୨୪ ଘଣ୍ଟାରେ ଦେଶରୁ ୨୬ ହଜାରରୁ ଉର୍ଦ୍ଧ୍ବ କରୋନା ପଜିଟିଭ୍ ଚିହ୍ନଟ, ୩୪୧ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ମାମଲା ୧ କୋଟି ଟପିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬ ହଜାର ୬୨୪ କରୋନା ପଜିଟିଭି ବାହାରିଛନ୍ତି ।
ଦୈନିକ ମୃତ୍ୟୁସଂଖ୍ୟା ବି କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଆଉ ୩୪୧ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି । ଦେଶରେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୫…