ବୌଦ୍ଧ କୀର୍ତ୍ତିରାଜିର ମୁଖ ସାକ୍ଷୀ ଯାଜପୁରର ଉଦୟଗିରି ଓ ରତ୍ନଗିରି
ଯାଜପୁର: ଯାଜପୁର ଜିଲ୍ଲାର କୋଣ ଅନୁକୋଣରେ ରହିଛି ପ୍ରାଚୀନ ସଂସ୍କୃତିର ଛାପ । ଐତିହ୍ୟମଣ୍ଡିତ କୀର୍ତ୍ତିସ୍ଥଳ ଉପରେ ପର୍ଯ୍ୟଟନ କ୍ଷେତ୍ର ଶୋଭିତ । ପ୍ରାଚୀନ ଉତ୍କଳର ରାଜଧାନୀ ଥିବା ଯାଜପୁରର ଗଳିକନ୍ଦିରେ ପୌରାଣିକ ଓ ଐତିହାସିକ କୀର୍ତ୍ତିରାଜି ବିଦ୍ୟମାନ । ଜିଲ୍ଲାରେ ରହିଛି ବିଶ୍ୱ…