କମୁଛି ଦୈନିକ ଡେଥ୍ କେସ୍: ରାଜ୍ୟରେ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ…