Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୧୫-୧୨-୨୦୨୦ ମଙ୍ଗଳବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଡିସେମ୍ବର ତା୧୫ ରିଖ ମଙ୍ଗଳବାର ଧନୁ ୧ ଦିନ ମାର୍ଗଶିର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ମୂଳା ନକ୍ଷତ୍ର ଧନୁ ଚନ୍ଦ୍ର  ଘାତ ବାର-: ମକର ରାଶିର    ଘାତ ଚନ୍ଦ୍ର-: ତୁଳା କୁମ୍ଭ ରାଶି ପୁରୁଷ ଓ ବୃଷ…

ଋଷ ଭ୍ୟାକ୍ସିନ୍ ସ୍ପୁଟନିକ୍-ଭି ୯୧.୪ ପ୍ରତିଶତ ପ୍ରଭାବଶାଳୀ: ଭାରତରେ ହୋଇପାରେ ଉତ୍ପାଦନ

ନୂଆଦିଲ୍ଲୀ: ଋଷ ଟିକା ସ୍ପୁଟନିକ୍-ଭି ୯୧.୪ ପ୍ରଭାବଶାଳୀ ଜଣାପଡ଼ିଛି । ଭ୍ୟାକ୍ସିନର ଡୋଜ୍ ଦେବାର ୨୧ ଦିନ ପରେ ମିଳିଥିବା ତଥ୍ୟର ବିଶ୍ଳେଷଣ ପରେ ଏହା ସାମ୍ନାକୁ ଆସିଛି । ଋଷ କରୋନା ଭ୍ୟାକ୍ସିନ୍ ସ୍ପୁଟନିକ୍-ଭିକୁ ମଞ୍ଜୁରୀ ଦେବାରେ ପ୍ରଥମ ଦେଶ । ଟିକା ପ୍ରସ୍ତୁତ କରାଯାଇଥିବା କମ୍ପାନୀ…

୨୦୨୧ରେ ବକ୍ସ ଅଫିସରେ ଧୂମ ମଚାଇବେ ଦୀପିକା

ମୁମ୍ବାଇ:ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ପାଇଁ ୨୦୨୧ ଖାସ୍ ହେବାକୁ ଯାଉଛି । ଆଗାମୀ ବର୍ଷ ତାଙ୍କର ୫ଟି ବଡ ବ୍ୟାନରର ଫିଲ୍ମ ରିଲିଜ ହେବାକୁ ଥିବାରୁ ସେ ଧୂମ୍ ମଚାଇବେ ବୋଲି ଆଶା କରାଯାଉଛି । ଦୀପିକା ଶକୁନ ବାତ୍ରାଙ୍କ ଏକ ଫିଲ୍ମରେ ସିଦ୍ଧାନ୍ତ ଚର୍ତୁବେଦୀ ଓ ଅନନ୍ୟା ପାଣ୍ଡେଙ୍କ ସହ…

ଆମେରିକାରେ ଦିଆଗଲା ପ୍ରଥମ କରୋନା ଟିକା, ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ

ନ୍ୟୁୟର୍କ: ଆମେରିକାରେ ଆଜି କରୋନା ଭାଇରସ୍ ଭ୍ୟାକସିନର ପ୍ରଥମ ଡୋଜ ଦିଆଯାଇଛି । ଏହା ପରେ ଡୋନାଲ୍ଡ ଟ୍ରମ୍ପ ଟ୍ବିଟ୍ କରି ଆମେରିକା ଓ ସାରା ବିଶ୍ବର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସୂଚନା ଅନୁସାରେ ନ୍ୟୁୟର୍କରେ ଜଣେ ସ୍ବାସ୍ଥ୍ୟକର୍ମୀଙ୍କୁ ଫାଇଜରର ପ୍ରଥମ କରୋନା ଭ୍ୟାକସିନ୍ ଦିଆଯାଇଛି ।…

ଗୁଗୁଲ୍ ଓ ୟୁଟ୍ୟୁବ ସେବା ଠପ୍ ପରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମେସ୍

ଭୁବନେଶ୍ୱର: ଗୁଗୁଲ୍ ଓ ୟୁଟ୍ୟୁବ ସେବା ଏକାଧିକ ସ୍ଥାନରେ ସୋମବାର ଦିନ ଠପ୍ ହୋଇଯାଇଥିଲା। ଯାହା ପରେ ସୋସିଆଲ ମିଡ଼ିଆ ୟୁଜର୍ସ ମାନେ ନିଜ ଭାବାବେଗକୁ ଟ୍ୱିଟରରେ ମଜାଦାର ମେମେସ୍ ଓ ଜୋକ୍ସ ମାଧ୍ୟମରେ ଶେୟାର କରିଛନ୍ତି।…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୯ କରୋନା ରୋଗୀ; ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ତନ୍ମଧ୍ୟରୁ ସୁନ୍ଦରଗଡ଼ରେ ସର୍ବାଧିକ ୪୨ ଆରୋଗ୍ୟ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ତେବେ ୩୮୯ ଜଣ ଆରୋଗ୍ୟଙ୍କୁ ମିଶାଇ ଏଯାବତ ଓଡିଶାରେ…

ଯାଜପୁର ଓ ପୁରୀରେ ହେବ ମେଡିକାଲ କଲେଜ: କ୍ୟାବିନେଟ୍ ଦେଲା ମଞ୍ଜୁରୀ

ଭୁବନେଶ୍ବର: ଯାଜପୁର ଓ ପୁରୀରେ ଖୋଲିବ ମେଡିକାଲ କଲେଜ । ଆଜି ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମେଡିକାଲ କଲେଜ ଖୋଲିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପୁରୀରେ ୧୦୦ ସିଟ୍ ମେଡିକାଲ କଲେଜ ଓ ୬୫୦ ଶଯ୍ୟାର ହସ୍ପିଟାଲ ପ୍ରତିଷ୍ଠା ହେବ । ଏଥିପାଇଁ ଖର୍ଚ୍ଚ ହେବ ୨୨୪ କୋଟି ୫୫ ଲକ୍ଷ ।…

ଆଶ୍ରମକୁ ନେଇ ବବିଙ୍କ ଅଡୁଆ ବଢ଼ିଲା

ମୁମ୍ବାଇ: ଆଶ୍ରମ ୱେବସିରିଜ ନେଇ ଅଭିନେତା ବବି ଦେଓଲଙ୍କ ଅହୁଆ ବଢ଼ିଛି । ଯୋଧପୁରର ଏକ କୋର୍ଟ ନିର୍ଦ୍ଦେଶକ ପ୍ରକାଶ ଝା ଓ ବବିଙ୍କୁ ନୋଟିସ ପଠାଇଛି । ମାକ୍ସ ପ୍ଲେୟାରରେ ରିଲିଜ ହୋଇଥିବା ଆଶ୍ରମ ୱେବସିରିଜ ଏହାର ବିଷୟବସ୍ତୁକୁ ନେଇ ଆରମ୍ଭରୁ ବିବାଦରେ ରହିଛି । ଆଶ୍ରମ ମଧ୍ୟରେ ମହିଳାମାନଙ୍କ…

ଓଡ଼ିଶାରେ ଖୋଲିବ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜ

ଭୁବନେଶ୍ୱର: କରୋନା ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେଉଥିବାବେଳେ ଓଡିଶା ସରକାର ରାଜ୍ୟର ସମସ୍ତ ଆୟୁର୍ବେଦିକ ଏବଂ ହୋମିଓପାଥିକ ମେଡିକାଲ କଲେଜ ଆଜିଠୁ ଖୋଲିବାକୁ ଅନୁମତି ଦେଇଛନ୍ତି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ମହାପାତ୍ର କହିଛନ୍ତି…

କରୋନା ଉପରେ ୨୮୦୦ କ୍ଷୁଦ୍ର ଚଳଚ୍ଚିତ୍ର !

ନୂଆଦିଲ୍ଲୀ : ନୂଆଦିଲ୍ଲୀର ଏନଡିଏମସି କନଭେନସନ ସେଣ୍ଟରରେ ଚାଲିଥିବା ଅନ୍ତର୍ଜାତୀୟ କରୋନା ଭାଇରସ୍ କ୍ଷୁଦ୍ର ଫିଲ୍ମ ଫେଷ୍ଟିଭାଲରେ ଦେଶ ବିଦେଶରୁ ଅଂଶଗ୍ରହଣ କରିଛନ୍ତି ୨୮୦୦ ଟି କ୍ଷୁଦ୍ର ଫିଲ୍ମ । ବିଶ୍ୱର ୧୦୮ଟି ଦେଶର ଫିଲ୍ମ ନିର୍ମାତା ନିର୍ଦ୍ଦେଶକ ଏହି ଭିନ୍ନ ଧରଣର ଫିଲ୍ମ ଫେଷ୍ଟିଭାଲରେ…