‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନକୁ ଦୃଢ କରିବାକୁ ମୋଦୀଙ୍କ ଆହ୍ୱାନ
ନୂଆଦିଲ୍ଲୀ: ଆଜି ଅଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ। ପାଖାପାଖି ପାଞ୍ଚ ଦଶନ୍ଧି ପରେ ପ୍ରଧାନମନ୍ତ୍ରୀ ଏଏମ୍ୟୁ କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି। ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏଏମ୍ୟୁ କୁଳପତି…