Latest Odisha News

BREAKING NEWS

୪ଜି ଡାଉନଲୋଡ ସ୍ପିଡରେ ଜିଓ ଦ୍ରୁତତମ ନେଟୱର୍କ: ଟ୍ରାଇ ତଥ୍ୟ

ଭୁବନେଶ୍ୱର: ୪ଜି ଡାଉନଲୋଡ୍‍ ସ୍ପିଡ ତାଲିକାରେ ଜିଓ ଦ୍ରୁତତମ ନେଟୱର୍କ ବୋଲି ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ରିପୋର୍ଟରୁ ସୂଚନା ମିଳିଛି। ଚଳିତ ବର୍ଷ ନଭେମ୍ବରରେ ୪ଜି ଡାଉନଲୋଡ୍‍ ସ୍ପିଡ ତାଲିକାରେ ରିଲାଏନ୍ସ ଜିଓ ସେକେଣ୍ଡ ପିଛା ହାରାହାରି ୨୦.୮ ମେଗାବିଟ୍‍…

ଦ୍ରୁତ ଗତିରେ ଚାଲିଛି ସମ୍ବଲପୁର-ତାଳଚେର ଦୋହରୀକରଣ କାର୍ଯ୍ୟ

ଅନୁଗୁଳ: କେରେଜଙ୍ଗ ଓ ଅନୁଗୁଳ ମଧ୍ୟରେ ୧୩.୫ କି.ମି. ଟ୍ରାକ୍‌ର ଦୋହରୀକରଣ କାର୍ଯ୍ୟ ଜାରି ରହିଛି। ଯାହାକି ସମ୍ବଲପୁର-ତାଳଚେର ଲିଙ୍କ୍ ଦୋହରୀକରଣ କାର୍ଯ୍ୟର ଅଂଶବିଶେଷ। ଜାନୁୟାରୀ ୨୦୨୧ ର ପ୍ରଥମ ସପ୍ତାହ ସୁଦ୍ଧା ଏହା କାର‌୍ୟ୍ୟକ୍ଷମ ହୋଇପାରେ । ଦୋହରୀକରଣ କାର୍ଯ୍ୟର ଅଂଶ ସ୍ୱରୂପ…

୪ଟି ପର୍ଯ୍ୟାୟରେ ହେବ ଜେଇଇ ମେନ୍ ପରୀକ୍ଷା, ଘୋଷଣା କଲେ ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଜେଇଇ ମେନ୍ସ ୨୦୨୧ ପରୀକ୍ଷା ତାରିଖ ଘୋଷଣା ହୋଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ଆଜି ଏନେଇ ଘୋଷଣା କରିଛନ୍ତି । ଜେଇଇ ମେନ୍ସ ପରୀକ୍ଷା ୪ଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୨୩ରୁ ୨୬ ମଧ୍ୟରେ କରାଯିବ । ଅନ୍ୟ ତିନିଟି ପର୍ଯ୍ୟାୟ ମାର୍ଚ୍ଚ,…

ବାପା ହେଲେ ନ୍ୟୁଜିଲାଣ୍ଡ କ୍ରିକେଟର ୱିଲିୟମସନ

ଅକଲାଣ୍ଡ:ନ୍ୟୁଜିଲାଣ୍ଡ କ୍ରିକେଟ ଦଳର ଅଧିନାୟକ କେନ ୱିଲିୟମସନ ବୁଧବାର ବାପା ହୋଇଛନ୍ତି । ପତ୍ନୀ ସାରା ଓ ୱିଲିୟମସନ କୁନି ଝିଅର ଫଟୋ ସୋସିଆଲ ସାଇଟରେ ଶେୟାର କରିଛନ୍ତିି । ଇନଷ୍ଟଗ୍ରାମରେ ଝିଅକୁ ଜାବୁଡି ଧରିଥିବା ୱିଲିୟମସନଙ୍କ କଳା ଓ ଧଳା ରଙ୍ଗର ଫଟୋ ଶେୟାର କରାଯାଇଛି । ଯାହାକୁ…

ଭାରତରେ ଆରମ୍ଭ ହେଲା ହ୍ବାଟ୍ସଆପ୍ ପେମେଣ୍ଟ ସର୍ଭିସ୍‌: କେମିତି ପଠାଇବେ ଟଙ୍କା ?

ନୂଆଦିଲ୍ଲୀ: ଭାରତରେ ଡିଜିଟାଲ ପେମେଣ୍ଟ ସର୍ଭିସ୍ ପ୍ରୋଭାଇଡର୍ସରେ ଆଉ ଏକ ନାମ ଯୋଡି ହୋଇଯାଇଛି । ଯାହାର ନାଁ ହେଉଛି ହ୍ବାଟ୍ସଆପ୍ ପେମେଣ୍ଟ ସର୍ଭିସ୍ । ଏହି ପପୁଲାର ଚାଟ୍ ଆପ୍ ହ୍ବାଟ୍ସଆପ୍ ଭାରତର ପ୍ରମୁଖ ବ୍ୟାଙ୍କ ଆଇସିଆଇସି ବ୍ୟାଙ୍କ, ଆକ୍ସିସ୍ ବ୍ୟାଙ୍କ, ଏସବିଆଇ ଓ ଏଚଡିଏଫସି ସହ…

ଶକୀଲାର ଟ୍ରେଲର ରିଲିଜ, ଡାର୍ଟି ପିକଚରକୁ ମାତ୍ ଦେବ !

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଏବଂ ବିଭିନ୍ନ ବିବାଦ ଭିତରେ ଶେଷରେ ଶକୀଲା ଫିଲ୍ମର ଟ୍ରେଲର ରିଲିଜ ହୋଇଛି । ପର୍ଣ୍ଣ ଷ୍ଟାର ଶକୀଲାଙ୍କ ଜୀବନୀ ଉପରେ ଏହା ଆଧାରିତ । ଏଥିରେ ରିଚା ଚଢ଼ା ଏବଂ ପଙ୍କଜ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ରହିଛନ୍ତି । ସିଲକ ସ୍ମିତା ପରେ ଶକୀଲା ଦକ୍ଷିଣ ଭାରତକୁ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ବୁଧବାର ଦିନ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁଯାୟୀ ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିଥିଲେ । ପ୍ରାକୃତିକ ପ୍ରଣାଳୀରେ…

ଭୁବନେଶ୍ୱରରେ ୪୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରୁ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଟ୍ବିଟ କରି ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ୩୭ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫ ଓ ସ୍ଥାନୀୟ ଅଂଚଳରୁ ୨୨ ଜଣ କରୋନା…

ନିର୍ବାଚନ ପୂର୍ବରୁ ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା; ଇସ୍ତଫା ଦେଲେ ଟିଏମ୍‌ସି ବିଧାୟକ ଶୁଭେନ୍ଦୁ ଅଧିକାରୀ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ମମତା ବାନାର୍ଜୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଟିଏମ୍‌ସି ନେତା ଶୁଭେନ୍ଦୁ ଅଧିକାରୀ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ସନ୍ଧ୍ୟାରେ ବଙ୍ଗଳା ବିଧାନସଭାରେ ପହଂଚିଥିବା ଶୁଭେନ୍ଦୁ ଅଧିକାରୀ ବାଚସ୍ପତିଙ୍କ ଅନୁପସ୍ଥିତିରେ ଇସ୍ତଫା ପତ୍ର…

୯ ବର୍ଷ ପ୍ରେମ ପରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ହକି ଖେଳାଳି ମନପ୍ରୀତ-ଇଲୀ

ଚଣ୍ଡୀଗଡ:ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂ ଓ ଇଲୀ ସାଦ୍ଦିକ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ୭ ବର୍ଷର ପ୍ରେମ ଏବେ ଶାସ୍ୱତ ରୂପ ନେଇଛି । ମାଲେସିଆର ଇଲୀଙ୍କ ନାମ ପଞ୍ଜାବୀରେ ନବପ୍ରୀତ କୌର ରଖାଯାଇଛି । ୨୦୧୨ରେ ମାଲେସିଆରେ ସୁଲତାନ ଅଫ ଜୋହର କପରେରେ ଇଲୀଙ୍କୁ ଭେଟିଥିଲେ…