ଆବୁଧାବି ଟି୧୦ କ୍ରିକେଟ: ଗେଲ୍, ବ୍ରାଭୋ ଓ ଆଫ୍ରିଦୀଙ୍କ ଦୁର୍ଦ୍ଦଶ ବ୍ୟାଟିଂ ଦେଖିବେ ପ୍ରଶଂସକ
ଆବୁଧାବି:ଆବୁଧାବି ଟି୧୦ ଲିଗର ୪ର୍ଥ ସଂସ୍କରଣ ଜାନୁୟାରୀ ୨୮ରୁ ଫେବୃୟାରୀ ୬ ପର୍ଯ୍ୟନ୍ତ ଆୟୋଜିତ ହେବ । ଏଥର ବିଶ୍ୱ କ୍ରିକେଟର ୩ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୱେଷ୍ଟଇଣ୍ଡିଜର କ୍ରିସ ଗେଲ୍, ଡ୍ୱେନ ବ୍ରାଭୋ ଓ ପାକିସ୍ତାନର ଶାହୀଦ ଆଫ୍ରିଦୀ ଏଥିରେ ଅଂଶଗ୍ରହଣ କରିବେ ବୋଲି ସ୍ପଷ୍ଟ ହୋଇଛି ।…