ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୨୪ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୨୪ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।
https://twitter.com/HFWOdisha/status/1342124292306132994?s=19
ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…
BREAKING NEWS