Latest Odisha News

BREAKING NEWS

ଆଜିଠୁ ଆରମ୍ଭ ହେବ ବ୍ରିଟେନ ଏବଂ ଭାରତ ମଧ୍ୟରେ ବିମାନ ଚଳାଚଳ

ନୂଆଦିଲ୍ଲୀ: ବ୍ରିଟେନ ଏବଂ ଭାରତ ମଧ୍ୟରେ ବିମାନ ଚଳାଚଳ ଆରମ୍ଭ କରିବାକୁ ଯାଉଛି ଯାହା ଡିସେମ୍ବର ଶେଷ ସପ୍ତାହରୁ ବନ୍ଦ ହୋଇଯାଇଥିଲା। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶାବଳୀ ଅନୁଯାୟୀ, ଜାନୁୟାରୀ ୮ ରୁ ୩୧ ପର୍ଯ୍ୟନ୍ତ ବ୍ରିଟେନରୁ ଭାରତ ଯାତ୍ରା କରୁଥିବା ଯାତ୍ରୀମାନେ ବିମାନବନ୍ଦରରେ…

ଜୁଭେଲାଇଲ୍ ଜଷ୍ଟିସ ବୋର୍ଡରେ ହାଜର ହେଲା ପରୀ ହତ୍ୟାକାଣ୍ଡର ନାବାଳକ ଅଭିଯୁକ୍ତ

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ ଯଦୁପୁର 'ପରୀ' ହତ୍ୟା ମାମଲାରେ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର ହେଲା ଅଭିଯୁକ୍ତ ନାବାଳକ । ଅନୁଗୁଳ ବାଳସୁଧାର ଗୃହରୁ ତାକୁ ଆଣି ହାଜର କରାଯାଇଛି । ନାର୍କୋ ଆନାଲିସିସ ଟେଷ୍ଟ ଅନୁମତି ଦେବାକୁ ଏସଆଇଟି କରିଥିବା ଆବେଦନ ଉପରେ ଶୁଣାଣି ହେବ । ନୟାଗଡ଼ ପକସୋ…

ବିଚ୍ ରାସ୍ତାରେ ଛୁରୀ ଭୁସି ଜଣଙ୍କୁ ହତ୍ୟା, ଜଣେ ଗୁରୁତର

ଜୟପୁର: ବିଚ୍ ରାସ୍ତାରେ ଛୁରାମାଡ଼ । ଛୁରୀ ଭୁସି ଜଣଙ୍କୁ ହତ୍ୟା । ଆକ୍ରମଣରେ ଆଉ ଜଣେ ଗୁରୁତର ହୋଇଛନ୍ତି । କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୬୩ ନମ୍ବର ଜାତୀୟ ରାଜପଥର ବୋରିଗୁମ୍ମା ବ୍ଲକ ଶଶାହାଣ୍ଡି ନିକଟରେ ଏହି ଘଟଣା ଘଟିଛି । ମୃତକ ହେଲେ ଶଶାହାଣ୍ଡି ଗାଁର ଦଶରଥ ହରିଜନ । ଆହତଙ୍କ ନାଁ…

ନିଆରା ଗାଁ; ଯେଉଁଠି ବିବାଦର ସମାଧାନ ଥାନାରେ ନୁହେଁ ଆପୋଷ ବୁଝାମଣାରେ ହୋଇଥାଏ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ମାଣ୍ଡଲା ଜିଲ୍ଲା ମୁଖ୍ୟାଳୟଠାରୁ ୨୮ କିଲୋମିଟର ଦୂରରେ ଥିବା ଆଦିବାସୀ ବହୁଳ ଗ୍ରାମ ମଲପଠାର ଗାଁର ଲୋକମାନେ ସାମୂହିକ ସହଯୋଗର ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ଯଦି ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥାଏ, ତେବେ ପୋଲିସ ଷ୍ଟେସନରେ କୌଣସି ପ୍ରକାର ପଞ୍ଜୀକରଣ…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ଦୁଇ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ମହାମାରୀ ନେଲା ରାଜ୍ୟରୁ ଆଉ ଦୁଇ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଗତ ୨୪ ଘଣ୍ଟାରେ ଦୁଇ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରେ ଜଣେ ୮୩ବର୍ଷୀୟ ବୃଦ୍ଧ ଓ ନୟାଗଡ଼ ଜିଲ୍ଲାରେ ଜଣେ ୩୭ ବର୍ଷୀୟ ଯୁବକ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

ଆଜି କେନ୍ଦ୍ର ଏବଂ କୃଷକଙ୍କ ମଧ୍ୟରେ ଅଷ୍ଟମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ: ଆଜି କୃଷି କେନ୍ଦ୍ର ସରକାରଙ୍କ ସହ ନୂତନ କୃଷି ନିୟମକୁ ବିରୋଧ କରି ଅଷ୍ଟମ ପର୍ଯ୍ୟାୟ ଆଲୋଚନା ହେବ। ଗୁରୁବାର ଦିନ କେନ୍ଦ୍ର ସହ ଆଲୋଚନା ପୂର୍ବରୁ ଚାଷୀଭାଇମାନେ ଦିଲ୍ଲୀ ସୀମାରେ ଏକ ପଦଯାତ୍ରା କରି ତାଙ୍କ ଦାବି ପୂରଣ ନହେବା ପର୍ଯ୍ୟନ୍ତ ବିରୋଧ ଜାରି ରଖିବାକୁ ଆହ୍ବାନ…

ରାଜ୍ୟରେ ୨୪ଘଣ୍ଟାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ବଲାଙ୍ଗିରରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୨୪୫ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୦୪ଟି । ୭ଟି ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଛି । ୨୩ ଜିଲ୍ଲାରୁ…

ଅଭିନେତ୍ରୀରୁ ରାଜନେତ୍ରୀ ପର୍ଯ୍ୟନ୍ତ କେମିତି ଥିଲା ନୁସ୍‌ରତ୍‌ଙ୍କ ଜୀବନ ଯାତ୍ରା

ନୂଆଦିଲ୍ଲୀ: ଅଭିନୟ ଜଗତରେ ନିଜର ଅଭିନୟର ଦକ୍ଷତା ପ୍ରତିପାଦନ କରିବ‌ା ପରେ ରାଜନୈତିକ ଦୁନିଆରେ ପାଦ ଦେଇଥିବା ନୁସରତଙ୍କର ଆଜି ୩୧ତମ ଜନ୍ମଦିନ। ସେ ଆଜି ତାଙ୍କ ୩୧ ତମ ଜନ୍ମଦିନ ପାଳନ କରୁଛନ୍ତି। ନୁସ୍‌ରତ ବଙ୍ଗଳା ସିନେମାର ଅନେକ ସୁପରହିଟ୍ ଚଳଚ୍ଚିତ୍ରରେ କାମ କରିଛନ୍ତି। ଏହା ପରେ ସେ…

ଭକ୍ତଙ୍କ ପାଇଁ ଆଜିଠୁ ଖୋଲିଲା ମା’ କଟକ ଚଣ୍ଡୀଙ୍କ ମନ୍ଦିର ଦୁଆର

କଟକ: ଆଜିଠାରୁ କଟକର ଅଧିଷ୍ଠାତ୍ରୀ ଦେବୀ ମା’କଟକ ଚଣ୍ଡୀଙ୍କ ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯାଇଛି । ୯ ମାସ ପରେ ଭକ୍ତ ମାଆଙ୍କୁ ଦେଖି ଭାବବିହ୍ୱଳ ହୋଇଛନ୍ତି । ଦେବୀଙ୍କୁ ଦେଖି ଭକ୍ତ ନିଜକୁ ଭାବରେ ବୁଡ଼ାଇ ଦେଇଛନ୍ତି । କୋଭିଡ କଟକଣା ସହ ଦର୍ଶନ ପାଇଁ ଟୋକନ ବ୍ୟବସ୍ଥା ହୋଇଛି ।…

୪୫ ଗ୍ରାମ ବ୍ରାଉନସୁଗର ଜବତ, ୬ ଜଣ ଅଟକ

ବାଲେଶ୍ୱର: ଭୋଗରାଇ ଉଦୟପୁର ନିକଟରୁ ୪୫ ଗ୍ରାମ ବ୍ରାଉନ୍‌ସୁଗର ଜବତ ହୋଇଛି । ଏହି ଘଟଣାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ମେରାଇନ୍ ଥାନା ପୋଲିସ୍‌ । ଜବତ ବ୍ରାଉନ୍‌ସୁଗରର ଆନୁମାନିକ ମୂଲ୍ୟ ସାଢ଼େ ୪ ଲକ୍ଷ ଟଙ୍କା ହେବ । ସେମାନେ କେଉଁଠୁ ଆଣିଲେ ବ୍ରାଉନସୁଗର ? କାହା ପାଇଁ ଆଣିଥିଲେ…