Latest Odisha News

BREAKING NEWS

ପ୍ରକୃତିରୁ ସମୃଦ୍ଧ ଅର୍ଥନୀତି; ଖୋଲିବ ଏକାଧିକ ଇକୋ କଟେଜ

ପ୍ରଥମ ପର୍ଯ୍ୟାୟରେ ହୀରାକୁଦ, ବାଲିପୁଟ ଭୁବନେଶ୍ଵର: ପର୍ଯ୍ୟଟନରେ ରହିଛି ପ୍ରଚୁର ସମ୍ଭାବନା। ପର୍ଯ୍ୟଟକ ଆସିବେ, ରାଜ୍ୟର ଅର୍ଥନୀତି ସମୃଦ୍ଧ ହେବ ଏବଂ ଅଣୁସ୍ତରରେ ନିଯୁକ୍ତି ବଢ଼ିବ। ସେଥିପାଇଁ ରାଜ୍ୟ ସରକାର ବେଶ କିଛି ବର୍ଷ ହେଲା ପର୍ଯ୍ୟଟନ ଶିଳ୍ପରେ ସିଧାସଳଖ ପ୍ରବେଶ…

ରାସ୍ତାକଡରୁ ଉଦ୍ଧାର ମୃତ ନବଜାତ ଶିଶୁ, କେତେ ସଜାଗ ପୋଲିସ ପ୍ରଶାସନ ?

ଅନୁଗୁଳ: ଦିନକୁ ଦିନ ମାନବିକତାର ଅର୍ଥକୁ ସମାଜ ଅବିଧାନରୁ ଲିଭାଇବାରେ ଲାଗିଛି ମଣିଷ ଜାତି । ସଂସାର ଶ୍ରେଷ୍ଠ ଜୀବ ବୋଲାଉଥିବା ମଣିଷ ଖୋଦ ନିଜ ଅସ୍ତିତ୍ୱକୁ କଳୁଷିତ କରିବାରେ ଲାଗିଛି । ଏହି ଦୁଇଟି ଉକ୍ତି ଅନୁଗୁଳ ଜିଲ୍ଲାର ଏକ ଅଭାବନୀୟ ଘଟଣାକୁ ଇଙ୍ଗିତ କରୁଛି । ଜିଲ୍ଲାର ଦୈନିକ…

ମହିଳା ଦୀର୍ଘାୟୁ; ସୁସ୍ଥ ବଞ୍ଚନ୍ତି ପୁରୁଷ

ନୂଆଦିଲ୍ଲୀ: ବଦଳୁଥିବା ସମୟ, ପରିବର୍ତ୍ତିତ ପାଣିପାଗ, ପ୍ରକ୍ରିୟାକରଣ ହୋଇଥିବା ଖାଦ୍ୟ ଓ ମେଡିସିନର ବହୁଳ ବ୍ୟବହାର ମଣିଷର ଆୟୁ କମାଇଦଇଛି। ଓ୍ଵାର୍ଲଡ ହେଲଥ ଷ୍ଟାଟିଷ୍ଟିକ୍ସ ରିପୋର୍ଟ ଅନୁସାରେ ଭାରତରେ ମହିଳାମାନେ ପୁରୁଷଙ୍କ ଅପେକ୍ଷା ହାରାହାରି ୩ ବର୍ଷ ଅଧିକ ବଞ୍ଚନ୍ତି। କିନ୍ତୁ ଉତ୍ତମ…

ବଦଳିଲା ସଲ୍‌ମାନଙ୍କ ହିଟ୍‌ ସୋ’ ବିଗ୍‌ ବସ୍‌’ର ନାଁ

ମୁମ୍ବାଇ: ଖୁବ୍‌ ଶୀଘ୍ର କଲର୍ସରେ ପ୍ରସାରିତ ଲୋକପ୍ରିୟ ରିଅଲିଟି ସୋ "ବିଗ୍ ବସ୍ ସିଜିନ ୧୫" OTT ପ୍ଲାଟ୍‌ଫର୍ମରେ ରିଲିଜ ହେବ। ରିଲିଜ ହେବା ପରେ ପ୍ରଥମ ଛଅ ସପ୍ତାହ ଓଟିଟି ପ୍ଲାଟ୍‌ଫର୍ମରେ ଷ୍ଟ୍ରିମ୍‌ ହେବ। ଏହାପରେ ଏହାକୁ ଟେଲିଭିଜନରେ ଦେଖିବାକୁ ମିଳିବ। ତେବେ ଏହି ନୂଆ ସିଜିନକୁ "ବିଗ୍…

ବିଜେଡି-ବିଜେପି ଆତ୍ମୀୟତାରୁ ବୈଷ୍ଣବଙ୍କୁ ଲାଭ; ଶିକ୍ଷାରୁ କଣ ପାଇବେ ଧର୍ମେନ୍ଦ୍ର?

ଭୁବନେଶ୍ଵର: ବହୁ ପ୍ରତୀକ୍ଷିତ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ ସରିଯାଇଛି। ନିର୍ବାଚନ ଅପେକ୍ଷାରେ ଥିବା ବିଭିନ୍ନ ରାଜ୍ୟକୁ ଅଧିକ ଓ ଗୁରୁତ୍ଵପୂର୍ଣ୍ଣ ମନ୍ତ୍ରୀପଦ ମିଳିଛି। କିନ୍ତୁ ୨୦୨୪ରେ ନିର୍ବାଚନ ଥିବା ଓଡ଼ିଶାରେ ଏ ପରିବର୍ତ୍ତିତ ମନ୍ତ୍ରୀମଣ୍ଡଳକୁ କଣ ମିଳିବ ତାକୁ ନେଇ…

ଓଡ଼ିଶାର ଏହି ୫୦ଟି ଗାଁକୁ ଏଯାଏ ଛୁଇଁନି କରୋନା

କୋରାପୁଟ: ମହାମାରୀ କବଳରେ ସାରା ବିଶ୍ବ ରହିଥିବା ବେଳେ ଓଡିଶାର କୋରାପୁଟ ଜିଲ୍ଲାର ଜୟପୁର ବ୍ଲକ୍‌ର ମୋଟ ୧୦୭ଟି ମଧ୍ୟରୁ ୫୦ଟି ଗାଁକୁ ଏଯାଏ ପଶିପାରିନି କରୋନା। ଏହସବୁ ଗାଁରେ ଏପର୍ଯ୍ୟନ୍ତ ଗୋଟିଏ ବି କରୋନା ମାମଲା ରିପୋର୍ଟ ହୋଇନାହିଁ। ତେବେ ଏସବୁ ଆଶା ଏବଂ ଅଙ୍ଗନୱାଡି…

ବିଦ୍ୟୁତ ଆଘାତରେ ଦନ୍ତା ହାତୀର ମୃତ୍ୟୁ ସନ୍ଦେହ, ଚାଲିଛି ତଦନ୍ତ

ଅନୁଗୁଳ: ପୁଣି ଗଡିଲା ଏକ ଦନ୍ତା ହାତୀର ମୁଣ୍ଡ । ଅନୁଗୁଳ ଜିଲ୍ଲାରେ ଦନ୍ତା ହାତୀର ମୃତ୍ୟୁ ଘଟଣା ବନ ବିଭାଗର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଆଜି ସକାଳୁ ତଳଗଡ ଗାଁ ନିକଟସ୍ଥ ଜଙ୍ଗଲରେ ଏକ ଦନ୍ତା ହାତୀ ମରିପଡିଥିବା ଦେଖିବାକୁ ମିଳିଥିଲା । ବିଦ୍ୟୁତ ଆଘାତରେ ଦନ୍ତା…

ଏହି ରାଜ୍ୟରେ ପ୍ରଥମ କପ୍ପା ଭାରିଆଣ୍ଟ ଚିହ୍ନଟ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରେ ଡେଲଟା ପ୍ଲସ୍ ଭାରିଆଣ୍ଟର ପ୍ରଥମ ଦୁଇଟି ମାମଲା ଚିହ୍ନଟ ହେବା ପରେ ବର୍ତ୍ତମାନ ରାଜ୍ୟରେ କରୋନାର କପ୍ପା ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ରିପୋର୍ଟ ଅନୁଯାୟୀ, ୟୁପିରେ କପ୍ପା ଭାରିଆଣ୍ଟ ପାଇଁ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣେ ୬୬ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ…

ବିଡିଏର ଶେଷ ଚେତାବନୀ; ଘର କର ନ ହେଲେ ପ୍ଲଟ୍ ବାତିଲ

ଭୁବନେଶ୍ଵର: ଆପଣ ବିଡିଏରୁ ପ୍ଲଟ ହାସଲ କରି ଘର କରିନାହାନ୍ତି କି? ଦୀର୍ଘ ଦିନ ହେଲା ପକାଇ ରଖିଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ; କାରଣ ଆପଣଙ୍କୁ ଆଇନ ଅନୁସାରେ ଦଣ୍ଡ ଭୋଗ କରିବାକୁ ପଡ଼ିବ। ଏମିତି କି ପ୍ଲଟ ଆଲଟମେଣ୍ଟ ବାତିଲ ହୋଇଯିବାର ଯଥେଷ୍ଟ ଆଶଙ୍କା ରହିଛି।  ଢେର ଦିନ ହେଲା ବିଡିଏର…

ବିଶିଷ୍ଟ ଶିକ୍ଷାବିତ୍‌ ପୁରୁଷୋତ୍ତମ ରାଉତଙ୍କ ପରଲୋକ

ରାଜକନିକା: ପରଲୋକରେ କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଲକ ଅନ୍ତର୍ଗତ ତେନ୍ତୁଳିକୋଳି ଗ୍ରାମର ବିଶିଷ୍ଟ ଶିକ୍ଷାବିତ୍‌ ପୁରୁଷୋତ୍ତମ ରାଉତ। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ସେ ଜଣେ ପରୋପକାରୀ, ମିଷ୍ଟଭାଷୀ, ଧର୍ମପରାୟଣ ତଥା ବିଶିଷ୍ଟ ଶିକ୍ଷାବିତ ଭାବେ ପରିଚିତ ଥିଲେ ।…