Latest Odisha News

BREAKING NEWS

ନୃଶଂସ ହତ୍ୟାକାଣ୍ଡ: ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ବାରିପଦା: ବୀଭତ୍ସ, ଅମାନୁଷିକ ଓ ନୃଶଂସକାଣ୍ଡ । ମହିଳାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲେ ଦୁର୍ବୃତ୍ତ । ଗାଁ ଦାଣ୍ଡରୁ ମହିଳା ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଦେଖିବାକୁ ମିଳିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ । ଖବର ପାଇ…

ଅକ୍ଟୋବରରୁ ନଭେମ୍ବର ମଧ୍ୟରେ ଶିଖର ଛୁଇଁପାରେ ତୃତୀୟ ତରଙ୍ଗ

ନୂଆଦିଲ୍ଲୀ: ଅକ୍ଟୋବର-ନଭେମ୍ବର ମଧ୍ୟରେ ଶିଖର ଛୁଇଁପାରେ ତୃତୀୟ ତରଙ୍ଗ। କରୋନାଭାଇରସ୍ ସଂକ୍ରମଣର ସମ୍ଭାବ୍ୟ ତୃତୀୟ ତରଙ୍ଗ ଏହି ସମୟରେ ଶିଖରକୁ ଛୁଇଁପାରେ ବୋଲି ସରକାରୀ ପ୍ୟାନେଲର ବୈଜ୍ଞାନିକମାନେ କହିଛନ୍ତି। ତେବେ ତୃତୀୟ ତରଙ୍ଗ ସମୟରେ କୋଭିଡ୍ ସଂକ୍ରମଣ ଶୀଘ୍ର ବିସ୍ତାର ହୋଇପାରେ…

ଫିଲିପିନ୍ସରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଥିଲେ ୮୫ ଯାତ୍ରୀ

ମାନିଲା: ଫିଲିପିନ୍ସରେ ବଡ଼ ଧରଣର ବିମାନ ଦୁର୍ଘଟଣା । ୮୫ ଜଣ ଯାତ୍ରୀଙ୍କୁ ନେଇ ଆସୁଥିବା ସେନାର ଗୋଟିଏ ବିମାନ ଦୁର୍ଘଟଣାର ଶିକାର ହୋଇଛି । ବାୟୁସେନାର ବିମାନ C130 ସ୍ଥାନୀୟ ସମୟ ସକାଳ ସାଢ଼େ ୧୧ଟା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ସୂଚନା ଦେଇଛନ୍ତି ଫିଲିପିନ୍ସ ସେନା ମୁଖ୍ୟ…

ଦୁର୍ଲ୍ଲଭ ବ୍ରହ୍ମ କମଳର ମାହାତ୍ମ୍ୟ

ଭୁବନେଶ୍ୱର: ଏ ଫୁଲ ନେଇ ରହିଛି ମାହାତ୍ମ୍ୟ । ଅତି ଦୁର୍ଲ୍ଲଭ ଆଉ ଦୁର୍ମୂଲ୍ୟ । ଏକ ନିର୍ଦ୍ଦିଷ୍ଟ ଋତୁରେ ଫୁଟିଥାଏ ଏହି ଫୁଲ । ମହାପ୍ରଭୁଙ୍କ ଅତିପ୍ରିୟ ଏହି ଦୁର୍ଲ୍ଲଭ ଫୁଲ ହିମାଳୟ ଶିଖର ମଣ୍ଡନ କରିଥାଏ । ଏହାକୁ ଫୁଲର ସମ୍ରାଟ ବୋଲି ମଧ୍ୟ କୁହାଯାଏ । ମହାପ୍ରଭୁ ଜଗନ୍ନାଥଙ୍କର ଅତି ପ୍ରିୟ…

ମହିଳା କ୍ରିକେଟର ସ୍ମୃତି ମନ୍ଧାନାଙ୍କ ଜବରଦସ୍ତ କ୍ୟାଚ୍: ଆପଣ ଦେଖିଲେ ବି କହିବେ କମାଲ କଲେ ସ୍ମୃତି

ନୂଆଦିଲ୍ଲୀ: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆରେ ବାଜି ମାରିଛି ଭାରତୀୟ ମହିଳା ଟିମ୍ । ଇଂଲଣ୍ଡକୁ ୪ ଓ୍ୱିକେଟରେ ପରାସ୍ତ କରିଛି । ବର୍ଷା ବାଧାପ୍ରାପ୍ତ ଏହି ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ସମସ୍ତଙ୍କ ଦିଲ୍ ଜିତିଛନ୍ତି । ବାଉଣ୍ଡ୍ରି ଲାଇନରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଚକାବିଜେ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ଚକାବିଜେ ନୀତି । ସ୍ନାନ ପୂର୍ଣ୍ଣିମା ଦିନଠାରୁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଅନବସରରେ ଚାଲିଛି ଗୁପ୍ତନୀତି । ଦଇତାପତି ସେବାୟତମାନେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ।…

ବଦଳିବ କାର୍ତ୍ତିକଙ୍କ ଫିଲ୍ମ ‘ସତ୍ୟନାରାୟଣ କୀ କଥାର’ ଟାଇଟଲ

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନଙ୍କ ଅଭିନୀତ 'ସତ୍ୟନାରାୟଣ କୀ କଥାର' ନିର୍ଦ୍ଦେଶନା ଦେବାକୁ ଯାଉଥିବା ନିର୍ଦ୍ଦେଶକ ସମୀର ବିଦ୍ବାନ୍ସ ଶନିବାର ରାତିରେ ଫିଲ୍ମର ଟାଇଟଲରେ ପରିବର୍ତ୍ତନ ସମ୍ପର୍କରେ ଏକ ସରକାରୀ ବିବୃତ୍ତି ଜାରି କରିଛନ୍ତି। ଭାବନାକୁ ଆଘାତ ନକରିବାକୁ ନାମ ପରିବର୍ତ୍ତନ କରିବାର…

ରହସ୍ୟମୟ ତକ୍ଷକ ନାଗଚନ୍ଦ୍ରେଶ୍ୱର ମନ୍ଦିର

ଭୁବନେଶ୍ୱର: ଉଜ୍ଜୟିନୀର ରହସ୍ୟମୟ ମନ୍ଦିର । ବର୍ଷ ତମାମ ବନ୍ଦ ରହିଥାଏ । ଆଉ ବର୍ଷକୁ ଗୋଟିଏ ଦିନ ଖୋଲିଥାଏ । ବର୍ଷକ ୩୬୫ ଦିନରେ ନାଗ ପଞ୍ଚମୀ ଦିନ ଏହି ମନ୍ଦିର ଖୋଲିବାର ରହିଛି ପରମ୍ପରା । ଆଉ ଗୋଟିଏ ଦିନ ଭଗବାନଙ୍କ ଦର୍ଶନ ମିଳୁଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଆସିଥାନ୍ତି ଦର୍ଶନ ପାଇଁ ।…

ଟ୍ୱିଟର ଇଣ୍ଡିଆ ମୁଖ୍ୟଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ: ପୁଣି ଅଡୁଆରେ ଫଶିଲା ଟ୍ୱିଟର। ନୂଆ ଆଇଟି ନିୟମ ମାନିବାକୁ ନେଇ ଟ୍ୱିଟର ଚାପରେ ଥିବା ବେଳେ ଟ୍ବିଟରର ବିରୋଧରେ ଆଉ ଏକ ଅଭିଯୋଗ ଆସିଛି। ଟ୍ୱିଟର ଦେଶରେ 'ସାମ୍ପ୍ରଦାୟିକ ଘୃଣା ବିସ୍ତାର' ଓହିନ୍ଦୁମାନଙ୍କ ଧାର୍ମିକ ଭାବନାକୁ ଅପମାନିତ କରିବା ଅଭିଯୋଗରେ ଏଫଆଇଆର ପଞ୍ଜିକରଣ…

ମହାପ୍ରଭୁଙ୍କୁ କାହିଁକି ଲାଗି ହୁଏ ଦଶମୂଳ ମୋଦକ ?

ପୁରୀ: ଅଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ଧିରେ ଧିରେ ସୁସ୍ଥ ହେଉଛନ୍ତି । ଓଷୁଅ ଲାଗି ପରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଗତକାଲି ଶେଷ ହୋଇଛି ଚାରି ଦିନିଆ ଓଷ ଲାଗି ଉପଚାର । ଆଜି ଦଶମୀ ତିଥିରେ ଲାଗି ହେବ ଦଶମୂଳ ମୋଦକ । ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ…