Latest Odisha News

BREAKING NEWS

ଟୋକିଓ ଅଲିମ୍ପିକ୍ସ: ୟୁଗାଣ୍ଡା ପରେ ସର୍ବିୟାର ଜଣେ ଆଥଲେଟ କରୋନା ସଂକ୍ରମିତ

ଟୋକିଓ:ଟୋକିଓ ଅଲିମ୍ପିକ୍ସ ଆଉ ୨୦ ଦିନ ପରେ ଆରମ୍ଭ ହୋଇଯିବ । ତଥାପି ଏବେ କରୋନା ଭୟ ପିଛା ଛାଡୁନି । ରିପୋର୍ଟ ମୁତାବକ ୟୁଗାଣ୍ଡା ଟିମର ୨ ଆଥଲେଟ କରୋନା ସଂକ୍ରମିତ ଜଣା ପଡିବା ପରେ ଆଜି ସର୍ବିୟାର ଜଣେ ଖେଳାଳିଙ୍କ ରିପୋର୍ଟ ପଜିଟିଭ ଆସିଛି । ଏହି ଖେଳାଳିମାନଙ୍କୁ ଆଇସୋଲେଟ କରାଯାଇଛି ।…

ଦିଲ୍ଲୀରେ କାଲିଠୁ ଆରମ୍ଭ ହେବ ଅନଲକ୍-୬

ନୂଆଦିଲ୍ଲୀ : ଧିରେ ଧିରେ ମହାମାରୀ କରୋନା ସ୍ଥିତିରେ ଆସୁଛି ସୁଧାର । କରୋନା ସଂକ୍ରମଣ କମୁଥିବା ବେଳେ ପର୍ଯ୍ୟାୟ କ୍ରମେ ଖୋଲୁଛି ରାଜଧାନୀ । ଏଥିପାଇଁ ଦିଲ୍ଲୀରେ ଆସନ୍ତାକାଲିଠୁ ଆରମ୍ଭ ହେବ ଅନଲକ୍-୬ । ପୂର୍ବରୁ ଅନେକ କଟକଣା କୋହଳ କରାଯାଇଥିବା ବେଳେ, ଆସନ୍ତାକାଲିଠୁ ଆଉ କିଛି କଟକଣା…

ସାଗର ହତ୍ୟା ଅଭିଯୁକ୍ତ ରେସଲର ସୁଶୀଲ କୁମାରଙ୍କୁ ଜେଲରେ ଦରକାର ଟିଭି !

ନୂଆଦିଲ୍ଲୀ: ଉଦୀୟମାନ ରେସଲର ସାଗର ଧାଙ୍କରଙ୍କ ହତ୍ୟା ଅଭିଯୁକ୍ତ ଅଲିମ୍ପିଆନ ସୁଶୀଲ କୁମାର ଏବେ ଜେଲରେ ଟିଭି ଲଗାଇବା ପାଇଁ ଅନୁରୋଧ କରିଛନ୍ତି । ପୂର୍ବରୁ ସ୍ୱତନ୍ତ୍ର ଡାଏଟ ଏବଂ ଟ୍ରେନିଂ ସାମଗ୍ରୀ ମାଗି ବିଫଳ ହୋଇଥିଲେ । ସାରା ବିଶ୍ୱରେ ରେସଲିଂ ସମ୍ପର୍କୀତ ତଥ୍ୟ ଜାଣିବା ପାଇଁ ଟିଭି…

କୋଭିଡ ତୃତୀୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରଥମ ଲହର ତୁଳନାରେ ଅଧିକ ହେବ

ନୂଆଦିଲ୍ଲୀ : କୋଭିଡ ତୃତୀୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରଥମ ଲହର ତୁଳନାରେ ଅଧିକ ହେବ । ଏହା କହିଛନ୍ତି, କୋଭିଡ ପ୍ୟାନେଲର ବୈଜ୍ଞାନିକ ମନୀନ୍ଦ୍ର ଅଗ୍ରୱାଲ । ସେ କହିଛନ୍ତି- ଲୋକଙ୍କ ଭିତରେ ରାଗ ପ୍ରତିରୋଧକ ଶକ୍ତିର ଅଭାବ, ଟିକାଦାନ ପ୍ରକ୍ରିୟା ଓ ପ୍ରଭାବଶାଳୀ ଭାରିଆଣ୍ଟ ଯୋଗୁ…

କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ବର : କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲ୍ଲାପାଳ, ମେଡିକାଲ କଲେଜ, ମ୍ୟୁନିସିପାଲ କମିଶନରଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ।…

କଟକରେ ଆସନ୍ତାକାଲିଠୁ ସବୁ ବର୍ଗଙ୍କ ଲାଗି ୱାକ୍‌ ଇନ୍‌ କୋଭିଡ୍‌ ଟିକାକରଣ ଆରମ୍ଭ

କଟକ: ସହରର ସମସ୍ତ ବୟସ ବର୍ଗଙ୍କ ପାଇଁ ୱାକ-ଇନ୍ କୋଭିଡ୍‌-୧୯ ଟିକାକରଣ ଘୋଷଣା କରିଛି ସିଏମ୍‌ସି। ଜୁଲାଇ ୫ ତାରିଖରେ, ୧୮ରୁ ୪୪ ବର୍ଷ ବର୍ଗର ଲୋକମାନେ ପ୍ରଥମ ଟିକା ଗ୍ରହଣ କରିପାରିବେ। ଏହି ବର୍ଗର ଲୋକମାନେ ସକାଳ ୯ ଟାରୁ ୧ ଟା ମଧ୍ୟରେ ଟିକା ଦେଇପାରିବେ। ସେହିଭଳି, ୪୫ରୁ ଅଧିକ…

ଅନ୍ଧକାରରେ ଶିକ୍ଷା ଓ ଦୀକ୍ଷା

ଆଜିକାଲି ଫୋନ ଟିକୁ ଆଡ଼େଇଦେଲେ ଅଦ୍ଭୁତ ଅଦ୍ଭୁତ ଭିଡ଼ିଓ ଗୁଡ଼ିଏ ଆସୁଛି l ଆପଣ ଯଦି କିଛି ସମୟ ଦେଖିବେ ତାହେଲେ ଜାଣି ପାରିବେ ଏବେ ଆମ ସମାଜର ଗତି କୁଆଡ଼େ ! ଛୋଟ ଛୋଟ ପିଲା କିନ୍ତୁ ସେମାନଙ୍କର ହାବଭାବ ଦେଖିଲେ କିଛି ସମୟ ପାଇଁ ସମସ୍ତେ ସ୍ତବ୍ଧ ହେଇଯିବେ । ଆଚରଣ, ଉଚ୍ଚାରଣ ଏମିତି ଯେ…

ରାଜ୍ୟର ଏହି ୭ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୈଦ, କଳାହାଣ୍ଡି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ…

ରାଜ୍ୟରେ ୧ କୋଟି ଟପିଲା ଟିକାକରଣ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ୧ କୋଟି ଟପିଲା ଟିକାକରଣ ସଂଖ୍ୟା। କରୋନା ଟିକାକରଣର ପ୍ରଥମ ମାତ୍ରା ସହିତ ଏକ କୋଟି ଲୋକଙ୍କୁ ଟିକାକରଣ କରିବାରେ ଓଡିଶା ଏକ ଐତିହାସିକ ମାଇଲଖୁଣ୍ଟ ଅତିକ୍ରମ କରିଛି। ଏ ନେଇ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ବିଭାଗ ରବିବାର ଟୁଇଟ୍ କରିଛି। ଟୁଇଟ୍‌ରେ…

ପ୍ରବନ୍ଧ ଜ୍ଞାନର ମାର୍ଗକୁ ପ୍ରସାରିତ କରେ : ଚନ୍ଦ୍ରଶେଖର ହୋତା

ଓଡ଼ିଆ ସାହିତ୍ୟ ଆକାଶର ଜଣେ ଉଜ୍ଜ୍ୱଳ ନକ୍ଷତ୍ର ଚନ୍ଦ୍ରଶେଖର ହୋତା । ତାଙ୍କ ସୃଷ୍ଟିର ଦିଗନ୍ତ ମାପି ହୁଏ ନାହିଁ । ତାଙ୍କ ସୃଷ୍ଟିର ନିଆରା ବିଷୟବସ୍ତୁ ତଥା ଆକର୍ଷଣୀୟ କଥନଶୈଳୀ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖେ ପାଠକଙ୍କୁ । ତାଙ୍କ ରଚିତ ପ୍ରବନ୍ଧ ଗୁଡ଼ିକ ପାଠକର ମନକୁ ଆନ୍ଦୋଳିତ କରିପାରିବାର…