Latest Odisha News

BREAKING NEWS

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୫୨ ପଜିଟିଭ୍, ୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାରୁ ଆଜି ଚିହ୍ନଟ ହୋଇ ନାହାନ୍ତି କରୋନା ଆକ୍ରାନ୍ତ । ଗତ ୨୪ଘଣ୍ଟାରେ ୨୨ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୨୫୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୪୮ ଜଣ ଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଏଣିକି ଚୀନ୍‌ର ପ୍ରତିଟି ଚାଲ୍‌ ଉପରେ ନଜର ରଖିବ ଭାରତ; ଲଦାଖ

ନୂଆଦିଲ୍ଲୀ: ଭାରତୀୟ ସେନା ୧୨ଟି ଉଚ୍ଚ କ୍ଷମତା ସମ୍ପନ୍ନ ପାଟ୍ରୋଲିଂ ବୋଟ୍‌ କିଣିବାକୁ ଯାଉଛି। ଏହି ପାଟ୍ରୋଲିଂ ବୋଟ୍‌ ଲଦାଖର ପାଙ୍ଗଙ୍ଗ ହ୍ରଦରେ ନିୟୋଜିତ ହେବ। ଯେଉଁଠାରୁ ଭାରତୀୟ  ସୈନିକମାନେ ଚୀନ୍‌ର ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ତୀକ୍ଷ୍ଣ ନଜର ରଖିବେ। ଗତ ବର୍ଷ ମେ ମାସରୁ ଲଦାଖରେ…

ଦେଶରେ କୋଟିଏ ଛୁଇଁବ କରୋନା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ ୧୯ ହଜାର ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କୋଟିଏ ୩ଲକ୍ଷ ପାର କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପୁଣି ୨୦ ହଜାର ତଳକୁ ଖସିଛି ଦୈନିକ ପଜିଟିଭ୍ କେସ୍ । ଗତ ୨୪ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୯ହଜାର ୭୮ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୩ଲକ୍ଷ ୫ହଜାର ୭୮୮କୁ ବୃଦ୍ଧି ପାଇଛି । ଦେଶରେ ଦ୍ରୁତ…

ପଞ୍ଜାବ ସିଏମ୍‌ କ୍ୟାପ୍‌ଟେନ୍‌ ଅମରିନ୍ଦର ସିଂଙ୍କୁ ମିଳିଲା ହତ୍ୟା ଧମକ

ନୂଆଦିଲ୍ଲୀ: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ହତ୍ୟା ଧମକ ଦିଆଯାଇଛି। ସିଏମଙ୍କୁ ଧମକ ମିଳିବା ପରେ ପୋଲିସ ପ୍ରଶାସନ ଅଧିକ ସକ୍ରିୟ ହୋଇଛି। ପୋଲିସ ଏହି ମାମଲାରେ ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି ଏବଂ ସିଏମଙ୍କୁ ଧମକ ଦେଉଥିବା ବ୍ୟକ୍ତିଙ୍କୁ ଗିରଫ…

ଅପରାଜିତା ଷଡ଼ଙ୍ଗୀ ଶ୍ରେଷ୍ଠ ସାଂସଦ ମନୋନୀତ

ଭୁବନେଶ୍ୱର: ସାଂସଦ ଅପରାଜିତା ଷଡ଼ଙ୍ଗୀ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି । ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ତାଙ୍କୁ ମନୋନୀତ କରାଯାଇଛି । ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେବା ପରେ ଟ୍ୱିଟ୍ କରି ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି ସାଂସଦ ଅପରାଜିତା ।…

ଦେଶର ୧୧୬ ଜିଲ୍ଲାରେ କରୋନା ଭ୍ୟାକସିନର ଡ୍ରାଏ ରନ୍

ନୂଆଦିଲ୍ଲୀ: ନୂଆବର୍ଷରେ ଭାରତରେ କରୋନା ବିରୋଧୀ ଲଢ଼େଇରେ ମହା ଅଭିଯାନର ଆରମ୍ଭ । ଆଜି ଦେଶବ୍ୟାପୀ ହେଉଛି ଟିକାର ଡ୍ରାଏ ରନ୍ । ଦେଶର ୧୧୬ ଜିଲ୍ଲାରେ ଡ୍ରାଏ ରନ୍ କରାଯାଉଛି । ୨୫୯ଟି ସ୍ଥାନରେ ଆରମ୍ଭ ହୋଇଛି ଡ୍ରାଏ ରନ୍ । ଏତିକିବେଳେ ଟିକାକରଣ ଅଭିଯାନ ସହ ଜଡିତ ସମସ୍ତ ପ୍ରକ୍ରିୟାକୁ…

କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ପୁରିଲା ୧୫ ବର୍ଷ

ଯାଜପୁର : କଳିଙ୍ଗନଗର ଗୁଳିକାଣ୍ଡ ଘଟଣାକୁ ବିତିଛି ୧୫ ବର୍ଷ । ଟାଟା କମ୍ପାନୀ ପାଇଁ ଜମି ଅଧିଗ୍ରହଣ ପାଚେରୀ ନିର୍ମାଣକୁ ବିରୋଧ କରି ୨୦୦୦୬ ମସିହାରେ ଜାନୁଆରୀ ୨ ତାରିଖ ଦିନ ପୋଲିସ ଓ ଆଦିବାସୀ ଙ୍କ ମଧ୍ୟରେ ହୋଇଥିଲା ସଙ୍ଘର୍ଷ । ଏଥିରେ ୧୩ ଜଣ ନିରିହ ଆଦିବାସୀଙ୍କ ର ମୃତ୍ୟୁ ହୋଇଥିଲା ।…

IIM ସମ୍ୱଲପୁର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ସମ୍ବଲପୁର:  IIM ସମ୍ବଲପୁରର ନିଜସ୍ୱ କ୍ୟାମ୍ପସ ପାଇଁ ଆଜି ଶିଳାନ୍ୟାସ କରାଯିବ । ଆଉ କିଛି ସମୟ ପରେ (ସକାଳ ୧୦ଟା) ଭର୍ଚୁଆଲରେ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ,…

ମର୍ମନ୍ତୁଦ ସଡକ ଦୁର୍ଘଟଣା; ୫ ମୃତ

ପାଟନା: ବିହାର କେମୁର ଜିଲ୍ଲା କୁଦରା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଗୁରୁତର ଥିବା ଜଣାପଡିଛି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ,…

ରାଜ୍ୟର ୩୧ଟି ସ୍ଥାନରେ ଆଜି କରୋନା ଟିକାକରଣ ପାଇଁ ଡ୍ରାଏ ରନ୍

ଭୁବନେଶ୍ୱର: କରୋନା ଟିକାକରଣ ପାଇଁ ଆଜି ରାଜ୍ୟରେ ଡ୍ରାଏ ରନ୍ କରାଯିବ । ରାଜ୍ୟର ୩୦ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣ ମକ୍ ଡ୍ରିଲ କରାଯିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏଥିପାଇଁ କ୍ୟାପିଟାଲ ହସ୍ପିଟାଲ ଓ ଜିଲ୍ଲା ମୁଖ୍ୟ…