Latest Odisha News

BREAKING NEWS

୨୨ ଦିନରେ ବ୍ରିଟେନରୁ ଓଡ଼ିଶା ଫେରିଛନ୍ତି ୧୮୧ ଜଣ, ୬ ପଜିଟିଭ୍

ଭୁବନେଶ୍ୱର: ୨୨ଦିନରେ ବ୍ରିଟେନରୁ ଓଡିଶା ଫେରିଛନ୍ତି ୧୮୧ ଜଣ । ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି । ନଭେମ୍ବର ୩୦ରୁ ଡିସେମ୍ବର ୨୧ ତାରିଖ ଯାଏଁ ୧୮୧ ଜଣ ଫେରିଛନ୍ତି ଓଡ଼ିଶା । ସେମାନଙ୍କ ମଧ୍ୟରୁ ୧୧୯ ଜଣଙ୍କ ସନ୍ଧାନ ମିଳିଛି । ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ…

ରାଜଧାନୀରେ ଜିରୋ ନାଇଟ୍ ମନା, ବିଏମସିର ନିର୍ଦ୍ଦେଶନାମା

ଭୁବନେଶ୍ୱର: ରାଜଧାନୀରେ ଜିରୋ ନାଇଟରେ ଲାଗିଲା କଟକଣା । ଏବର୍ଷ ପାଳନ ହେବନି ଜିରୋ ନାଇଟ୍ । କଟକଣା ଲଗାଇଲେ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ । ହୋଟେଲ୍, କ୍ଲବ୍ ଓ କଲ୍ୟାଣ ମଣ୍ଡପରେ ପାଳନ ହୋଇପାରିବନି । ସେହିପରି ଜନସମାଗମ ଉପରେ ମଧ୍ୟ ରୋକ୍ ଲାଗିଛି । ଘରେ ରହି ପରିବାର ସଦସ୍ୟ,…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ । ସିବିଆଇ ଅଫିସ ସାମନାରେ ସେ ହଠାତ୍ ଅସୁସ୍ଥ ହୋଇ ପଡିଲେ । ଏହାପରେ ନରସିଂହ ମିଶ୍ରଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ରିପୋର୍ଟ ଅନୁସାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ…

ସ୍ଵରବର୍ଣ୍ଣ

✍?ସୁପ୍ରିୟା ପଣ୍ଡା  ଅ ରେ ଅରଟ , ଆ ରେ ଆତ ପଢ଼ିବା ଲେଖିବା ଗାଇବା ଗୀତ । ଇ ରେ ଇଟା ପୁଣି ଈ ରେ ଈଷ ଖେଳ ପରେ ପାଠ ପଢ଼ିବା ଆସ। ହର୍ଷ ଉ ରେ ଉଇ ,ଦୀର୍ଘ ଊ ରେ ଊଖଲ ଛୁକୁ ଛୁକୁ କରି ଚାଲୁଥାଏ ରେଳ। ଋ ରେ ଋଷି, ଋ ରେ ଋଣ ଗୁରୁଙ୍କ କଥା କୁ ସଭିଏଁ ଶୁଣ। ଏ ରେ ଏକ,  ଐ ରେ ଐର…

ଜଣେ ପାଞ୍ଚ ମାସର ଶିଶୁ ସମେତ ରାଜ୍ୟରୁ କରୋନା ନେଲା ୩ଜୀବନ

ଭୁବନେଶ୍ୱର: ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ନେଇଛି ଆଉ ୩ ସଂକ୍ରମିତଙ୍କ ଜୀବନ । ରାୟଗଡ଼ାରେ ଜଣେ ପାଞ୍ଚ ମାସର ଶିଶୁ ପୁତ୍ର କରୋନାରେ ଆଖି ବୁଜିଛି । ଭୁବନେଶ୍ୱରରେ ମୃତ୍ୟୁବରଣ କରିଛନ୍ତି ଜଣେ ୬୦ବର୍ଷୀୟ ମହିଳା । ସେହିପରି ସୁନ୍ଦରଗଡ଼ରେ ଜଣେ…

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଉଛି । ଗତ ୨୪ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ବହୁ ମାସ ପରେ ଶହେ…

ଜାନୁଆରୀ ୩ରୁ ଖୋଲିବ ମାଆ ସମଲେଶ୍ୱରୀଙ୍କ ମନ୍ଦିର, ଏକାସଙ୍ଗେ ମନ୍ଦିର ଭିତରକୁ ୫ଜଣ ଭକ୍ତଙ୍କୁ ପ୍ରବେଶ ଅନୁମତି

ସମ୍ୱଲପୁର: ଜାନୁଆରୀ ୩ ତାରିଖରେ ଖୋଲିବ ସମ୍ୱଲପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିର । ମନ୍ଦିର ଖୋଲିବା ଓ ଦର୍ଶନ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏସଓପି ଜାରି ହୋଇଛି । ୩ ରୁ ୭ ତାରିଖ ଯାଏଁ ସମ୍ବଲପୁରବାସୀ ମାଆଙ୍କୁ ଦର୍ଶନ କରିପାରିବେ । ଆସନ୍ତା ୭ ତାରିଖ ପରେ…

କବିତା : ଅଧାନକ୍ସା ଘର

ହରପ୍ରସାଦ ମହାପାତ୍ର ଲୁହ ଓ ଲହୁର ରଙ୍ଗରେ ତିଆରିଲି ଘର । ବାପାଙ୍କୁ କଲି ମଝିଖୁଂଟ ବୋଉକୁ ଚୁଲି ଝିଙ୍କା ଦୁଃଖକୁ ଆଟିକା ବୟସକୁ ଚୁଲିମୁଣ୍ଡେ ଜାଳ ଲୁହକୁ ହାଣ୍ଡିର ଚାଉଳ, ତମେ ହେଲ ଘରର ଚାବିନେନ୍ଥା । ବାପା ଏବେ ମଥାନ ଉପର ଆକାଶର ତାରା, ବୋଉ ଏବେ ତୁଳସୀ ଚଉରା ତମେ ଆଉ…

ମାଂସପେଶୀରେ ଯନ୍ତ୍ରଣା ପରେ ବୋଲିଂ ଅଧାରୁ ଡ୍ରେସିଂ ରୁମ ଫେରିଲେ ଉମେଶ ଯାଦବ

ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ଣ୍ଣ ଟେଷ୍ଟର ତୃତୀୟ ଦିନରେ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବୋଲିଂ ବେଳେ ମାଂସପେଶୀରେ ଯନ୍ତ୍ରଣା ଅନୁଭବ କରିଛନ୍ତି ଉମେଶ ଯାଦବ। ଫଳରେ ତାଙ୍କୁ ମୈଦାନ ଛାଡ଼ିବାକୁ ପଡିଥିଲା । ସେ ଛୋଟେଇ ଛୋଟେଇ ଡ୍ରେସିଂ ରୁମ ଫେରିଥିଲେ । ଉମେଶ ଯାଦବ ଅଷ୍ଟ୍ରେଲିଆର…

କରୋନା ସଂକ୍ରମିତ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର

ନୂଆଦିଲ୍ଲୀ: କରୋନା ସଂକ୍ରମିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ AIIMS ସ୍ଥାନାନ୍ତର କରାଯାଇଛି । ତାଙ୍କ ସହିତ ପତ୍ନୀ ଏବଂ ଝିଅ ମଧ୍ୟ ଅଛନ୍ତି । ତାଙ୍କୁ ଡେରାଡୁନ୍ ଡୁନ୍ ହସ୍ପିଟାଲରୁ ଦିଲ୍ଲା ଏମ୍ସ ସ୍ଥାନାନ୍ତର କରାଯାଇଛି । ଅସୁସ୍ଥତା ଯୋଗୁ ଗତକାଲି…