Latest Odisha News

BREAKING NEWS

କୋଭିଡ ମୁକାବିଲା, ସତର୍କ ରହିବା ଲାଗି ଜିଲ୍ଲାପାଳଙ୍କ ସ୍ବାସ୍ଥ୍ୟ ବିଭାଗର ଚିଠି

ଭୁବନେଶ୍ବର : ରାଜ୍ୟରେ କୋଭିଡର ମୁକାବିଲା ପାଇଁ ନିର୍ଦ୍ଦେଶ । ସତର୍କ ରହିବା ଲାଗି ସମସ୍ତ ଜିଲ୍ଲାପାଳଙ୍କ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ । କୋଭିଡ ପରିଚାଳନା ପରିପ୍ରେକ୍ଷୀରେ ସତର୍କତାମୂଳକ ପଦକ୍ଷେପ ନେବା ଲାଗି ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗର ଏସିଏସ…

ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା, ୧୪୪ ଧାରା ଲାଗୁ

ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଦେବସ୍ନାନ ପୂର୍ଣ୍ଣିମା । ବିନା ଭକ୍ତରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ହରିବଳଦେଵ ବିଜେ ମହାପ୍ରଭୁଙ୍କ ମନ୍ଦିରରୁ ଜଗତରନାଥ ଜଗନ୍ନାଥ, ବଡଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ସୁଦର୍ଶନ ବଡଦେଉଳରୁ…

ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ଅନଲାଇନ କବିତା ଆସର

ଉମରକୋଟ : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ , ଦାସିଆ ସାଂସ୍କୃତିକ ପରିଷଦ ପକ୍ଷରୁ ରାଜ୍ୟସ୍ତରୀୟ ଷଷ୍ଠ ଅନଲାଇନ କବିତା ଆସର ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ନଳିନୀ ରଞ୍ଜନ ମିଶ୍ର ମୁଖ୍ୟ ଅତିଥି ଅତିଥି ଭାବରେ ଯୋଗ ଦେଇଥିଲେ। କବି ଏମ . ହିମାଂଶୁ ଆଚାରୀଙ୍କ ସ୍ୱାଗତ ଭାଷଣ ସହ ଆରମ୍ଭ…

STF ଚଢାଉ,୨ କୋଟିରୁ ଅଧିକ ବ୍ରାଉନ୍ ସୁଗାର୍ ଜବତ

ବସ୍ତା : STF କୁ ମିଳିଛି ବଡ଼ ସଫଳତା । ନିଶା କାରବାର ବିରୁଦ୍ଧରେ STFର ସଫଳତା  ।  ଟିମ୍ ବାଲେଶ୍ବର ବସ୍ତା ଅଞ୍ଚଳରେ ଚଢାଉ କରି ୨ କିଲୋ ୧୨ ଗ୍ରାମର ବ୍ରାଉନ୍ ସୁଗାର୍ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ । ଏହି ଘଟଣା ରେ ଧାରା ୨୧ ସି, ୨୯ ଅନୁଯାୟୀ ମାମଲା…

ଏସଡ଼ିଜେଏମଙ୍କ ଅଦାଲତରେ ଅନୁଭବ

କଟକ : କଟକ ଏସଡ଼ିଜେଏମଙ୍କ ଅଦାଲତରେ ବର୍ଷାଙ୍କ ପକ୍ଷରୁ ରୁଜୁ ମାମଲାରେ ମଧ୍ୟସ୍ଥତା ପାଇଁ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ପହଁଚି ଥିଲେ କୋର୍ଟରେ । କିନ୍ତୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନୀ ପହଁଚିନଥିଲେ ଅନ୍ୟପଟେ ଆଜି ଗଣ ମାଧ୍ୟମ ଜରିଆରେ ମାମଲାରେ ପୂର୍ଣ୍ଣଛେଦ ଆଣିବାକୁ ବର୍ଷାଙ୍କୁ…

ନକଲି ମେଡ଼ିସିନ ହୋଲସେଲର ଗିରଫ

କଟକ : ନକଲି କୋଭିଡ ଔଷଧ ଜବତ ଘଟଣା । ନକଲି ଔଷଧ ହୋଲସେଲର ଶିବ ପ୍ରସନ ଜେନାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF । ଗିରଫ ପରେ କଟକ ଜିଲା ଦୌରାଜର୍ଜଙ୍କ କୋର୍ଟରେ ଶିବ ଜେନାକୁ ଏସଟିଏଫ ପକ୍ଷରୁ ହାଜର କରାଯାଇଛି । ଆଉ ଅଦାଲତରେ ହାଜର ପରେ ଚୌଦ୍ଵାର ଜେଲ୍କୁ ପଠାଇ ଦେଇଛନ୍ତି । ୧୪ ଦିନିଆ…

ଭଂଜନଗରରେ ବନ୍ଦ ଘରୁ ମିଳିଲା ମହିଳା ଇଂଜିନିଅରଙ୍କ ମୃତଦେହ

ଭଂଜନଗର : ମହିଳା ଇଂଜିନିଅରଙ୍କ ମୃତଦେହ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର । ଗଂଜାମ ଭଂଜନଗରରେ ଘଟିଛି ଏହି ଘଟଣା । ଘରଟି ଭିତର ପଟୁ ବନ୍ଦ ଥିବା ବେଳେ ସିଲିଂ ଫ୍ୟାନରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି । ପାରିପାଶ୍ୱର୍ିକ ପରିସ୍ଥିତିକୁ ଦେଖିଲେ ଜଣାପଡୁଛି ଯେ ମହିଳା ଇଂଜିନିଅର…

ଗଣେଶ ପୂଜାରେ ଆସିବ ଜିଓ’ର ସ୍ମାର୍ଟ ଫୋନ୍ ‘ଜିଓ ଫୋନ୍ ନେକ୍ସଟ’

ଗୁଗଲ ଓ ଜିଓ ଦ୍ଵାରା ବିକଶିତ ଏହି ୪- ଜି ସ୍ମାର୍ଟ ଫୋନ୍ ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଜିଓ ଓ ଗୁଗୁଲ ମିଳିତ ଭାବେ ପ୍ରସ୍ତୁତ କରୁଥିବା ଏକ ୪-ଜି ସ୍ମାର୍ଟ ଫୋନ୍ ସମ୍ପର୍କରେ ଘୋଷଣା କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୧୦ ଗଣେଶପୂଜାରେ ଏହି…

ମଦ ଅର୍ଡର କରି ଅନଲାଇନ ଠକେଇର ଶିକାର ହେଲେ ଶବାନା ଆଜମୀ

ମୁମ୍ବାଇ: ଲୋକପ୍ରିୟ ଅଭିନେତ୍ରୀ ଶବାନା ଆଜମୀ ଅନଲାଇନରେ ମଦ ଅର୍ଡର କରି ଠକାମୀର ଶିକାର ହୋଇଛନ୍ତି। ତେବେ କେତେ ଟଙ୍କା ହରାଇଛନ୍ତି ସେ ସମ୍ପର୍କରେ ସେ କିଛି ସୂଚନା ଦେଇନାହାନ୍ତି। ସେ କରିଥିବା ଟ୍ଵିଟ୍ ଅନୁସାରେ ମଦ ପାଇଁ ଅର୍ଡର କରିଥିଲେ। ଏଥିପାଇଁ ଅଗ୍ରୀମ ପେମେଣ୍ଟ ମଧ୍ୟ କରିଥିଲେ। ହେଲେ…

ପାତାଳୀ ଶ୍ରକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା । ଆଜି ବିନା ଭକ୍ତରେ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି l ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ ଜଗତର ନାଥ ଜଗନ୍ନାଥଙ୍କ ପୀଠରେ ତିନି ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା…