କଂଗ୍ରେସ ଔଷଧ ବିକଳରେ ତାଟିଆ କାମୁଡ଼ୁଛି: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ବାଲେଶ୍ବର ଫକିର ମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ, କଂଗ୍ରେସର ଦିଲ୍ଲୀ ପ୍ରେସମିଟ୍କୁ ଟାର୍ଗେଟ୍ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏନେଇ ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ସରକାର ତ୍ୱରିତ ଓ କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ।…