁ ଭାରତୀୟ ଦଳରେ ସ୍ଥାନ ପାଇବାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି ।…

ଲାଲକିଲ୍ଲା ଆତ୍ମଘାତୀ ବିସ୍ଫୋରଣ: ଡାକ୍ତର ଉମର ନବୀ ଥିଲା ମାଷ୍ଟରମାଇଣ୍ଡ, ୭୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଏନଆଇଏ

ନୂଆଦିଲ୍ଲୀ: ଗତ ବର୍ଷ ନଭେମ୍ବର ମାସରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା ନିକଟରେ ଘଟିଥିବା ଭୟଙ୍କର କାର୍‌ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖୁଲାସା କରିଛି। ଏନଆଇଏ ପକ୍ଷରୁ ଦାଖଲ କରାଯାଇଥିବା ପ୍ରାୟ ୭,୫୦୦ ପୃଷ୍ଠାର ସମ୍ପୂର୍ଣ୍ଣ ଚାର୍ଜସିଟ୍‌ରେ…

ଅଷ୍ଟ୍ରେଲିଆ ଏ ବିପକ୍ଷ ସିରିଜ ପାଇଁ ଇଣ୍ଡିଆ ଏ ଦଳ ଘୋଷଣା: ହାର୍ଦ୍ଦିକଙ୍କ ପ୍ରତ୍ୟାବର୍ତ୍ତନ 

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ  ଅଷ୍ଟ୍ରେଲିଆ-ଏ ବିପକ୍ଷ ଆଗାମୀ ସିରିଜ୍ ପାଇଁ ଇଣ୍ଡିଆ-ଇ ଦଳ ଘୋଷଣା କରିଛି । ଏହି ସିରିଜ୍‌ର ସମସ୍ତ ମ୍ୟାଚ୍ ପୁଡୁଚେରୀରେ ଖେଳାଯିବ । ଏଥିରେ ୨ଟି ମଲ୍ଟି-ଡେ (୪-ଦିନିଆ) ଏବଂ ୩ଟି ଦିନିକିଆ  ମ୍ୟାଚ୍ ସାମିଲ ରହିଛି । ଆଘାତ କାରଣରୁ ପ୍ରାୟ ୫…