Latest Odisha News

BREAKING NEWS

ଆସନ୍ତାକାଲିଠାରୁ ଆରମ୍ଭ ହେବ ‘ଭାରତ ଅନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ୨୨ ଡିସେମ୍ବରରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଆନ୍ତର୍ଜାତୀୟ ବିଜ୍ଞାନ ମହୋତ୍ସବ ୨୦୨୦କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ନ ୪.୩୦ରେ ସମ୍ବୋଧିତ କରିବେ। ରିପୋର୍ଟ ଅନୁଯାୟୀ, ଏହି ମହୋତ୍ସବ ଡିସେମ୍ବର…

ଖୋର୍ଦ୍ଧା ପୌର ପରିଷଦ କର୍ମଚାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ପୌର ପରିଷଦର ଟ୍ୟାକ୍ସ ସଂଗ୍ରହ କର୍ମଚାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ରେଡ୍ ହୋଇଛି । ସଂପୃକ୍ତ କର୍ମଚାରୀ ହେଉଛନ୍ତି ସଦାଶିବ ସ୍ୱାଇଁ । ତାଙ୍କର ଗୁରୁଜଙ୍ଗ ବାସଭବନ ଓ ଏନ୍ୟ ଏକ ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢାଉ କରୁଥିବା…

ଆଜି ରାଜ୍ୟରେ ସବୁ ଏସପି ଅଫିସ ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର: ପରୀ ହତ୍ୟାକାଣ୍ଡ, ରାଜ୍ୟରେ ଶିଶୁ ନିଖୋଜ ଓ ନାବାଳିକା ଦୁଷ୍କର୍ମ ଭଳି ଘଟଣା ବଢୁଛି । ଏହାର ପ୍ରତିବାଦରେ ଆଜି କଂଗ୍ରେସ ରାଜ୍ୟର ସବୁ ଏସପିଙ୍କ ଅଫିସ ଘେରାଉ କରିବ । ଏଥିରେ ସାମିଲ ହେବେ କଂଗ୍ରେସ ନେତା ଓ କର୍ମୀ । ଭୁବନେଶ୍ୱରରେ ପୋଲିସ କମିଶନର କାର୍ଯ୍ୟାଳୟ ନିକଟରେ…

ପରୀ ପାଇଁ ବିଜେପି ପଦଯାତ୍ରାର ଆଦି ଦ୍ୱିତୀୟ ଦିନ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ପରୀକୁ ନ୍ୟାୟ ଦେବାକୁ ବିଜେପି ଆରମ୍ଭ କରିଥିବା ପଦଯାତ୍ରାର ଆଜି ଦ୍ୱିତୀୟ ଦିନ । ଆଜି ଯାଆଁଳାରୁ ପଦଯାତ୍ରା ନୟାଗଡ଼ ଯଦୁପୁର ଅଭିମୁଖେ ବାହାରିବ । ଗତକାଲି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରୁ ଏହି ପଦଯାତ୍ରା ବାହାରି ଯାଆଁଳା ଯାଏ ଯାଇଥିଲା । ପାଞ୍ଚ ଦିନରେ…

କାଳ ହେଲା ବଣଭୋଜି; ବ୍ରାହ୍ମଣୀ ନଦୀରେ ବୁଡି ଏନଏସଜି ଯବାନ ମୃତ

ଲହୁଣିପଡା: କାଳ ହେଲା ବଣଭୋଜି। ସାଙ୍ଗମାନଙ୍କ ସହ ଜଳକ୍ରୀଡ଼ା କରୁଥିବା ବେଳେ ବ୍ରାହ୍ମଣୀ ନଦୀରେ ବୁଡ଼ି ଜଣେ ଯବାନଙ୍କ ମୃତ୍ୟୁ ହୋଇଛି।ମୃତ ଯବାନ ଜଣଙ୍କ ହେଉଛନ୍ତି କେ.ବଲାଙ୍ଗ ଥାନା ଅନ୍ତର୍ଗତ କୁଡାପଡ଼ା ଗ୍ରାମର ମାନସ ରଞ୍ଜନ ମାହାନ୍ତ । ସେ ଭାରତୀୟ ସେନାର ଏନ୍‌ଏସ୍‌ଜିରେ କାର୍ଯ୍ୟରତ…

ପରୀ ହତ୍ୟା ଘଟଣାର ଗିରଫ ଅଭିଯୁକ୍ତଙ୍କୁ ଆଜି ପକସୋ କୋର୍ଟରେ ହାଜର କରିବ କ୍ରାଇମବ୍ରାଞ୍ଚ

ନୟାଗଡ: ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜି ନୟାଗଡ଼ ପକସୋ କୋର୍ଟରେ ହାଜର କରାଇବ କ୍ରାଇମବ୍ରାଞ୍ଚ । ଗତକାଲି ତାଙ୍କୁ ଗିରଫ କରାଯାଇଥିଲା । ନୟାଗଡ଼ ନାବାଳିକା ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଯଦୁପୁର ଗାଁରୁ ଜଣଙ୍କୁ ଗିରଫ କରିଥିବା ସୂଚନା ଦେଇଥିଲା । ତେବେ ଅଭିଯୁକ୍ତଙ୍କ ନାଁ…

ଜାଡ଼ରେ ଥରୁଛି ଓଡ଼ିଶା; ଫୁଲବାଣୀରେ ୬ ଡିଗ୍ରୀ ତଳେ ପାରଦ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଥଣ୍ଡା। ହାଡ଼ଭଙ୍ଗା ଶିତରେ ଥରୁଛି ଓଡିଶା। ପ୍ରାୟ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ଟୱଲେ ରହିଛି। କନ୍ଧମାଳରେ ୩ ବର୍ଷର ରେକର୍ଡ଼ ଭାଙ୍ଗିଛି ଶୀତ। ସୂଚନାନୁସାରେ ଫୁଲବାଣୀରେ ପାରଦ ୫.୫ ଡିଗ୍ରିକୁ ଖସିଆସିଛି ଯାହାକି ଏବେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା…

ସମ୍ବଲପୁରରେ ଟ୍ରେନ ଧକ୍କାରେ ପ୍ରାଣ ହରାଇଲେ ଗଜରାଜ

ସମ୍ବଲପୁର: ସମ୍ବଲପୁର ରେଳ ଷ୍ଟେସନ ଅଧୀନ ମାନେଶ୍ୱର ଷ୍ଟେସନ ନିକଟରେ ପୁରୀ ସୁରଟ ଏକ୍ସପ୍ରେସ ଏକ ଦନ୍ତା ହାତୀକୁ ଧକ୍କା ଦେଇଥିବା ସୁଚନା ମିଳିଛି। ରବିବାର ରାତି ପ୍ରାୟ ୧ଟା ୩୮ମିନିଟ ସମୟରେ ଘଟିଥିବା ଏହି ଘଟଣାରେ ଉକ୍ତ ଦନ୍ତା ହାତୀଟିର ମୃତ୍ୟୁ ହୋଇଥିବା ଜଣାପଡିଛି। ଅନ୍ୟପଟେ ହାତୀକୁ…

ଚାଷ ଦେଲା ଜୀବିକାକୁ ସଂଜୀବନୀ, ଏଥର ସଂଜୀବ କହିବେ ‘ମୁଁ କେମିତି ହେଲି ସଫଳ’

ଦେବଗଡ : ରିଆମାଳ ଅଂଚଳର ସଫଳ ଚାଷୀ ସଞ୍ଜିବ  ପ୍ରଧାନ । ଯୁକ୍ତ ୨ ପାସ ପରେ ଗତ ୧୦ ବର୍ଷ ହେବ ଚାଷକାର୍ଯ୍ୟ କରିଆସୁଛନ୍ତି । ପୂର୍ବରୁ ତାଙ୍କର ଚାଷ କାମରେ ଅଭିଜ୍ଞତା ନ ଥିବାରୁ ଚାଷ କାର୍ଯ୍ୟରେ ସଫଳ ପାଇପାରୁ ନଥିଲି । ହେଲେ ସବୁବେଳେ ନୂତନ କୌଶଳ ଏବଂ ବୈଜ୍ଞାନିକ ପଦ୍ଧତିରେ କିପରି ଅଧିକ…

ପର୍ଯ୍ୟଟକଙ୍କ ପାଇଁ ସ୍ବର୍ଗ ପାଲଟିଛି କେନ୍ଦୁଝର ଜିଲ୍ଲାର ଏହି ଦୁଇ ଜଳପ୍ରପାତ

ଭୁବନେଶ୍ୱର: ସ୍ୱାଗତର ଦ୍ୱାର ଦେଶରେ ନବବର୍ଷ। ବର୍ଷ ତମାମ ଅନେକ ଘାତ ପ୍ରତିଘାତ ଦେଖିଥିବା ଲୋକେ ଏହି ବାହାନାରେ ଟିକିଏ ମଉଜ କରିନେବେ। କୋଭିଡ ଗାଇଡ଼ଲାଇନ ସହ ସରକାର ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ଖୋଲିବାକୁ ଅନୁମତି ମଧ୍ୟ ଦେଇଛନ୍ତି। ଏହି ୨୦୨୦ ବର୍ଷକୁ ବିଦାୟ ଦେବା ସହିତ ନୂତନ ବର୍ଷର…