Latest Odisha News

BREAKING NEWS

ଗାୟକ ଜଗତର ମୁକ୍ତା : ନୃସିଂହ ଚରଣ ହୋତା

ସାମ୍ପ୍ରତିକ ପାଲା ଜଗତରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଜଣେ ସଫଳ ପାଲା ଗାୟକ ହେଉଛନ୍ତି ଗାୟକ ଯୁବ ସମ୍ରାଟ୍ ନୃସିଂହ ଚରଣ ହୋତା । ରାଜ୍ୟରେ ଯେଉଁ କେତେ ଜଣ ଯୁବ ଗାୟକ ବର୍ତ୍ତମାନ ପାଲାରେ ପ୍ରତିଷ୍ଠା ଅର୍ଜନ କରିଛନ୍ତି, ସବୁ ବର୍ଗର ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ…

ଶ୍ରୀମନ୍ଦିରରେ ଆଜି ରାଜେନ୍ଦ୍ରଭିଷେକ ନୀତି

ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରେ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ । ଏହି ଦିନ ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀମଦନମୋହନ ଆଜ୍ଞା ମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହୁଅନ୍ତି। ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବାନ୍ଦ ହୋଇ ଜଗମୋହନ କୁ…

ଏହି ରାଜ୍ୟରେ ଜୁନ୍‌ ୨୯ ଯାଏ ବଢିଲା ଲକ୍‌ଡାଉନ

ଡେରାଡୁନ୍‌: ଉତ୍ତରାଖଣ୍ଡରେ ପୁଣି ବଢିଲା ଲକ୍‌ଡାଉନ୍‌। ରାଜ୍ୟ ସରକାର କୋଭିଡ ପ୍ରତିବନ୍ଧକକୁ ଜୁନ୍ ୨୯ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣାକୁ ଆଉ ଏକ ସପ୍ତାହ ବଢାଇ ଦେଇଛନ୍ତି ସରକାର। ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଉତ୍ତରପ୍ରଦେଶ…

ପୋଲିସ ନକ୍ସଲ୍ ଗୁଳି ବିନିମୟ, ୨ ମାଓ କମାଣ୍ଡର ନିହତ

ମାଲକାନଗିରି: ଏନକାଉଣ୍ଟରରେ ମରୁଛନ୍ତି, କରୋନାରେ ସଂକ୍ରମିତ ହୋଇ ବିିନା ଚିକିତ୍ସାରେ ବି ପ୍ରାଣ ହରାଉଛନ୍ତି । ତଥାପି ଭାଙ୍ଗନି ମାଓବାଦୀଙ୍କ ମିଛ ଦମ୍ଭ । ପୁଣିଥରେ ପୋଲିସ ସହ ଗୁଳି ବିନିମୟରେ ଦୁଇଜଣ ମାଓ କମାଣ୍ଡର ନିହତ ହୋଇଛନ୍ତି । ଗତକାଲି ଓଡିଶା ଓ ଛତିଶଗଡ ସୀମାନ୍ତ ନାରାୟଣପୁର…

ତାମିଲନାଡୁରେ ଆଉ ସପ୍ତାହେ ବଢିଲା ଲକ୍‌ଡାଉନ୍‌

ଚେନ୍ନାଇ: ତାମିଲନାଡୁରେ ଆଉ ସପ୍ତାହେ ବଢିଲା ଲକ୍‌ଡାଉନ୍‌। ଏ ନେଇ ତାମିଲନାଡୁ ସରକାର ଆଜି ଘୋଷଣା କରିଛନ୍ତି। ଏହି ପ୍ରତିବନ୍ଧକଗୁଡିକ ବର୍ତ୍ତମାନ ଜୁନ୍ ୨୮ ପର୍ଯ୍ୟନ୍ତ ଜାରି ରହିବ। ତେବେ ଲକ୍‌ଡାଉନ୍‌ ବଢିବା ସହିତ ରାଜ୍ୟ ସରକାର କଟକଣାକୁ କିଛି ମାତ୍ରାରେ କୋହଳ କରିବା ପାଇଁ…

କୋଟିଏ ଛୁଇଁବ ଟିକାକରଣ: ଦୈନିକ ତିନି ଲକ୍ଷ ଟିକାକରଣ ଲକ୍ଷ୍ୟ

ଭୁବନେଶ୍ୱର- ଆସନ୍ତାକାଲିଠାରୁ ଦୈନିକ  ତିନି ଲକ୍ଷ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗ ଲକ୍ଷ୍ୟ ଧାର୍ଯ୍ୟ  କରିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ପ୍ରମୁଖ ସଚିବ  ଜିଲ୍ଲାପାଳ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଓ…

ମାଲକାନଗିରି ଜିଲ୍ଲାପାଳ କରୋନା ଆକ୍ରାନ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାପାଳ ୱାଇ ବିଜୟ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୁଚନା ପ୍ରଦାନ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ୱାଇ ବିଜୟଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ସହ ତାଙ୍କ ସରକାରୀ ବାସଭବନର ମୋଟ ଛଅ ଜଣ କରୋନା ସଂକ୍ରମିତ…

ରୋବର୍ଟ କରିବ ନିର୍ବାଚନୀ ପ୍ରଚାର

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ସଙ୍ଗୀନ ଥିବାରୁ ଜନସମାବେଶ ଭଳି ପରିସ୍ଥିତି ତୀବ୍ର ବିପଦ ସୃଷ୍ଟି କରିପାରେ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୦୨୨ ନିର୍ବାଚନୀ ପ୍ରଚାର ଏକ ନୂଆ ଢଙ୍ଗରେ କରାଯିବ। ୨୦୨୨ ବିଧାନସଭା ନିର୍ବାଚନରେ ରାଜନୈତିକ ନେତାଙ୍କ ତରଫରୁ ପ୍ରଚାର କରୁଥିବା ହ୍ୟୁମାନୋଇଡ…

ସମସ୍ୟାକୁ ଅସ୍ତ୍ର କରି ପାରିଲେ ହିଁ ସର୍ଜନାର ରାସ୍ତା ପ୍ରଶସ୍ତ ହେଇ ପାରିବ : ମୌସୁମୀ ଦାସ

ଓଡ଼ିଆ ସାହିତ୍ୟ ଆକାଶରେ ଏକ ଉଜ୍ଜ୍ୱଳ ନକ୍ଷତ୍ର ମୌସୁମୀ ଦାସ । ଭାବ ଭାଷା ଓ ଚରିତ୍ରର ସମ୍ମିଶ୍ରଣରେ ତାଙ୍କ ସୃଷ୍ଟିର ଚରିତ୍ର ସବୁବେଳେ ଜୀବନ୍ତ। ସେଥିପାଇଁ ତାଙ୍କ ଲେଖା ସବୁ ପାଠକର ଜୀବନର ନିଜସ୍ୱ ଅନୁଭୂତି ମନେହୁଏ । ସାଧାରଣ ମଣିଷର ଜଟିଳ ମାନସିକତାକୁ ସେ ସରଳ ବର୍ଣ୍ଣନାଧର୍ମୀ ଗଦ୍ୟ…

ଦିଲ୍ଲୀରେ ଭୁମିକମ୍ପର ଝଟକା ଅନୁଭୂତ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ରବିବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି। https://twitter.com/ANI/status/1406506068092473344?s=19 ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୨.୧ ମପା…