ଖୁବଶୀଘ୍ର ଖୋଲିବ ରାଜ୍ୟରେ ଥିବା ସ୍କୁଲ ହଷ୍ଟେଲ
ଭୁବନେଶ୍ୱର: ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଦ୍ୟାଳୟ ପରିସରରେ ଥିବା ହଷ୍ଟେଲ ଖୋଲିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ରବିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି ।
ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଏସସି ଏବଂ ଏସଟି…