Latest Odisha News

BREAKING NEWS

ୟୁପିରେ ମିଳିଲା କପ୍ପା ଭ୍ୟାରିଆଂଟର ପ୍ରଥମ କେସ୍‌

ଲକ୍ଷ୍ନୌ: ଉତରପ୍ରଦେଶରେ କରୋନା ମହାମାରୀ ଚିନ୍ତା ବଢ଼ାଇଛି । ଗୁରୁବାର ଏଠାରେ କପ୍ପା ଭ୍ୟାରିଆଂଟର ପ୍ରଥମ କେସ୍ ମିଳିଛି । ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ ତଥ୍ୟ ଦେବା ପାଇଁ ପ୍ରଶାସନ ବିଆରଡି ମେଡିକାଲ କଲେଜରକୁ କହିଛନ୍ତି । ଇତି ମଧ୍ୟରେ ସଂକ୍ରମିତଙ୍କ ସମ୍ପୂର୍ଣ୍ଣ ତଥ୍ୟ ଏବଂ ସେ କାହା…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପଣ୍ୟାଗାର ଭାରପ୍ରାପ୍ତ ଅଧୀକ୍ଷକ ଗଣପତି ପୁରୋହିତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ସମେତ ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଗଣପତି ପୁରୋହିତଙ୍କ ବଲାଙ୍ଗିର ପେଲେସଲାଇନ୍ ବାସଭବନ ସମେତ ସମ୍ପର୍କୀୟ ଓ…

କରୋନାର ନୂଆ ଭାରିଏଣ୍ଟ ‘ଲାମ୍ବଡା’, ଡେଲଟାଠୁ ବି ଅଧିକ ପ୍ରାଣଘାତୀ

ନୂଆଦିଲ୍ଲୀ: ରୂପ ବଦଳାଉଛି କରୋନା । କେତେବେଳେ ବିଟା, ପୁଣି ଡେଲଟା ଓ ଡେଲଟା ପ୍ଲସ । ଏବେ ଲାମ୍ବଡା ଭାରିଏଣ୍ଟକୁ ନେଇ ସାରା ବିଶ୍ୱର ବଢ଼ିଲାଣି ଚିନ୍ତା । କରୋନାର ନୂଆ ଭାରିଏଣ୍ଟ ଲାମ୍ବଡା । ଡେଲଟାଠାରୁ ବି ଅଧିକ ମାରାତ୍ମକ ଓ ପ୍ରାଣଘାତୀ । ଏହି ଭାରିଏଣ୍ଟ ବ୍ରିଟେନରେ ଏବେ ବିସ୍ତାର କରୁଛି…

ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେଲେ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ: କେନ୍ଦ୍ରରେ ନୂଆ ରେଳ ମନ୍ତ୍ରୀ ହୋଇଛନ୍ତି ଅଶ୍ୱିନୀ ବୈଷ୍ଣବ । ଆଜି ସେ ବିଧିବଦ୍ଧ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି । ରେଳମନ୍ତ୍ରୀ ସହ ତାଙ୍କୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ପଦ ମିଳିଛି । ରେଳମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ନାରୀ ଶକ୍ତି: ମୋଦି ସରକାରରେ ୧୧ ମହିଳା ମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ମହିଳାଙ୍କ ପ୍ରତିନିଧିତ୍ୱ ବଢ଼ିଛି । ଗତକାଲି ଶପଥ ନେଇଥିବା ୪୩ ମନ୍ତ୍ରୀଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା । ସେମାନଙ୍କ ଭିତରେ କେବଳ ଅନୁପ୍ରିୟା ପଟେଲ୍ ଦ୍ୱିତୀୟ ଥର ମନ୍ତ୍ରୀ ହୋଇଛନ୍ତି । ଅନ୍ୟ ୬ ଜଣ ନୂଆ ଚେହେରା ।…

ଆଜି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଉ ତିନି ଦିନ ପରେ ରଥଯାତ୍ରା । ପ୍ରସ୍ତୁତି ଚୂଡ଼ାନ୍ତ ପର୍ୟ୍ୟାୟରେ ପହଞ୍ଚିଛି । ରଥ ନିର୍ମାଣଠାରୁ ଆରମ୍ଭ କରି ପ୍ରଶାସନିକ ପ୍ରସ୍ତୁତି ପର୍ବ ଜୋରସୋରରେ ଚାଲିଛି । କେମିତି ଚାଲିଛି ରଥଯାତ୍ରା ପ୍ରସ୍ତୁତି ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥ ନର୍ମାଣଠାରୁ…

ଓଡ଼ିଶାରେ କରୋନା ସଂକ୍ରମଣ ସ୍ଥିର, ଆଜି ୨୫୪୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ୨ହଜାରରୁ ୩ ହଜାର ଭିତରେ ଚିହ୍ନଟ ହେଉଛନ୍ତି ନୂଆ ଆକ୍ରାନ୍ତ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫ଶହ ୪୨ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୪ଶହ ୫୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧ହଜାର ୮୪ । ଏହି ସମୟ ଭିତରେ ରାଜ୍ୟରେ…

ମୋଦି କ୍ୟାବିନେଟ୍ 2.0: ନୂଆ ମନ୍ତ୍ରିମଣ୍ଡଳରେ କାହାକୁ କେଉଁ ବିଭାଗ, ପୂରା ତାଲିକା ଦେଖନ୍ତୁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ପାଳି ସରକାରରେ ନିଜ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ୪୩ ଜଣ ମନ୍ତ୍ରୀ ଶପଥ ନେଇଥିବା ବେଳେ ବହୁ ବିଭାଗର ମନ୍ତ୍ରୀ ବଦଳିଛନ୍ତି । ଏବେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମନ୍ତ୍ରୀଙ୍କ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି । ନୂଆ ଓ…

କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଶାଇ ଓଡ଼ଶାରୁ ୩ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ରର ଓଡ଼ିଶାରୁ ୩ ଜଣ ମନ୍ତ୍ରୀ ହୋଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡୁ । ଦୁଇ ଜଣ କ୍ୟାବିନେଟ୍ ମନ୍ତ୍ରୀ ଓ ଜଣେ ରାଷ୍ଟ୍ରମନ୍ତ୍ରୀ । ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟ୍ ମନ୍ତ୍ରୀ ହୋଇଛନ୍ତି । ସମ୍ପ୍ରସାରଣରେ…

ପରଲୋକରେ ହିମାଚଳପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହ

ସିମଲା: ହିମାଚଳପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ବୀରଭଦ୍ର ସିଂହ ଆଉ ନାହାନ୍ତି । ୮୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ । ସିମଲା ସ୍ଥିତ ଇନ୍ଦିରା ଗାନ୍ଧି ମେଡିକାଲ କଲେଜ ଓ ହସ୍ପିଟାଲରେ…