Latest Odisha News

BREAKING NEWS

ଭାରତରେ ୨୪ ଘଣ୍ଟାରେ ୨୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ -୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୧,୦୧,୪୬,୮୪୬କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ବିଶ୍ୱ‌ବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୯୭ ଲକ୍ଷ ପାର୍‌

ନୂଆଦିଲ୍ଲୀ: ବିଶ୍ୱ‌ର ଅନେକ ଦେଶରେ ଟିକା ସତ୍ୱ‌େ କରୋନା ହେବାର ଆଶଙ୍କା ବଢିବାରେ ଲାଗିଛି। ଦୁନିଆର କୋଣ ଅନୁକୋଣରୁ ନୂଆ କରୋନା ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬.୪୬ ଲକ୍ଷ ନୂତନ ମାମଲା ରିପୋର୍ଟ ହୋଇଥିବା ବେଳେ ୧୧,୫୧୦ ସଂକ୍ରମିତ ଲୋକ ପ୍ରାଣ ହରାଇଥିଲେ।…

ଜନ୍ମଦିନରେ ମନେ ପଡନ୍ତି ଅଟଳ…

ଭୁବନେଶ୍ୱର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଜୟନ୍ତୀ । ତାଙ୍କ ଅଭୁଲା ସ୍ମୃତିକୁ ଆଜି ମନେ ପକାଉଛି ସାରା ଦେଶ । ଜଣେ ଜନନେତା, ଦୃଢ଼ ରାଜନୈତିକ ଇଚ୍ଛାଶକ୍ତିର ଅଧିକାରୀ ଭାବେ ଅଟଳ ବିହାରୀ ବାଜପେୟୀ ସୁପରିଚିତ । ଅଟଳ ବିହାରୀ ବାଜପେୟୀ ୧୯୨୪ ମସିହା ଡିସେମ୍ବର…

ଗଞ୍ଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କୁ ହେଟକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

ଗଞ୍ଜାମ: କରୋନାର ନୂଆ ଷ୍ଟ୍ରେନକୁ ନେଇ ଏବେ ସାରା ବିଶ୍ୱରେ ହଇଚଇ । ଓଡ଼ିଶାକୁ ବି ଗତ ୧୫ ଦିନରେ ବ୍ରିଟେନରୁ ଫେରିଛନ୍ତି ଲୋକ । ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡିବାକୁ ମନା କରିଛି ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ବିନା ଅନୁମତିରେ ହେଡକ୍ୱାର୍ଟର ନ…

ବ୍ରିଟେନ: ବର୍ତ୍ତମାନ ସୁଦ୍ଧା ୬ ଲକ୍ଷରୁ ଅଧିକ ଲୋକଙ୍କୁ ମିଳି ସାରିଲାଣି କରୋନା ଟିକା

ନୂଆଦିଲ୍ଲୀ: ବର୍ତ୍ତମାନ ପର୍ଯ୍ୟନ୍ତ ବ୍ରିଟେନରେ କରୋନା ମହାମାରୀ ଦ୍ବାରା ୬ ଲକ୍ଷରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ବ୍ରିଟେନ ସରକାର ଗୁରୁବାର କହିଛନ୍ତି ଯେ ବ୍ରିଟେନରେ ୬ ଲକ୍ଷରୁ ଅଧିକ ଲୋକଙ୍କୁ ଫାଇଜର-ବାୟୋଟେକ୍ କରୋନା ଟିକା ଦିଆଯାଇଥିଲା। ଏହି ମାସ ଆରମ୍ଭରେ ବ୍ରିଟେନରେ କରୋନା ଟିକା…

ଆଜି ଦେଶର ୯ କୋଟି ଚାଷୀ ଭାଇଙ୍କ ଆକାଉଣ୍ଟରେ ଜମା ହେବ ୧୮ ହଜାର କୋଟି

ନୂଆଦିଲ୍ଲୀ: ୨୫ ଡିସେମ୍ବର ଅର୍ଥାତ୍‌ ଆଜି ମଧ୍ୟାହ୍ନ ୧୨ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ (ପିଏମ୍‌ କିଷାନ ) ଯୋଜନା ଅଧୀନରେ କୃଷକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଅର୍ଥାତ୍ ଡିସେମ୍ବର ୨୫ ରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ସପ୍ତମ କିସ୍ତି କୃଷକଙ୍କ…

ରାଉରକେଲାର ଟାୟାର ଗୋଦାମରେ ଅଗ୍ନିକାଣ୍ଡ

ରାଉରକେଲା: ରାଉରକେଲାର ସେକ୍ଟର ୨୧ ରହମତ ନଗର ବସ୍ତିରେ ମଧ୍ୟରାତ୍ରରେ ଏକ ଟାୟାର ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଟାୟାର ଜଳି ନଷ୍ଟ ହୋଇଯାଇଥିବା ବେଳେ ମୃତାହତ ନେଇ ସୂଚନା ମିଳିନାହିଁ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ତିନୋଟି ଦମକଳ ଗାଡି…

୨୦୨୦ରେ ସାରା ରାଜ୍ୟରେ ଚହଳ ପକାଇଥିବା ପାଞ୍ଚଟି ଚର୍ଚ୍ଚିତ ଅପରାଧ

ଭୁବନେଶ୍ୱର: ଅନେକ ଲୋମହର୍ଷଣକାରୀ ଅପରାଧ ଦେଖିଛି ବର୍ଷ ୨୦୨୦ । ପରୀଠୁ ଆରମ୍ଭ କରି ଆଦିତ୍ୟଙ୍କ ଡେଥ୍ ମିଷ୍ଟ୍ରି । ପୂର୍ବତନ ବିଧାୟକ ଅନୁପ ସାହୁଙ୍କ ଗିରଫଦାରୀ କୁହନ୍ତୁ କି ପାଠକ ବାପା-ପୁଅ ଜେଲ୍ ଯିବା । ପୁଣି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ହାତରେ ପୋଲିସ ହ୍ୟାଣ୍ଡକଫ…

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ: ବାଜପେୟୀଙ୍କୁ ସ୍ମରଣ କରି ମୋଦୀ କହିଲେ…

ନୂଆଦିଲ୍ଲୀ: ଆଜି ଅର୍ଥାତ୍ ଡିସେମ୍ବର ୨୫ରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ବାର୍ଷିକୀ। ଆଜି ସମଗ୍ର ଦେଶ ବାଜପେୟୀଙ୍କୁ ସ୍ମରଣ କରୁଛି। ତାଙ୍କ ଜନ୍ମ ବାର୍ଷିକୀ ସାରା ଦେଶରେ ପାଳନ କରାଯାଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ପ୍ରାପ୍ତ ଅଟଳ ବିହାରୀ…

ଦିଲ୍ଲୀରେ ଭୁମିକମ୍ପର ଝଟକା, ଲୋକେ ଭୟଭୀତ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଶୁକ୍ରବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୨.୩ ମପା ଯାଇଥିଲା । ଆହୁରି ମଧ୍ୟ ଏହି ଏଜେନ୍ସିର ରିପୋର୍ଟ ଅନୁଯାୟୀ ଦିଲ୍ଲୀର ନାଗଲୋଇରେ…