Latest Odisha News

BREAKING NEWS

ଏମଏସଏମଇରେ ସାମିଲ ହେଲେ ରିଟେଲର ଓ ହୋଲସେଲ୍ ବ୍ୟବସାୟୀ

ନୂଆଦିଲ୍ଲୀ : ମହାମାରୀ କରୋନା ଭଳି ବିପତ୍ତି ସମୟରେ ଅଧିକ ପ୍ରଭାବିତ ହୋଇଛି ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ । ଆଉ ଏବେ ଏହି କ୍ଷେତ୍ର ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ରିଟେଲର ଓ ହୋଲସେଲ୍ ବ୍ୟବସାୟୀଙ୍କୁ ଏମଏସଏମଇରେ ସାମିଲ କରାଯିବ ବୋଲି ନିଷ୍ପତ୍ତି ନେଇଛନ୍ତି…

ସ୍କୁଲ୍‌ରେ ବି କରାଯିବ କରୋନା ଟେଷ୍ଟ!

ନୂଆଦିଲ୍ଲୀ: ଏଣିକି ସ୍କୁଲ୍‌ରେ ବି କରାଯିବ କରୋନା ଟେଷ୍ଟ! ଏ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସୁପାରିଶ୍‌ କରିଛି। 'ହୁ' କହିଛି ଯେ ରିମୋଟ୍ ଶିକ୍ଷାର “କ୍ଷତିକାରକ” ପ୍ରଭାବକୁ ଏଡାଇବା ପାଇଁ ବିଦ୍ୟାଳୟରେ କରୋନା ପରୀକ୍ଷା କରାଯିବା ଉଚିତ। କୌଣସି ମାମଲା ଚିହ୍ନଟ ହୋଇନଥିଲେ ମଧ୍ୟ ଟେଷ୍ଟର…

ଘାତକ ନୁହେଁ ଡେଲଟା ପ୍ଲସ ଭାରିଆଣ୍ଟ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର : ରାଜ୍ୟରେ ଧିରେ ଧିରେ ନିୟନ୍ତ୍ରଣକୁ ଆସୁଛି କରୋନା ସଂକ୍ରମଣ । ଜୁଲାଇ ଦ୍ବିତୀୟ ସପ୍ତାହରେ କମିବ କରୋନା । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଖାଲି ସେତିକି ନୁହେଁ ଡେଲଟା ପ୍ଲାସ ଭ୍ୟାରିଆଣ୍ଟକୁ ନେଇ ଯେଉଁ ଭୟ ବଢୁଛି, ତାହା ସେଭଳି ଘାତକ…

କୋଭିଡ ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ

ନୂଆଦିଲ୍ଲୀ : କରୋନା ସ୍ଥିତିର ସମୀକ୍ଷା ଲାଗି ଓଡ଼ିଶା ଆସୁଛନ୍ତି କେନ୍ଦ୍ରୀୟ ଟିମ । ଓଡ଼ିଶା ସମେତ ୬ଟି ରାଜ୍ୟକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍ । ଅନ୍ୟ ଯେଉଁ ରାଜ୍ୟକୁ ଏହି ଟିମ ଯିବ ସେଗୁଡିକ ହେଲା କେରଳ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ଛତିଶଗଡ ଓ ମଣିପୁର । କୋଭିଡ ସ୍ଥିତିର ସମୀକ୍ଷା…

ଦୌଡ଼ିବେ ଦୂତି

ଭୁବନେଶ୍ୱର: ଓଡ଼ିଶାର ଦୌଡ ରାଣୀ ଦୂତି ଚାନ୍ଦ । ୨୩ ରୁ ଟୋକିଓରେ ଆରମ୍ଭ ହେବ ଅଲିମ୍ପିକ୍ସ ଆଉ ଏଥିରେ ସ୍ପ୍ରିଣ୍ଟ କୁଇନ୍ ଦୂତି ଟୋକିଓ ଟିକେଟ ହାସଲ କରିଛନ୍ତି । ମହିଳା ୧୦୦ ଓ ୨୦୦ମିଟର ଦୌଡରେ ଭାଗ ନେବାକୁ ମନୋନୀତ ହୋଇଛନ୍ତି । ପିଲା ବେଳରୁ ଖେଳ ପ୍ରତି ଦୁର୍ବଳତା ରହିଥିବା ବେଳେ କଠିନ…

କୋଭିଡ୍‌ ନିୟମ ଉଲ୍ଲଂଘନ; ସିଲ୍‌ ହେଲା ରାଜଧାନୀର ଏକାମ୍ର ପାର୍କ

ଭୁବନେଶ୍ୱର: କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଶୁକ୍ରବାର ଦିନ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି) ଦ୍ୱାରା ରାଜଧାନୀର ଏକାମ୍ର ପାର୍କକୁ ସିଲ୍ କରାଯାଇଛି। ସରକାରଙ୍କ ଦ୍ବାରା ଜାରି ହୋଇଥିବା ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରିବା ଏବଂ ପାର୍କରେ ଅତ୍ୟଧିକ ଭିଡ଼ ଜମାଇବା ନେଇ…

ପାକିସ୍ତାନରେ ବ୍ୟାନ୍‌ ହେଲା ଟିକ୍‌ଟକ୍‌!

ଇସଲାମାବାଦ: ପାକିସ୍ତାନର ଏକ ହାଇକୋର୍ଟ ସୋମବାର ଚାଇନାର ଲୋକପ୍ରିୟ ଭିଡିଓ ସେୟାରିଂ ଆପ୍ ଟିକ୍‌ଟକ୍‌କୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଲୋକମାନଙ୍କ ମଦ୍ୟରେ ଅନୈତିକତା ବିସ୍ତାର କରୁଥିବା କହିଛନ୍ତି କୋର୍ଟ। ସିନ୍ଧ ହାଇକୋର୍ଟ ପାକିସ୍ତାନ…

ଅଭିନେତ୍ରୀ ୟାମି ଗୌତମଙ୍କୁ ଇଡିର ସମନ

ମୁମ୍ବାଇ: ଅର୍ଥ ହେରଫେର ମାମଲାରେ ଅଭିନେତ୍ରୀ ୟାମି ଗୌତମଙ୍କୁ ଆଜି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସମନ କରିଛି। ବୈଦେଶିକ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି। ନିକଟରେ ଚଳଚ୍ଚିତ୍ର ନିର୍ମାତା ଆଦିତ୍ୟ…

୭୦ ପ୍ରତିଶତ ସିଲାବସ୍‌କୁ ନେଇ ହେବ ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା; ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୦ରୁ ଆରମ୍ଭ ହେବ ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା। ଏଥିରେ ୭୦ ପ୍ରତିଶତ ସିଲାବସ୍‌କୁ ନେଇ ପରୀକ୍ଷା ଦେବେ ପିଲା। ଏହାସହ ଅଫଲାଇନ ମାଟ୍ରିକ ପରୀକ୍ଷା ଫଳାଫଳ ୧୫ ଦିନ ମଧ୍ୟରେ ଘୋଷଣା କରାଯିବ ବୋଲି ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ରାଜ୍ୟ ଗଣଶିକ୍ଷା…

ରାଜଧାନୀର ଏହି ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭୁବନେଶ୍ୱର: କରୋନା ମାମଲାରେ ବୃଦ୍ଧି ପାଇବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) କଳିଙ୍ଗନଗରରେ ଜିମଖାନା ପାମ୍‌ ହାଇଟ୍‌ ଆପାର୍ଟମେଣ୍ଟର ବ୍ଲକ୍ ଇକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ଆପାର୍ଟମେଣ୍ଟଟି ବିଏମସିର ୱାର୍ଡ ନମ୍ବର ୨୩ରେ ଥିବା ସମ୍‌ ହସ୍ପିଟାଲ…