Latest Odisha News

BREAKING NEWS

ଆଜିଠୁ ବାରବାଟୀରେ OCL ଟି-ଟ୍ୱେଣ୍ଟି: ମୁହାଁମୁହିଁ ହେବେ ୬ଟି ଟିମ୍

କଟକ: ଓଡ଼ିଶା କ୍ରିକେଟ ଲିଗ୍‌ (ଓସିଏ) ଆନୁକୂଲ୍ୟରେ ଏମ୍‌ଜିଏମ୍‌ ଓଡ଼ିଶା କ୍ରିକେଟ୍‌ ଲିଗ୍ (ଓସିଏଲ୍‌) ଟି-ଟ୍ୱେଣ୍ଟି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହେଉଛି । ପ୍ରତିଯୋଗିତାରେ ଖେଳିବେ ମୋଟ ୬ ଦଳ । ଓଡ଼ିଶା ଲାୟନ୍‌ସ, ଓଡ଼ିଶା ଟାଇଗର୍ସ ଓଡ଼ିଶା ଚିତାଜ୍, ଓଡ଼ିଶା ଜାଗୁଆର୍ସ, ଓଡ଼ିଶା…

ବିଶ୍ୱବ୍ୟାପୀ ଗତ ୨୪ ଘଣ୍ଟାରେ ୪ ଲକ୍ଷରୁ ଅଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ମହାମାରୀ କରୋନାର ଆତଙ୍କ ବୃଦ୍ଧି ପାଇବାରେ ଲାଗିଛି। ଏଥି ସହିତ ସଂକ୍ରମିତ ଲୋକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ, ବିଶ୍ୱରେ ୪ ଲକ୍ଷ କରୋନା ସଂକ୍ରମଣ ମାମଲା ରିପୋର୍ଟ ହୋଇଛି। ସମଗ୍ର ବିଶ୍ୱରେ କରୋନା…

ଆଉ ଜଣେ ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବ୍ରିଟେନ ଫେରନ୍ତା କରୋନା ସଂକ୍ରମିତ ହେଉଛନ୍ତି । ଆଉ ଜଣେ ବ୍ରିଟେନ ଫେରନ୍ତା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତ ହୋଇଛନ୍ତି ୩ ଜଣ ବ୍ରିଟେନ ଫେରନ୍ତା । ଭୁବନେଶ୍ୱରରେ ୪ ବର୍ଷୀୟ ଝିଅର ବାପା ବି ପଜିଟିଭ…

ରାଉରକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ ଓ ୬ ଆହତ

ରାଉରକେଲା: ବାଲୁଘାଟ ନିକଟରେ ଏକ ମିନିବସ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଜଣେ ମୃତ ଓ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ରଘୁନାଥପାଲି ପୋଲିସ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ଆହତମାନଙ୍କୁ ରାଉରକେଲାର ସରକାରୀ ଡାକ୍ତରଖାନା ରେ ଚିକିତ୍ସା…

କମୁଛି କରୋନା କେସ୍: ରାଜ୍ୟରୁ ୨୪ ଘଣ୍ଟାରେ ୩୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ କେସ ବଢୁଛି । କିନ୍ତୁ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଚାରି ଶହ ତଳେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୦୩ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୧ଟି । ୨୬ ଜିଲ୍ଲାରୁ ନୂଆ…

ଆଜି ବର୍ଷର ଶେଷ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ୧୧ ଟାରେ ରେଡିଓ କାର୍ଯ୍ୟକ୍ରମ ମନ କି ବାତ୍‌ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିବେ। ଏହା ୨୦୨୦ ର ଶେଷ ମନ୍ କି ବାତ୍‌ କାର୍ଯ୍ୟକ୍ରମ ହେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କଠାରୁ ପରାମର୍ଶ ଲୋଡିଥିଲେ। କରୋନା କାରଣରୁ…

ଖୁବ୍‌ ଶୀଘ୍ର ଓଟିଟିରେ ଡେବ୍ୟୁ କରିବେ ହ୍ରିତିକ୍‌!

ନୂଆଦିଲ୍ଲୀ: ହ୍ରିତିକଙ୍କ ସମସ୍ତ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଖୁବ୍ ଶୀଘ୍ର ବଲିଉଡର ଗ୍ରୀକ୍ ଗଡ୍‌ ହ୍ରିତିକ୍ ରୋଶନ ଓଟିଟିରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅନ୍ୟ ବଲିଉଡ୍‌ ତାରକାଙ୍କ ପରି ହ୍ରିତିକ୍‌ ମଧ୍ୟ ଏବେ ଓଟିଟି ପ୍ଲାଟ୍‌ଫର୍ମରେ ନଜର ଆସିବେ। ସେ ହଲିଉଡ ଟିଭି ଧାରାବାହିକ 'ଦି…

ରାଜ୍ୟରେ କଲବଲ କରୁଛି ଶୀତ, ୧୧ଜିଲ୍ଲାରେ ୧୦ ଡିଗ୍ରୀ ତଳେ ପାରଦ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ। ବଢୁଛି ଥଣ୍ଡା । ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା । ଜନଜୀବନ ଅସ୍ତବ୍ୟସ୍ତ । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଦାରିଙ୍ଗିବାଡ଼ିରେ ପାରଦ ରହିଛି ୭ ଡିଗ୍ରୀ ସେଲସିୟସ୍। ଝାରସୁଗୁଡ଼ାରେ ୮.୨, ବାରିପଦା…

ପୁଣି ଦେଶରେ ୨୦ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୮ହଜାର ୭୩୨ ନୂଆ ଆକ୍ରାନ୍ତ । ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧କୋଟି ୧ଲକ୍ଷ ୮୭ହଜାର ୮୫୦କୁ ବୃଦ୍ଧି ପାଇଛି । ଦେଶରେ କରୋନା ସୁସ୍ଥହାର ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୨୧ହଜାର ୪୩୦ ସଂକ୍ରମିତ…

ବିଶ୍ୱ ଓଡ଼ିଆ ମହୋତ୍ସବ ଉଦଘାଟିତ; ବ୍ରାଣ୍ଡ ଓଡିଶାକୁ ପ୍ରୋତ୍ସାହନ ଆହ୍ବାନ

ଭୁବନେଶ୍ୱର: ଓଡିଶାକୁ ଆର୍ଥିକ ଓ ବୌଦ୍ଧିକ ଦୃଷ୍ଟିରୁ ଉନ୍ନତ ଓ ସଂପନ୍ନ ବନାଇବା ପାଇଁ ସମଗ୍ର ବିଶ୍ୱର ପ୍ରବାସୀ ଓଡ଼ିଆ ମାନଙ୍କୁ ଆହ୍ବାନ କରାଯାଇଛି। ବିଶ୍ୱ ଓଡ଼ିଆ ୱେବ ମହୋତ୍ସବର ଉଦଘାଟନ ଅବସରରେ ଅତିଥି ମାନେ ୩୨ଟି ଦେଶର ଓଡ଼ିଆ ସମାଜ ଓ ଓଡିଶା କେନ୍ଦ୍ରିକ ସାଂସ୍କୃତିକ ଓ ସାମାଜିକ…