ଜାଣନ୍ତୁ, କେମିତି କଟିବ ଆଜିର ଦିନ
ଆଜିର ରାଶିଫଳ ତା ୨-୯-୨୦୨୧ ଗୁରୁବାର
ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ ମସିହା ସେପ୍ଟେମ୍ବର ତା ୨ ରିଖ ଗୁରୁବାର ସିଂହ ୧୭ ଦିନ ଭାଦ୍ରବ ମାସ କୃଷ୍ଣପକ୍ଷ ଦଶମୀ ଭୁକ୍ତ ଏକାଦଶୀ ତିଥି ଆଦ୍ରା ନକ୍ଷତ୍ର ମିଥୁନ ଚନ୍ଦ୍ର
ଘାତ ବାର-: ତୃଳା ଓ କୁମ୍ଭ ରାଶିର
ଘାତ ଚନ୍ଦ୍ର-: କନ୍ୟା ରାଶି…