ସାପୁଆ, କଣ୍ଟିଆ ନଦୀରେ ବନ୍ୟା
ଆଠଗଡ: ଆଠଗଡ଼ରେ ସାପୁଆ ଓ କଣ୍ଟିଆ ନଦୀରେ ଚଳିତ ବର୍ଷର ପ୍ରଥମ ବନ୍ୟା ଆସିଛି। ସାପୁଆ ନଦୀରେ ରାସ୍ତାରୁ ମାତ୍ର ଏକ ଫୁଟ ତଳେ ବନ୍ୟା ଜଳ ପ୍ରବାହିତ ହେଉଛି । ଲଘୁଚାପ ଜନିତ ବର୍ଷା ଯୋଗୁ ଦୁଇ ନଦୀରେ ବନ୍ୟା ଆସିଛି । ଚାଷ ଜମି ବିଶେଷ ଭାବେ କ୍ଷତିଗ୍ରସ୍ତ ହୋଇଛି। ବ୍ଲକ୍ରେ ୩ ହଜାର ହେକ୍ଟରରୁ…