Latest Odisha News

BREAKING NEWS

ତୃତୀୟ ଜାତୀୟ ଚିଲିକା ପକ୍ଷୀ ଉତ୍ସବ ଉଦଘାଟିତ

ଭୁବନେଶ୍ୱର:ଏସିଆର ବୃହତ୍ତମ ହ୍ରଦ ଚିଲିକାରେ ପ୍ରତିବର୍ଷ ୧୦ ଲକ୍ଷ ରୁ ଉର୍ଦ୍ଧ୍ବ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କର ଆଗମନ ହୁଏ। ପକ୍ଷୀଙ୍କର ସମାଗମ ପାଇଁ ଚିଲିକା ପ୍ରସିଦ୍ଧ। ତୃତୀୟ ଜାତୀୟ ଚିଲିକା ପକ୍ଷୀ ଉତ୍ସବ ଚିଲିକାରେ ଉଦଘାଟିତ ହୋଇଯାଇଛି। ଏହି ଜାତୀୟ ଚିଲିକା ପକ୍ଷୀ ଉତ୍ସବକୁ…

ଏକମାତ୍ର ଭାରତୀୟ ଭାବେ ନେହା ଜିତିଲେ ଏହି ନିଆରା ପୁରସ୍କାର !

ମୁମ୍ବାଇ: ଅନଷ୍ଟପେବଲ୍ ନେହା କକ୍କର । ଉଭୟ ପର୍ସନାଲ ଓ ପ୍ରଫୋସ୍ନାଲ ଲାଇଫରେ ଏହି ସିଙ୍ଗରଙ୍କ ରାଜୁତି କିଛି କମ୍ ନାହିଁ । ସଙ୍ଗୀତ ଦୁନିଆରେ ଏକ ଖାସ ପରିଚୟ ହାସଲ କରିବା ସହ ନିକଟରେ ରୋହନପ୍ରୀତଙ୍କୁ ବିବାହ କରି ସେ ପ୍ରେମରେ ବି ବିଜୟ ହାସଲ କରିଥଲେ । ତେବେ ପୁଣିଥରେ ଏକ ନିଆରା ପୁରସ୍କାର…

ଭକ୍ତଙ୍କ ଲାଗି ଖୋଲିଲା ଇସ୍କନ ମନ୍ଦିର

ଭୁବନେଶ୍ୱର: ଦୀର୍ଘ ୯ ମାସ ପରେ ନୟାପଲ୍ଲୀର ଇସ୍କନ ମନ୍ଦିର ଶନିବାର ଦିନ ଭକ୍ତଙ୍କ ପାଇଁ ଖୋଲିଛି। ଯାହା କରୋନା ମହାମାରୀ ଯୋଗୁଁ ବନ୍ଦ ରହିଥିଲା। କୋଭିଡ-୧୯ ନିର୍ଦ୍ଦେଶାବଳୀକୁ କଡାକଡି ଭାବରେ ପାଳନ କରାଯିବା ସହ ଚାରିଟି ପର୍ଯ୍ୟାୟରେ ଦର୍ଶନ ହେବ ବୋଲି ମନ୍ଦିରର ସହ-ସଭାପତି ଉପେନ୍ଦ୍ର…

ପାତାଳି ଶ୍ରୀକ୍ଷେତ୍ର ଭକ୍ତଙ୍କ ପାଇଁ ଖୋଲା

ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରଶାସନ ପକ୍ଷରୁ ଅନୁମତି ମିଳିବା ପରେ ଉଲୁଣ୍ଡା ବ୍ଲକର ପବିତ୍ର ତୀର୍ଥକ୍ଷେତ୍ର ପାତାଳି ଶ୍ରୀକ୍ଷେତ୍ର ଦୀର୍ଘ ୧୦ ମାସ ପରେ ଭକ୍ତ ପାଇଁ ଖୋଲା ଯାଇଛି। ଏହାପରେ ଅନେକ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା।…

ଅବହେଳାରେ ବରଗଡ଼ ପର୍ଯ୍ୟଟନ

ବରଗଡ଼: ବରଗଡ଼ ଜିଲ୍ଲାରେ ପୌରାଣିକ , ପ୍ରାକୃତିକ , ଐତିହାସିକ ସ୍ଥାନ ମାନଙ୍କର ଅଭାବ ନାହିଁ । କିନ୍ତୁ ପର୍ଯ୍ୟଟକ ମାନଙ୍କୁ ଆଧୁନିକ ବ୍ ବ୍ୟବସ୍ଥା ଥିବା ସେବା ଯୋଗେଇବା ପାଇଁ କୌଣସି ପଦକ୍ଷେପ ନିଆ ଯାଉନଥିବାରୁ ପର୍ଯ୍ୟଟନ ଶିଳ୍ପ ଅବହେଳିତ ଅବସ୍ଥାରେ ଅଛି। ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ…

ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ସ୍ୱଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ । ଏହାକୁ ଆଜି ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ଅର୍ଥ ବିନିଯୋଗ ହେବ । ୭୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ…

ଆଜି ରାଜ୍ୟରୁ ୨୦୬ କରୋନା ପଜିଟିଭ୍, ୭ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମିଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୦୬ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୧୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୮୭ଟି ରହିଛି । ରାଜ୍ୟର ୨୩ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ୭ଟି ଜିଲ୍ଲା ନୟାଗଡ଼, କନ୍ଧମାଳ, କଳାହାଣ୍ଡି,…

ବାରହା ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଚାଲିଗଲା ଜୀବନ

ଦେବଗଡ଼: ବାରହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର । ତା ସଂସ୍ପର୍ଶରେ ଆସି ଅକାଳରେ ଚାଲିଗଲା ଜୀବନ । ଏଭଳି ଦୁଃଖଦ ଘଟଣା ଘଟିଛି ଦେବଗଡ଼ ଜିଲ୍ଲା ରିଆମାଲ ଥାନା ଅନ୍ତର୍ଗତ ଶାମପାଲି ଗାଁରେ । ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତି…

ଜୟପୁରରେ ଭୁଶୁଡ଼ିଲା କେନାଲ ବନ୍ଧ, ଏକର ଏକର ଚାଷ ଜମି ଜଳମଗ୍ନ

କୋରାପୁଟ: ଜୟପୁର ଏକତାଗୁଡ଼ାରେ ଭୁଶୁଡ଼ିଲା କେନାଲ ବନ୍ଧ । ଏକର ଏକର ଚାଷ ଜମି ବୁଡ଼ି ଯାଇଛି । ନଷ୍ଟ ହୋଇଛି ବ୍ୟାପକ ଫସଲ । ଗତକାଲି ରାତିରେ ହଠାତ୍ ସବମାଇନର କେନାଲରେ କୋଲାବ ଡ୍ୟାମର ପାଣି ମାଡ଼ି ଆସିଥିଲା । ପାରାବେଡ଼ା-ଏକତାଗୁଡ଼ା ନିକଟରେ ଥିବା ଧନପୁର ସବମାଇନର କେନାଲରେ ଘାଇ ସୃଷ୍ଟି…

ପୁରୀରେ ଗାଁଠୁ ସହର ୨୪ ଘଣ୍ଟା ପଇଁତରା ମାରିବ ପିସିଆର ଭ୍ୟାନ୍, ପାଟ୍ରୋଲିଂ କଡ଼ାକଡ଼ି

ପୁରୀ: ଅପରାଧିକ କାର୍ଯ୍ୟକଳାପ ଉପରେ କଡ଼ା ନଜର ରଖିବ ପୋଲିସ । ପୁରୀ ଜିଲ୍ଲାର ଗାଁ ଠାରୁ ସହର ପର୍ୟ୍ୟନ୍ତ ସବୁ ଅଞ୍ଚଳରେ ୨୪ ଘଣ୍ଟିଆ ପଇଁତରା ମାରିବ ପିସିଆର । କଣ୍ଟ୍ରୋଲ ରୁମକୁ ଡାଏଲ କରୁଥିବା ବ୍ୟକ୍ତିଙ୍କ ପାଖରେ ତୁରନ୍ତ ପହଞ୍ଚିଯିବ ପିସିଆର ଭ୍ୟାନ୍ । ଏନେଇ ଭିତ୍ତିଭୂମିକୁ ସୁଦୃଢ…