Latest Odisha News

BREAKING NEWS

ଆସନ୍ତା ୧୨ରୁ ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ ଜେଟ୍ ବିମାନ

ଭୁବନେଶ୍ୱର: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆରମ୍ଭ ହେବ ବହୁ ପ୍ରତିକ୍ଷୀତ ବିମାନ ସେବା । ଆସନ୍ତା ୧୨ ତାରିଖଠାରୁ ମୁମ୍ବାଇ-ଝାରସୁଗୁଡ଼ା-ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍ ଜେଟ୍ ବିମାନ । ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସୂଚନା…

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୪ ଯାତ୍ରୀ ଆହତ ହୋଇଥିବା ବେଳେ ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଇଥିବା ସୂଚନା। ଘଟଣାସ୍ଥଳରେ ଏବେବି ଉଦ୍ଧାର…

ବନ୍ଧୁକ ମୁନରେ ଠିକା ସଂସ୍ଥା କର୍ମଚାରୀଙ୍କୁ ଅପହରଣ ଘଟଣା; ଝାଡ଼ଖଣ୍ଡରୁ ଉଦ୍ଧାର ହେଲେ ଦୁଇ ସୁପରଭାଇଜର 

ପାଲଲହଡା: ଗତ ସୋମବାର ବିଳମ୍ବିତ ରାତି ରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଶିଗଡ ପଞ୍ଚାୟତ କମ୍ପରକେଳା ଠାରେ ଥିବା ଏକ ଠିକା ସଂସ୍ଥାର କ୍ୟାମ୍ପରୁ ଦୁଇ ଜଣ ସୁପରଭାଇଜାରଙ୍କୁ କିଛି ଦୁର୍ବୁତ୍ତ ବନ୍ଧୁକ ମୁନରେ ଅପହରଣ କରି ନେଇ ଯାଇଥିବା ବେଳେ ଅପହରଣର ୩ ଦିନ ପରେ ଦୁଇ ସୁପରଭାଇଜର ଫେରିଛନ୍ତି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା ୨- ୧-୨୦୨୧ ଶନିବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୨ ରିଖ ଶନିବାର ଧନୁ ୧୯ ଦିନ ପୌଷ ମାସ କୃଷ୍ଣପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର  ଘାତ ବାର-: ବୃଷ,ସିଂହ ଓ କନ୍ୟା ରାଶିର    ଆଜି: ମୂଳା ଖାଇବା ନିଷେଧ…

କବିତା:କବି

ହିମାଂଶୁ ଆଚାରୀ କବି ସାରାକାଳ ଲୁହ ଆଉ ଲହୁରେ ବତୁରିଥିବା ହୃଦୟଖଣ୍ଡକ ଧରି ବ୍ରହ୍ମାଣ୍ଡକୁ ମୋର କୁହେ ମୁଠାଏ ଶବ୍ଦକୁ କରାୟତ କରି ନିଜକୁ ନିଜେ ଇ ବାଣ୍ଟୁଥାଏ କେବେ ପୁଣି ଶବ୍ଦହରା ହେଇ ନିଶାର୍ଦ୍ଧରେ ଆଉଟୁପାଉଟୁ ହୁଏ ! କବି ଭାଙ୍ଗୁଥାଏ/ ଯୋଡୁଥାଏ କେବେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୨- ୧-୨୦୨୧ ଶନିବାର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୨ ରିଖ ଶନିବାର ଧନୁ ୧୯ ଦିନ ପୌଷ ମାସ କୃଷ୍ଣପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଅଶ୍ଳେଷା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-: ବୃଷ,ସିଂହ ଓ କନ୍ୟା ରାଶିର ଆଜି: ମୂଳା ଖାଇବା…

ଜାନୁଆରି ୫ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନର ମ୍ୟୁଜିୟମ

ନୂଆଦିଲ୍ଲୀ-ପ୍ରାୟ ୧୦ ମାସ ପରେ ଜାନୁଆରି ୫ ତାରିଖରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନର ମ୍ୟୁଜିୟମ । ସୋମବାର ଓ ସରକାରୀ ଛୁଟି ଦିନ ବ୍ୟତୀତ ବାକି ସବୁ ଦିନ ସାଧାରଣ ଲୋକେ ଏହି ସଂଗ୍ରହଳାୟ ପରିଦର୍ଶନ କରିପାରିବେ । ମ୍ୟୁଜିୟମ ଦେଖିବା ପାଇଁ ସାଧାରଣ ଲୋକଙ୍କୁ ଆଗୁଆ ସ୍ଲଗ ବୁକିଂ କରିବାକୁ ପଡିବ…

ରୋହିତ ଶର୍ମା ହେଲେ ଟେଷ୍ଟ ଟିମ୍‌ର ଭାଇସ୍ କ୍ୟାପଟେନ୍

ନୂଆଦିଲ୍ଲୀ- ଅଷ୍ଟ୍ରେଲିଆ ବିପକ୍ଷ ବାକି ଦୁଇଟି ଟେଷ୍ଟ ମ୍ୟାଚ ପାଇଁ ରୋହିତ ଶର୍ମାଙ୍କୁ ଟିମ୍‌ର ଭାଇସ୍ କ୍ୟାପଟେନ ଭାବେ ନିଯୁକ୍ତ କରା ଯାଇଛି । ବିରାଟ କୋହଲି ଘରକୁ ଫେରିବା ପରେ ଅଜିଙ୍କ୍ୟ ରାହାଣେଙ୍କୁ କ୍ୟାପଟେନ ଓ ଚେତେଶ୍ୱର ପୂଜାରାଙ୍କୁ ଭାଇସ୍ କ୍ୟାପଟେନ କରାଯାଇଥିଲ । ତେବେ ୧୪ ଦିନ…

ଆସନ୍ତାକାଲି କରୋନା ଟିକାକରଣର ଡ୍ରାଏ ରନ୍

ଭୁବନେଶ୍ୱର-ଆସନ୍ତାକାଲି ରାଜ୍ୟର ୩୦ଟି ଯାକ ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଭୁବନେଶ୍ୱରର କ୍ୟାପିଟାଲ ହସପିଟାଲରେ କରୋନା ଟିକାକରଣର ଡ୍ରାଏ ରନ୍ କରାଯିବ । ଡ୍ରାଏ ରନ୍‌ର ଗାଇଡ ଲାଇନ ଓ ଏସ୍‌ଓପି ସଂପର୍କରେ ସବୁ ଜିଲ୍ଲାର ପ୍ରୋଗ୍ରାମ ଅଧିକାରୀଙ୍କୁ ଅବଗତ କରାଇ ଦିଆଯାଇଛି ।…

ଜାନୁଆରି ୮ରୁ ବ୍ରିଟେନକୁ ଉଡିବ ବିମାନ

ନୂଆଦିଲ୍ଲୀ- ଆସନ୍ତା ଜାନୁଆରି ୮ ତାରିଖରୁ ବ୍ରିଟେନ ଓ ଭାରତ ମଧ୍ୟରେ ବିମାନ ଚଳାଚଳ ସ୍ୱାଭାବିକ ହେବ । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ପୁରୀ । ଜାନୁଆରି ୨୩ ତାରିଖ ଯାଏ ଉଭୟ ଦେଶର ପ୍ରତ୍ୟେକ ବିମାନ କମ୍ପାନି ସପ୍ତାହକୁ ୧୫ଟି ଫ୍ଲାଇଟ…