ଆଇଏସଏଲ: ବେଙ୍ଗାଲୁର ଅପରାଜେୟ, ପୁନର୍ବାର ହାରିଲା ଓଡିଶା ଏଫସି
ଭୁବନେଶ୍ୱର: ବୋମ୍ବୋଲିମ୍ରେ ଅନୁଷ୍ଠିତ ଇଣ୍ଡିଆନ ସୁପର ଲିଗ ଫୁଟବଲର ଗୁରୁବାର ମୁକାବିଲାରେ ବେଙ୍ଗାଲୁର ୨-୧ ଗୋଲରେ ଓଡିଶା ଏଫସିକୁ ପରାସ୍ତ କରି ଟୁର୍ଣ୍ଣାମେଂଟରେ ଅପରାଜେୟ ରହିଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଅନ୍ୟ ମ୍ୟାଚ ତୁଳନାରେ ଓଡିଶା ଏଫସି ଅପେକ୍ଷାକୃତ ଭଲ ପ୍ରଦର୍ଶନ…