ରାଜ୍ୟରୁ ୨୪ ଘଣ୍ଟାରେ ୨୪୫ ନୂଆ କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୪୫ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୩୯ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୦୬ଟି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ସଂକ୍ରମିତ ।
ସମ୍ୱଲପୁର ଜିଲ୍ଲାରୁ ସର୍ବାଧିକ ୩୫ ନୂଆ ଆକ୍ରାନ୍ତ…