Latest Odisha News

BREAKING NEWS

ଖୋର୍ଦ୍ଧା ରୋଡ୍ ଓ ଉଦନା (ସୁରଟ) ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ଓ ପଶ୍ଚିମ ଭାରତକୁ ଯାତାୟାତ କରୁଥିବା ନିୟମିତ ଟ୍ରେନ୍ ଗୁଡିକରେ ମାତ୍ରାଧିକ ଓ୍ବେଟିଂ ଲିଷ୍ଟକୁ ଏଡାଇବା ପାଇଁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି ରେଳ ମନ୍ତ୍ରଣାଳୟ । ଗୁଜୁରାଟର ସୁରଟ ନିକଟସ୍ଥ ଉଦନା ଷ୍ଟେସନ ମଧ୍ୟରେ ଏକ ସ୍ବତନ୍ତ୍ର ଟ୍ରେନ୍ ଚଳାଇବାକୁ…

ପିସିଭି ଟିକାକରଣର ଶୁଭାରମ୍ଭ କଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା : ଝାରସୁଗୁଡାରେ ପିସିଭି ଟିକାକରଣର ଶୁଭାରମ୍ଭ କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ୫ ବର୍ଷରୁ କମ୍‌ ବୟସର ଶିଶୁ, କମ୍‌ ରୋଗ ପ୍ରତିରୋଧକ ଶକ୍ତି ଥିବା ଶିଶୁ, ଅପପୁଷ୍ଟିର ଶିକାର ହେଉଥିବା ଶିଶୁଙ୍କ ପାଇଁ ଏହି ଟିକା ସାହାଯ୍ୟ କରିବ । ଟିକାକରଣ ପାଇଁ ୮୮ ହଜାର ୪୦୦…

ଏଣିକି ୧୦୨ ନୁହେଁ ଗର୍ଭବତୀଙ୍କ ପାଇଁ ଡାଏଲ ୧୦୮ ଆମ୍ବୁଲାନ୍ସ ସେବା

ଭୁବନେଶ୍ବର : ଏଣିକି ୧୦୨ ନୁହେଁ, କେବଳ ୧୦୮ । ଗର୍ଭବତୀ ଓ ଛୋଟ ଶିଶୁଙ୍କ ଆମ୍ବୁଲାନ୍ସ ପାଇଁ ଏଣିକି କେବଳ ଡାଏଲ କରିବାକୁ ହେବ ୧୦୮ । ପୂର୍ବରୁ ଗର୍ଭବତୀ ଓ ନବଜାତ ଶିଶୁଙ୍କ ପାଇଁ ଉପଲବ୍ଧ ଥିବା ୧୦୨ ଆମ୍ବୁଲାନ୍ସ ସେବାକୁ ୧୦୮ ନମ୍ବର ସହ ମିଶ୍ରଣ କରାଯାଇଛି । ଫଳରେ ଏଣିକି ଗର୍ଭବତୀ ଓ…

କୋହଳ ହେଲା କଟକଣା, ୨୦ ଜିଲ୍ଲାରେ ହଟିଲା ସପ୍ତାହାନ୍ତ ସଟଡାଉନ୍

ଭୁବନେଶ୍ବର : ଆସିଲା ଜୁଲାଇ ମାସର ଗାଇଡଲାଇନ୍ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଘୋଷଣା କରିଛନ୍ତି ନୂଆ ଗାଇଡଲାଇନ୍ । ତେବେ ନୂଆ ଘୋଷଣା ଅନୁସାରେ, ସାରା ରାଜ୍ୟରେ ଜୁଲାଇ ୧୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଆଂଶିକ ଲକଡାଉନ୍ । ଏଥର ବି କାଟେଗୋରୀ ଏ ଓ କାଟେଗୋରି ବିରେ ରାଜ୍ୟକୁ ଦୁଇ…

ରେଳ ଷ୍ଟେସନରୁ ଲୁଟେରା ଗିରଫ

ଭଦ୍ରକ:  ଭଦ୍ରକ ରେଳ ଷ୍ଟେସନରୁ ଗିରଫ ହେଲା ଜଣେ ଆନ୍ତଃରାଜ୍ୟ ମୋବାଇଲ୍ ଲୁଟେରା | ଗିରଫ ଅଭିଯୁକ୍ତ ଠାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ ଜବତ କରିଛି ରେଳବାଇ ସୁରକ୍ଷା ପୁଲିସ | ଭଦ୍ରକ ରେଳ ଷ୍ଟେସନରେ ଜଣେ ଯୁବକ ସନ୍ଦେହ ଜନକ ଅବସ୍ଥାରେ ଷ୍ଟେସନରେ ବୁଲୁଥିବା ବେଳେ ଆରପିଏଫ୍ ପୁଲିସର ସଦ୍ଦେହ…

ଚୋରା ଚାଲାଣ ବେଳେ୧୫ କ୍ଵିଣ୍ଟାଲ ଗଞ୍ଜେଇ ଜବତ

ଉଲୁଣ୍ଡା : କଣ୍ଟେନର ସହ ୧୫ କ୍ଵିଣ୍ଟାଲ ଗଞ୍ଜେଇ ଜବତ । ଅଭିନବ ଢ଼ଙ୍ଗରରେ ଗଞ୍ଜେଇ ଚୋରା ଚାଲାଣ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ରକ୍ସା ଛକରେ ଧରିଲ ପୋଲିସ । ଏକ କନଣ୍ଟେନରରେ ପ୍ଲାଷ୍ଟିକ ଅଖା ବସ୍ତା ଭିତରେ ୧୫ କ୍ବିଣ୍ଟାଲ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ କୌଣସି ସୂତ୍ରରୁ ଖବର…

ରାଜ୍ୟରେ ଜୁଲାଇ ୧୬ ଯାଏ ଆଂଶିକ ଲକ୍‌ଡାଉନ୍‌

ଭୁବନେଶ୍ବର: ସାରା ରାଜ୍ୟରେ ଜୁଲାଇ ୬ ଯାଏ ଆଂଶିକ ଲକ୍‌ଡାଉନ୍ ଲାଗୁ କରାଯାଇଛି। ଜୁଲାଇ ୧ ସକାଳ ୬ଟାରୁ ଜୁଲାଇ ୧୬ ସକାଳ ୬ଟା ଯାଏ ଏହା ଲାଗୁ ହେବ। ୱିକେଣ୍ଡ ସଟ୍‌ଡାଉନ୍‌ କେବଳ ୧୦ଟି ଜିଲ୍ଲାରେ ଜାରି ରହିବ ବୋଲି ଆଜି ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ସମଗ୍ର ରାଜ୍ୟରେ ସନ୍ଧ୍ୟ‌ା…

ବିରଳ ପ୍ରଜାତିର ଷ୍ଟେନେଲା ଡଲଫିନର ମୃତ ଦେହ ଉଦ୍ଧାର

ପାରାଦ୍ଵୀପ: ପାରାଦ୍ଵୀପ ସମୁଦ୍ର କୂଳରୁ ମିଳିଛି ବିରଳ ପ୍ରଜାତିର ଷ୍ଟେନେଲା ଡଲଫିନ । ସାଢ଼େ ଚାରିଫୁଟ ଲମ୍ବର ଏହି ଡଲଫିନର ଓଜନ ପାଖାପାଖି ୨୦ ରୁ ୨୫ କିଲୋ ମଧ୍ୟରେ ହେବ । ଏହି ଷ୍ଟେନେଲା ପ୍ରଜାତିର ଡଲଫିନ ସାଧାରଣତଃ ଆମ ସମୁଦ୍ରରେ ଖୁବ୍ କମ୍ ଦେଖିବାକୁ ମିଳିଥାଏ । ପାରାଦ୍ଵୀପ ବନ୍ଦରର ୫…

‘ତୁଫାନ୍‌’ର ଟ୍ରେଲର୍‌ ରିଲିଜ

ମୁମ୍ବାଇ: ଦୀର୍ଘ ଦିନ ଅପେକ୍ଷାର ଅନ୍ତ ହୋଇଛି। ଫିଲ୍ମ ତୁଫାନର ଟ୍ରେଲର ଆଜି ମୁକ୍ତିଲାଭ କରିଛି। ଟ୍ରେଲରରେ ଅଭିନେତା ଫର୍‌ହାନ ଅଖତରଙ୍କୁ ଜଣେ ବକ୍ସର ଭୂମିକାରେ ଦେଖିବାକୁ ମିଳିଛି। ଫରହାନ୍ ଅଖତର ଆଥ୍‌ଲେଟିକ୍‌ ଲୁକ୍‌ ଦର୍ଶକଙ୍କୁ ବେଶ୍‌ ଆକର୍ଷିତ କରିଛି। ଏଥିରେ ଅଭିନେତ୍ରୀ ମୃଣାଳ…

ଏହି ଦିନ ରିଲିଜ କରିବ ଶିଳ୍ପା ଶେଟ୍ଟୀଙ୍କ ‘ହଙ୍ଗାମା ୨’

ମୁମ୍ବାଇ: ଶିଳ୍ପା ଶେଟ୍ଟୀ ଏବଂ ପରେଶ ରାୱଲଙ୍କ ଅଭିନୀତ ହଙ୍ଗାମା ୨ ଜୁଲାଇ ୨୩ ରେ ଡିସ୍ନି + ହଟଷ୍ଟାରରେ ମୁକ୍ତିଲାଭ କରିବେ। ଏ ନେଇ ଏହି ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଆଜି ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଫିଲ୍ମର ପ୍ରଥମ ଟ୍ରେଲର ଜୁଲାଇ ୧ରେ ରିଲିଜ…