ଧାରାବାହିକ ଉପନ୍ୟାସ : ତଥାପି ଅପେକ୍ଷା ( ୨୬ )
ବନ୍ଦିତା ଦାଶଙ୍କ ଧାରାବାହିକ ଉପନ୍ୟାସ ‘ତଥାପି ଅପେକ୍ଷା’ : ଭାଗ ୨୬
ଦନେ ଦେଖିଲାବେଳକୁ ବିକ୍ରମ ଭାଇ ଗାଁରେ ହାଜର। ସମସ୍ତେ ଟୁପୁର ଟାପୁର ହେଲେ। କାନରୁ କାନକୁ ଗଲା କଥା। ନିଜକୁ ମୁରବୀ ସଜେଇ ଦିନୁକକେଇ ଗଲେ ପଚାରିବାକୁ। ତାଙ୍କ ଖାତିର ଟିକିଏ ଅଲଗା।ନ ପଚାରିଲେ କିଛି କହିବେନି। ସହଜେ…