Latest Odisha News

BREAKING NEWS

ଜମ୍ମୁ କଶ୍ମୀର ନେତାଙ୍କ ସହ ଆଜି ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ, ଏଜେଣ୍ଡା ଏବେ ବି ଅସ୍ପଷ୍ଟ

ନୂଆଦିଲ୍ଲୀ: ଜମ୍ମୁ କଶ୍ମୀର ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକ୍ତିଛନ୍ତି ସର୍ବଦଳୀୟ ବୈଠକ । ଜମ୍ମୁ କଶ୍ମୀରର ବିଭିନ୍ନ ରାଜନୈତିକ ଦଳର ନେତା ଏହି ବୈଠକରେ ଯୋଗ ହେବେ । ଏଥିରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ । ବୈଠକରେ ଗୁପକାର ମେଣ୍ଟ ସମେତ ୧୪ଟି ରାଜନୈତିକ ଦଳ…

୨୮ ତାରିଖରୁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି

ଭୁବନେଶ୍ୱର: ଦୁଇ ମାସ ପରେ ଆସନ୍ତା ୨୮ ତାରିଖରୁ ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି । କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ଓ ଏମ୍ସରେ କୋଭିଡ୍ ରୋଗୀଙ୍କ ସଂଖ୍ୟା କମିବା ପରେ ଏହି ନିଷ୍ପତ୍ତି ହୋଇଛି । ଫଳରେ ଏଣିକି ଓପିଡିରେ ଅଣକୋଭିଡ୍ ରୋଗୀଙ୍କ ଚିକିତ୍ସା ହୋଇ ପାରିବ । ଏମ୍ସରେ…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ: ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରୁ ବାହାରି ସ୍ନାନ ବେଦୀକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଚାଲିଛି ସ୍ନାନ ଯାତ୍ରା । ରାତି ୨ଟାରେ ପୂଜାପଣ୍ଡା, ମୁଦିରସ୍ତ ଓ ପତି ମହାପାତ୍ର ତିନିବାଡରେ ମଙ୍ଗଳାର୍ପଣ କରିବା ପରେ…

ଦେବଙ୍କ ଗହଣେ ଦେବସ୍ନାନ

ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା । ଶାସ୍ତ୍ରଜ୍ଞଙ୍କ ମତରେ ଏହି ପବିତ୍ର ତିଥି ଉଦୟା ପୂର୍ଣ୍ଣିମା ବା ଉଦୟବ୍ୟାପିନୀ ପୂର୍ଣ୍ଣିମା ଭାବେ ବି ପରିଚିତ । ତେବେ ଲୋକାଚାରରେ ଏବଂ ଧର୍ମାଚାରରେ ଏହି ପାବନ ଦିନଟି ଦେବସ୍ନାନ ପୂର୍ଣ୍ଣିମା ରୂପେ ଅତି ପ୍ରଚଳିତ । ଏହି ତିଥିଟି ଦେବତାମାନଙ୍କ ସ୍ନାନ…

କବିତା : ଗୁହାରୀ ଶୁଣ

ପ୍ରସେନଜିତ ସେଠୀ  କାଳିଆ ତୁ ଶ୍ରୀକ୍ଷେତ୍ରେ ବିରାଜି ବୋଲାଉ ଜଗତ ଈଶ୍ଵର ତୋ ଇଙ୍ଗିତେ ଏ ସାରା ସଂସାର ପ୍ରତି କ୍ଷଣ ହୁଅଇ ତତ୍ପର ତୁ ଦେଖୁଥାଉ ତୋ ଲୀଳା ସମ୍ଭାର ତୋର ରତ୍ନ ସିଂହାସନେ ରହି ସ୍ଥିର!! ସଭିଏଁ ତୋର କ୍ଷେତ୍ରେ ଯାଇ ତୋ ପାଶେ ପଶନ୍ତି ଶରଣ ନିଜ ଦୁଃଖ ଦୁର୍ଦ୍ଦଶା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୪-୬-୨୦୨୧ ଗୁରୁବାର ଆଜି ୨୦୨୧ ମସିହା ଜୁନ ତା ୨୪ ରିଖ ଗୁରୁବାର ମିଥୁନ ୧୦ ଦିନ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ପୂର୍ଣ୍ଣିମା ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-: ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର-: ସିଂହ କନ୍ୟା ଓ ମକର ରାଶି ମହିଳାଙ୍କର ଆଜିର…

ବଳଦେବଜୀଉ ମନ୍ଦିର ନିକଟରେ ଜାରି ହେଲା ୧୪୪ ଧାରା

କେନ୍ଦ୍ରାପଡ଼ା : ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏଥିପାଇଁ କେନ୍ଦ୍ରାପଡା ବଳଦେବଜୀଉ ମନ୍ଦିର ନିକଟରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ମନ୍ଦିର ଚତୁପାର୍ଶ୍ବ, ରଥଦାଣ୍ଡ ସମେତ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ୧୪୪ ଲାଗୁ କରାଯାଇଛି । ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ…

ଟ୍ରଷ୍ଟ ଇନ ନ୍ୟୁଜ ସର୍ଭେରେ ଭାରତକୁ ୩୧ତମ ସ୍ଥାନ

ଭୁବନେଶ୍ୱର: ରଏଟର୍ସ ପକ୍ଷରୁ କରାଯାଇଥିବା ଟ୍ରଷ୍ଟ ଇନ ନ୍ୟୁଜ ସର୍ଭେରେ ଭାରତକୁ ୩୧ତମ ସ୍ଥାନ ମିଳିଛି । ରଏଟର୍ସ ଇନଷ୍ଟିଚ୍ୟୁଟ ଫର ଷ୍ଟଡି ଅଫ ଜର୍ଣ୍ଣାଲିଜିମରେ ଡିଜିଟାଲ ନ୍ୟୁଜ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି । ୪୬ ମିଡିଆ ମାର୍କେଟ ମଧ୍ୟରୁ ଭାରତ ୩୧ରେ ରହିଛି । ଏହାର ରିପୋର୍ଟ…

ଜୁଲାଇ ପହିଲାରୁ ପୂର୍ବତଟ ରେଳପଥରୁ ଚଳାଚଳ କରିବ ୨୨ ଯୋଡା ସ୍ପେଶାଲ ଟ୍ରେନ୍

ଭୁବନେଶ୍ବର : ଜୁଲାଇ ପହିଲାରୁ ପୂର୍ବତଟ ରେଳପଥରୁ ଚଳାଚଳ କରିବ ୨୨ ଯୋଡା ସ୍ପେଶାଲ ଟ୍ରେନ୍ । ଏନେଇ ନିଷ୍ପତ୍ତି ନେଇଛି ରେଳ ମନ୍ତ୍ରଣାଳୟ । ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନରୁ ପୂର୍ବ ଘୋଷଣା ଅନୁଯାୟୀ ଜୁନ ମାସ ଶେଷ ପର୍ଯ୍ୟନ୍ତ ଚଳାଚଳ କରୁଥିବା…

ସ୍କୁଲରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’ । ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’  । ଏବେ ସ୍କୁଲରେ ଏହି ସଂଗୀତ ପଢ଼ାଯିବ । ନବମ ଓ ଦଶମ ଶ୍ରେଣୀରେ ପ୍ରଥମ ଭାଷା ଓଡ଼ିଆ ବିଷୟରେ ବନ୍ଦେ ଉତ୍କଳ ଜନନୀକୁ ସ୍ଥାନ ମିଳିଛି  । ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ…