ଆମେରିକା ସେନା ଯିବା ପରେ ପଂଜଶିର ଉପରେ ଆକ୍ରମଣ ଆରମ୍ଭ କଲା ତାଲିବାନ
କାବୁଲ: ଆଫଗାନିସ୍ତାନରୁ ଆମେରିକା ସେନା ଯିବା ପରେ ଆଜି ତାଲିବାନ ପଂଜଶିରରେ ଆକ୍ରମଣ ଆରମ୍ଭ କରିଛି । ତାଜିକ ନେତା ଅହମ୍ମଦ ମସୁଦଙ୍କ ନିକଟତମ ସୂତ୍ରରୁ ମିଳିଥିବା ଖବର ଅନୁସାରେ ତାଲିବାନ ଆତଙ୍କୀ ଆକ୍ରମଣ ଆରମ୍ଭ କରିଥିଲେ ମଧ୍ୟ ଆମେ ଏହାକୁ ପଣ୍ଡ କରିଦେଇଛୁ ବୋଲି କହିଛନ୍ତି । ଟୋଲ ନ୍ୟୁଜରେ…