Balochistan: ରାଲିରେ ଆତ୍ମଘାତୀ ବୋମା ବିସ୍ଫୋରଣ; ୧୪ ମୃତ, ୩୫ ଆହତ
ପାକିସ୍ତାନ: କ୍ୱେଟା (Quetta)ରେ ବେଲୁଚିସ୍ତାନ ନ୍ୟାସନାଲ ପାର୍ଟି (BNP) ଦ୍ୱାରା ଆୟୋଜିତ ଏକ ସାଧାରଣ ସଭାର ସମାପ୍ତି ପରେ ଏକ ଆତ୍ମଘାତୀ ବୋମା ବିସ୍ଫୋରଣ ହୋଇଥିବା ସୂଚନା ରହିଛି । ଏହି ବିସ୍ଫୋରଣରେ ଅତି କମରେ ୧୪ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୫ ଜଣ ଆହତ ହୋଇଛନ୍ତି ।
ଏକ୍ସପ୍ରେସ…