ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୦୯ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଅନୁଗୁଳରୁ ସର୍ବାଧିକ ୪୪ ଆରୋଗ୍ୟ ହୋଇଥିବା ବେଳେ ତା'ତଳକୁ ସୁନ୍ଦରଗଡ଼ରୁ ୨୮ ସୁସ୍ଥ ହୋଇଛନ୍ତି।…