ଦେଶରେ କରୋନାରୁ ସୁସ୍ଥ ହେଲେଣି ୯୯ ଲକ୍ଷ ଆକ୍ରାନ୍ତ, ଅଢ଼େଇ ଲକ୍ଷରୁ କମ୍ ଆକ୍ଟିଭ୍ କେସ୍
ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ଆକ୍ଟିଭ୍ କେସ୍ । ଏବେ ଅଢ଼େଇ ଲକ୍ଷରୁ କମ୍ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । ସୁସ୍ଥ ସଂଖ୍ୟା କୋଟିଏ ଛୁଇଁବ । ଦୈନିକ ପଜିଟିଭ୍ କେସ୍ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୧୭୭ ନୂଆ ଆକ୍ରାନ୍ତ । ଦେଶରେ ମୋଟ୍…