ଜଗୁ ମଉସା, ଆପଣ ଏବେ ବି ଅଛନ୍ତି …
(ଜଗନ୍ନାଥ ଶତପଥୀଙ୍କ ଦ୍ୱାଦଶାହ ଅବସରରେ..)
ସଂସାରରେ ଅନେକ ବ୍ୟକ୍ତିତ୍ୱ ଅଛନ୍ତି ଯେଉଁମାନେ ନିଜ ଖିଆଲ୍ ମନକୁ ନେଇ ବଂଚନ୍ତି । ସେଇ ଖିଆଲ୍ ମନ ଭିତରେ ଚିରକାଳ ରହିବାକୁ ଭଲପାଆନ୍ତି, ସେଇଥିରେ ନିଜକୁ ହଜେଇପାରନ୍ତି, ନିଜକୁ ନିଜ ଭିତରେ ଭିଜେଇ ପାରନ୍ତି । ତାଙ୍କ ସ୍ୱପ୍ନ ହିଁ ତାଙ୍କ…