Latest Odisha News

BREAKING NEWS

ବିଶ୍ୱକର୍ମା ମୂର୍ତ୍ତିରେ ଶେଷ ସ୍ପର୍ଶ

ପୁରୀ : ଆଉ ଦିନକ ପରେ ବିଶ୍ୱକର୍ମାଙ୍କ ପୂଜା ପାଳିତ ହେବ l କାରିଗର ମାନେ ବିଶ୍ୱକର୍ମା ମୂର୍ତ୍ତି ନିର୍ମାଣରେ ଶେଷ ସ୍ପର୍ଶ ଦେଉଛନ୍ତି l ଗତ ୨ ବର୍ଷ କରୋନା କଟକଣା ଯୋଗୁଁ ମୂର୍ତ୍ତି କାରିଗର ମାନେ ହାତ ବାନ୍ଧି ବସିଥିବାବେଳେ ଚଳିତବର୍ଷ କରୋନା କଟକଣା ସାମାନ୍ୟ ଆଶ୍ବସ୍ତି କରାଯାଇଛି l…

ଆଇପିଏଲ : ୨୮ ମାସ ପରେ ଷ୍ଟାଡିୟମକୁ ଫେରିବେ ଦର୍ଶକ

ନୂଆଦିଲ୍ଲୀ: ୟୁଏଇରେ ଆଇପିଏଲର ୧୪ତମ ସଂସ୍କରଣର ବଳକା ମ୍ୟାଚ ଖେଳାଯିବ । ସମସ୍ତ ପ୍ରସ୍ତୁତି ଶେଷ ହୋଇ ଯାଇଥିବା ବେଳେ ଆଉ ଏକ ଖୁସି ଖବର ହସ୍ତଗତ ହୋଇଛି । ଏଥର ସୀମିତ ସଂଖ୍ୟକ ଦର୍ଶକଙ୍କୁ ଷ୍ଟାଡିୟମରେ ମ୍ୟାଚ ଉପଭୋଗ କରିବା ସୁଯୋଗ ମିଳିବ ବୋଲି ବିସିିସିଆଇ ପକ୍ଷରୁ କୁହାଯାଇଛି । ୨୮ ମାସ ପରେ…

ସୋନୁ ସୁଦଙ୍କ ମୁମ୍ବାଇ ବାସଭବନ, ଅଫିସରେ ଆୟକର ଚଢ଼ାଉ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ମୁମ୍ବାଇସ୍ଥିତ ବାସଭବନ ଓ ଅଫିସରେ ଆୟକର ବିଭାଗ ଚଢ଼ାଉ କରିଛି । ତାଙ୍କ ପ୍ରପର୍ଟି ଆକାଂଉଟ ବୁକରେ ହେରଫେର ଥିବା ଅଭିଯୋଗ ଆସିବା ପରେ ଆଇଟି ବିଭାଗ ଏହାର ଯାଂଚ ଆରମ୍ଭ କରିଛି । ସୋନୁଙ୍କ ଲିଙ୍କରେ ଥିବା ୬ଟି ସ୍ଥାନ ଉପରେ ବିଭାଗ ସର୍ଭେ କରୁଛି । ଏ…

ଘାଟିରେ ଓଲଟିଲା ଟ୍ରକ୍ ,୨ ଆହତ

ଜୟପୁର : ଘାଟିରେ ଓଲଟିଲା ଟ୍ରକ। ଜୟପୁର ଘାଟିରେ ଭାରସାମ୍ୟ ହରାଇ କୋଇଲା ବୋଝେଇ ଟ୍ରକ୍ ଟି ଓଲଟି ପଡ଼ିଥିବା ସୂଚନା ମିଳିଛି । ଫଳରେ ଟ୍ରକ୍ ପାର୍ଶ୍ଵ ଦେଇ ଯାଉଥିବା ଏକ ୧୦୭ ପିକ୍ଅପ୍ ଗାଡି ଓ ବୁଲେଟ ଟ୍ରକ୍ ତଳେ ଚାପି ହୋଇଯାଇଥିଲା । ଫଳରେ ପକ୍ଅପ୍ ଗାଡି ଡ୍ରାଇଭର ବୁଲେଟ ଚକ ତଳେ ଚାପି…

ବ୍ୟସ୍ତବହୁଳ ବ୍ରିଜ୍ ତଳର ଦୂରାବସ୍ଥା

କଟକ : କଟକ ନୂଆବଜାରର ବ୍ୟସ୍ତବହୁଳ ବ୍ରିଜ୍ ତଳର ଦୃଶ୍ୟ । ଟିକିଏ ବର୍ଷା ହେଲେ ରାସ୍ତାଘାଟ ବଡବଡ ଗାତମାନ ସୃଷ୍ଟି ହେଉଛି । ଏହି ରାସ୍ତାର ଦୂରବସ୍ଥା କହିଲେ ନସରେ । ବାଇକ, କାର୍, ସାଇକେଲ ସମେତ ଅନ୍ୟ ବଡ ମାଲ୍ ବୋଝେଇ ଗାଡି ମଧ୍ୟ ଏହି ରାସ୍ତାରେ ଯାତାୟାତ କରୁଛନ୍ତି । ହେଲେ କମ୍ପାନୀର…

ହନିଟ୍ରାପ୍ ସଜାଇଥିଲା ୪ ଠିକା କର୍ମଚାରୀଙ୍କୁ ସନ୍ଦିଗ୍ଧ ଦେଶଦ୍ରୋହୀ

ବାଲେଶ୍ୱର: ବିଦେଶୀ ରାଷ୍ଟ୍ରଙ୍କୁ ଗୁପ୍ତ ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରର ୪ ଜଣ ଠିକା କର୍ମଚାରୀଙ୍କୁ ଗତକାଲି ବାଲେଶ୍ୱର ଜିଲ୍ଲା ପୋଲିସ ଗିରଫ କରିଥିଲା । ତେବେ ଗିରଫଦାରୀ ପରେ ସମସ୍ତ ଅଭିଯୁକ୍ତମାନେ ହନିଟ୍ରାପ୍‌ରେ ଫସିଥିବା ଜଣାପଡିଛି ।…

ଆଇସିୟୁରୁ ଜେନେରାଲ ୱାର୍ଡକୁ ଆସିଲେ ମହାନ ଫୁଟବଲ ଖେଳାଳି ପେଲେ

ନୂଆଦିଲ୍ଲୀ: ବ୍ରାଜିଲର ମହାନ ଫୁଟବଲ ଖେଳାଳି ପେଲେଙ୍କ ସାଓ ପାଓଲୋରେ ଆଲବର୍ଟ ଆଇନଷ୍ଟାଇନ ଡାକ୍ତରଖାନାରେ ଅପରେଶନ ସଫଳତାର ସହ ସମ୍ପନ୍ନ ହୋଇଛି । ପେଟରେ ହୋଇଥିବା ଟ୍ୟୁମରକୁ ଡାକ୍ତରମାନେ ସଫଳତାର ସହ କାଢ଼ିବା ପରେ ଏବେ ତାଙ୍କୁ ଆଇସିୟୁରୁ ଜେନେରାଲ ୱାର୍ଡକୁ ଶିଫ୍ଟ କରାଯାଇଛି । ଗତ ସପ୍ତାହରେ…

ବନ୍ୟା ପାଣିରେ ବୁଡିଲା କାର

ଆଠଗଡ଼ : ବନ୍ୟା ଜଳରେ ବୁଡିଗଲା କାର୍। କଟକ ସମ୍ବଲପୁର ରାସ୍ତାର ଆଠଗଡ଼ ଦହିସେରା ପାଖରେ କାରଟି ବନ୍ୟା ଜଳରେ ଭାସିଯାଇଥିବା ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକମାନେ କାର କୁ ଉଦ୍ଧାର କରି ରାସ୍ତାକୁ ଆଣିଛନ୍ତି । ଦହିସେରା ରାସ୍ତାରେ ୪ ଫୁଟ୍ ଉଚ୍ଚର ପାଣି ଚାଲିଥିବା ବେଳେ କାରଟି ପାଣିରେ ପଶି…

“ବ୍ରେକ୍ ପଏଣ୍ଟ” ଦୁନିଆ ଜାଣିବ ଦୁଇ ଟେନିସ୍ ତାରକାଙ୍କ ଅଜଣା କାହାଣୀ

ମୁମ୍ବାଇ: ଖୁବଶୀଘ୍ର ଦୁଇ ଟେନିସ୍ ଷ୍ଟାର ଲିଆଣ୍ଡର୍ ପେସ୍ ଓ ମହେଶ ଭୂପତିଙ୍କ ଅଜଣା କାହାଣୀ ସାରା ବିଶ୍ୱ ଜାଣିବ । ରିଲିଜ୍ ଅପେକ୍ଷାରେ ରହିଛି ୱେବ୍ ସିରିଜ୍ ବ୍ରେକ୍ ପଏଣ୍ଟ । ୱେବ୍ ସିରିଜ୍‌ର ରିଲିଜ ତାରିଖ ଘୋଷଣା ହୋଇନଥିଲେ ବି ନିକଟରେ ଏହାର ନୂଆ ପୋଷ୍ଟର ସାମ୍ନାକୁ ଆସିଛି । ପ୍ରଥମ…

ମହାନଦୀରେ ବନ୍ୟା ଆଶଙ୍କା‌; ଏସ୍‌ଆର୍‌ସି

ଭୁବନେଶ୍ୱର: ଉପରମୁଣ୍ଡରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମହାନଦୀ ନଦୀରେ ନିମ୍ନରୁ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ବୁଧବାର କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ଗତ ତିନି ଦିନ ଧରି…