ଗଳ୍ପ : ମରୀଚିକା
ମନୋରମା ସାହୁ
(୧)
ବାଦଲ ଯେଉଁଦିନ ଚାକିରି ପାଇଲା,ସେଦିନ ବାପା ନୀଳକଣ୍ଠଙ୍କର ଛାତି ଖୁସିରେ କୁଣ୍ଢେମୋଟ ହୋଇଗଲା।ଯା'ହେଉ ତାଙ୍କ ପୁଅକୁ ଶେଷରେ ଭଗବାନ ଦୟା କଲେ।ମାଷ୍ଟର ଚାକିରି।ଲକେତେ ଲୋକ ତାଙ୍କ ପୁଅକୁ ନମସ୍କାର କରିବେ।ଭାରି ଇଜ୍ଜତବାଲା ଚାକିରିଟାଏ। ସମ୍ମାନ ସହିତ…